ଜଳିଗଲା ଘର : ୬ ଗୋରୁ ଜୀବନ୍ତ ଦଗ୍ଧ, ଲକ୍ଷାଧିକ ଟଙ୍କାର ସମ୍ପତ୍ତି ଭସ୍ମୀଭୂତ

Published By : Prameya-News7 Bureau | July 19, 2019 IST

ଭଣ୍ଡାରିପୋଖରୀ ୧୯|୭: ଭଦ୍ରକ ଜିଲ୍ଲା ଧାମନଗର ବ୍ଲକ ବମକୁରା ପଞ୍ଚାୟତ ଦେଉଳଢିଅ  ଗ୍ରାମର ବୈଷ୍ଣବ ଜେନାଙ୍କ ଘରେ ଅଗ୍ନିକାଣ୍ଡ ଘଟି  ୨ ବଖରା ଘର ସହ ୬ ଗୋରୁ ଜୀବନ୍ତଦଗ୍ଧ ହୋଇଛନ୍ତି । ଅଗ୍ନିକାଣ୍ଡରେ  ଲକ୍ଷାଧିକ ଟଙ୍କାର ସମ୍ପତି ଜଳିଯାଇଛି ।  ଅଗ୍ନିକାଣ୍ଡର କାରଣ ଜଣାପଡିନାହଁ  । ଖବର ପାଇ ଧାମନଗର ଦମକଳ ବାହୀନି ଘଟଣା ସ୍ଥଳରେ ପହଞ୍ଚି ନିଆକୁ ଆୟତ କରିଛି । ଘଟଣାସ୍ଥଳରେ ସ୍ଥାନୀୟ ରାଜସ୍ବ ନିରୀକ୍ଷକ  ଓ ପଶୁ ଚିକିତ୍ସା ଅଧିକାରୀ ପହଞ୍ଚି ଘଟଣାର ତଦନ୍ତ କରୁଛନ୍ତି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.