କେନ୍ଦ୍ରାପଡାରେ ଅଗ୍ନିକାଣ୍ଡ : ନିଆଁ ଲାଗି ଜଳିଗଲା ୪ ବଖରା ଘର

Published By : Prameya-News7 Bureau | February 03, 2019 IST

କେନ୍ଦ୍ରାପଡା ୩/୨ : କେନ୍ଦ୍ରାପଡା ଜିଲ୍ଲା ମହାକାଳପଡା ବ୍ଲକ ଜଅଁରା ଗାଁରେ ଅଗ୍ନିକାଣ୍ଡ ଘଟିଛି । ନିଆଁ ଲାଗି ୪ବଖରା ଘର ଜଳିଯାଇଛି । ଏଥିରେ ଜଣେ ସାମାନ୍ୟ ଆହତ ହୋଇଛନ୍ତି । ଗାଇ ଗୁହାଳରେ ଧୂଆଁ ଦିଆଯାଇଥିବା ବେଳେ ନିଆଁ ଚାରିଆଡେ ବ୍ୟାପି ଯାଇଥିଲା । ବିଳମ୍ବିତ ରାତିରେ ଅଗ୍ନିଶମବାହିନୀ ପହଞ୍ଚି ନିଆଁକୁ ଆୟତ କରିଥିଲେ ।

{"id":81211}
{"id":81212}

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.