Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଶିଖର ସେନାର ଲଙ୍କା ବିଜୟ, ପ୍ରଥମ ଟି-୨୦ରେ ୩୮ ରନ୍‌ରେ ଜିତିଲା ଭାରତ
  • ||
  • ରାଜ୍ୟରେ ସୁସ୍ଥ ହେଲେ ଆଉ ୨୧୦୮ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୪୩୨ ଡିସଚାର୍ଜ
  • ||
  • ଟୋକିଓ ଅଲିମ୍ପିକ୍ସ : ଭାରତୀୟ ହକି ଟିମର ପରାଜୟ, ୧-୭ ଗୋଲରେ ଜିତିଲା ଅଷ୍ଟ୍ରେଲିଆ
  • ||
  • ହାଇଦରକୁ ଏନକାଉଣ୍ଟର ବେଳେ ବାଜିଥିଲା ୩ ଗୁଳି କିନ୍ତୁ ଶରୀରରୁ ବାହାରିଲା ୪ଟି ଗୁଳି, ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର ହେଲା ମୃତ ଦେହ
  • ||
  • ଭୁଶୁଡିଲା ସ୍ମାର୍ଟ ପୋଖରୀର ସ୍ମାର୍ଟ ପାଚେରୀ, ନିର୍ମାଣ ସରିବା ପରେ ୭ ଦିନ ବି ଗଲାନି
  • ||
  • ବିଦ୍ୟୁତ ଆଘାତରେ ଟଳିପଡିଲେ ଅସ୍ଥାୟୀ କର୍ମଚାରୀ, ମୃତଦେହ ରଖି ରାସ୍ତାରୋକ କଲେ ସ୍ଥାନୀୟ ଲୋକେ
  • ||
  • ଚିନ୍ତା ବଢାଉଛି ମୃତ୍ୟୁସଂଖ୍ୟା, ରାଜ୍ୟରେ କରୋନା ନେଲା ୬୭ ଜଣଙ୍କ ଜୀବନ
  • ||
  • କମୁଛି ସଂକ୍ରମଣ : ୨୪ ଘଣ୍ଟାରେ ରାଜ୍ୟରେ ବାହାରିଲେ ୧୮୩୩ କରୋନା ପଜିଟିଭ୍
  • ||
  • ବିଜେଡିର ମିଶ୍ରଣ ପର୍ବ, ଦଳରେ ସାମିଲ ହେଲେ ଜିଲ୍ଲା ପରିଷଦ ସଭ୍ୟ ଓ ବିଜେପି କର୍ମୀ
  • ||
  • ଦାନା ବାନ୍ଧୁଛି ଲଘୁଚାପ, ୨୭ରୁ ୨୯ ଯାଏଁ ଛେଚିବ ବର୍ଷା
  • ||

ଗ୍ୟାସ୍ ଲିକ୍ ହୋଇ ସିଲିଣ୍ଡରରେ ଲାଗିଗଲା ନିଆଁ : ଶିଶୁ ସମେତ ୩ଜଣ ପୋଡିଗଲେ, ମେଡିକାଲରେ ଭର୍ତ୍ତି

8/08/2020 at 4:58 PM

କେନ୍ଦ୍ରାପଡା ୮।୮: କେନ୍ଦ୍ରାପଡା ଜିଲ୍ଲା ଧୁମାତ କଂଟଣିଆ ଗଁ।ରେ ଅଗ୍ନିକାଣ୍ଡ ଘଟି ରାମଚନ୍ଦ୍ର ନାୟକଙ୍କର ଘର ସମ୍ପୂର୍ଣ୍ଣ ପୋଡି ପାଉଁଶ ହୋଇଯାଇଛି ।

ଶନିବାର ସକାଳ ପ୍ରାୟ ୬ଟା ବେଳେ ଘରେ ଚା କରୁଥିବା ବେଳେ ଗ୍ୟାସ୍ ଲିକ୍ ହୋଇ ସିଲିଣ୍ଡରରେ ନିଅଁ। ଲାଗି ଯାଇଥିଲା । ଚାହୁ ଚାହୁଁ ଘରଟି ସମ୍ପୂର୍ଣ୍ଣ ପୋଡି ଯାଇଥିଲା । ଅଗ୍ନିଶମ ବିଭାଗ ଘଟଣାସ୍ଥଳରେ ପହଁଚି ନିଅଁ।କୁ ଆୟତ କରିବା ପାଇଁ ଉଦ୍ୟମ କରିଥିଲେ ସୁଦ୍ଧା ଘରେ ଥିବା ଆସବାବପତ୍ର, ବାସନକୁସନ ସମେତ ନଗଦ ୪୦ ହଜାର ଟଙ୍କା ପୋଡି ପାଉଁଶ ହୋଇଯାଇଥିଲା । ରାମଚନ୍ଦ୍ରଙ୍କ ପରିବାରର ଜଣେ ଶିଶୁ ସମେତ ୩ ଜଣ ସଦସ୍ୟ ନିଅଁ।ରେ ପୋଡି ଯାଇଛନ୍ତି । ସେମାନଙ୍କୁ ଚିକିତ୍ସା ପାଇଁ କେନ୍ଦ୍ରାପଡା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ପଠାଯାଇଛି ।

   Related Posts