Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ୧୩ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ୧୬୧୭ କରୋନା ସଂକ୍ରମିତ ଚିହ୍ନଟ
  • ||
  • ରାଉରକେଲା : ଡ୍ରାଇଭରଙ୍କ ନାଁରେ ୨୮ କୋଟି ଟଙ୍କାର GST ଠକେଇ ଅଭିଯୋଗ
  • ||
  • ଗଞ୍ଜାମ : ବୋମା ଭିଡୁଥିବା ବେଳେ ବିସ୍ଫୋରଣ, ଜଣେ ମୃତ, ଦୁଇ ଗୁରୁତର
  • ||
  • ବୋମା ଭିଡୁଥିବା ବେଳେ ବିସ୍ଫୋରଣ : ଜଣେ ମୃତ, ଦୁଇ ଗୁରୁତର
  • ||
  • ଦେଶର ପ୍ରତ୍ୟେକ ନାଗରିକଙ୍କୁ ମିଳିବ କରୋନା ଟିକା : ପ୍ରଧାନମନ୍ତ୍ରୀ
  • ||
  • ଡକାୟତି ଯୋଜନା ପଣ୍ଡ, ୪ ଡକାୟତଙ୍କୁ ବାନ୍ଧିଲା ପୋଲିସ
  • ||
  • ଅବସରପ୍ରାପ୍ତ ଡିଜିପି ମିଲନ ମହାନ୍ତିଙ୍କ ପରଲୋକ
  • ||
  • ରାଜ୍ୟରେ ବଢୁଛି ଶୀତର ପ୍ରକୋପ, କନ୍ଧମାଳରେ ୧୫ଡିଗ୍ରୀ ତଳକୁ ଖସିଲା ପାରଦ
  • ||
  • ଅନୁଗୋଳରେ ବିଷାକ୍ତ ମଦ ପିଇ ୪ ଜଣଙ୍କ ମୃତ୍ୟୁ ଘଟଣାରେ ୪ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ
  • ||

ମାର୍ଶାଘାଇରେ ଅଗ୍ନିକାଣ୍ଡ; ଅଗ୍ନିକାଣ୍ଡରେ ମୋହନା ଦେବୀଙ୍କ ସମ୍ପୂର୍ଣ ଘର ପୋଡି ପାଉଁଶ

2/12/2018 at 11:33 AM

ମାର୍ଶାଘାଇ ୨/୧୨ : କେନ୍ଦ୍ରାପଡା ଜିଲ୍ଲା ମାର୍ଶାଘାଇ ଥାନା ଧନିଆପଡା ଗ୍ରାମରେ ଗତକାଲି ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟିଛି | ଅଗ୍ନିକାଣ୍ଡରେ ମୋହୋନ ଦିବେଦିଙ୍କର ଦୁଇ ବଖରା ଚାଳଘର ସମ୍ପୂର୍ଣ୍ଣ ଜଳିଯାଇଛି । ଖବର ପାଇ ମାର୍ଶାଘାଇ ଦମକଳ ବାହିନୀ ଘଟଣାସ୍ଥଳରେ ପହଂଚିଥିଲେ | ଅଗ୍ନିଶମ ବାହିନୀ ପହଁଚିଲା ବେଳକୁ ଘର ସହିତ ସମସ୍ତ ଆସଭାବପତ୍ର ଜଳି ପାଉଁଶ ହୋଇଯାଇଥିଲା । ତେବେ ଅଗ୍ନି କାଣ୍ଡର କାରଣ ଜଣାପଡିନାହିଁ | ପୋଲିସ ଘଟଣାର ତଦନ୍ତ କରୁଛି |

   Related Posts