Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦେଶର ପ୍ରତ୍ୟେକ ନାଗରିକଙ୍କୁ ମିଳିବ କରୋନା ଟିକା : ପ୍ରଧାନମନ୍ତ୍ରୀ
  • ||
  • ଡକାୟତି ଯୋଜନା ପଣ୍ଡ, ୪ ଡକାୟତଙ୍କୁ ବାନ୍ଧିଲା ପୋଲିସ
  • ||
  • ଅବସରପ୍ରାପ୍ତ ଡିଜିପି ମିଲନ ମହାନ୍ତିଙ୍କ ପରଲୋକ
  • ||
  • ରାଜ୍ୟରେ ବଢୁଛି ଶୀତର ପ୍ରକୋପ, କନ୍ଧମାଳରେ ୧୫ଡିଗ୍ରୀ ତଳକୁ ଖସିଲା ପାରଦ
  • ||
  • ଅନୁଗୋଳରେ ବିଷାକ୍ତ ମଦ ପିଇ ୪ ଜଣଙ୍କ ମୃତ୍ୟୁ ଘଟଣାରେ ୪ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ
  • ||
  • ରାଜ୍ୟକୁ ପ୍ରଶଂସା କଲା RBI: ଟ୍ବିଟ୍ କରି ଜଣାଇଲେ ମୁଖ୍ୟମନ୍ତ୍ରୀ
  • ||

କେନ୍ଦ୍ରାପଡାରେ ଅଗ୍ନିକାଣ୍ଡ : ନିଆଁ ଲାଗି ଜଳିଗଲା ୪ ବଖରା ଘର

3/02/2019 at 9:28 AM

କେନ୍ଦ୍ରାପଡା ୩/୨ : କେନ୍ଦ୍ରାପଡା ଜିଲ୍ଲା ମହାକାଳପଡା ବ୍ଲକ ଜଅଁରା ଗାଁରେ ଅଗ୍ନିକାଣ୍ଡ ଘଟିଛି । ନିଆଁ ଲାଗି ୪ବଖରା ଘର ଜଳିଯାଇଛି । ଏଥିରେ ଜଣେ ସାମାନ୍ୟ ଆହତ ହୋଇଛନ୍ତି । ଗାଇ ଗୁହାଳରେ ଧୂଆଁ ଦିଆଯାଇଥିବା ବେଳେ ନିଆଁ ଚାରିଆଡେ ବ୍ୟାପି ଯାଇଥିଲା । ବିଳମ୍ବିତ ରାତିରେ ଅଗ୍ନିଶମବାହିନୀ ପହଞ୍ଚି ନିଆଁକୁ ଆୟତ କରିଥିଲେ ।

   Related Posts