Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କେନ୍ଦ୍ରକୁ ଓଡ଼ିଶା ମାଗିଲା ଅଗଷ୍ଟ ବର୍ଷା-ବନ୍ୟାର ସହାୟତା, ଦାବି କଲା ୧୫୬୯.୫୦ କୋଟି ଟଙ୍କା
  • ||
  • ରାଜ୍ୟରେ ଆଉ ୧୬ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ୧୬୩୩ କରୋନା ସଂକ୍ରମିତ ଚିହ୍ନଟ
  • ||
  • ଟ୍ରକକୁ ପଛ ପଟୁ ପିଟିଲା ଟ୍ରଲର, ୨ ମୃତ
  • ||
  • ଡ଼କାୟତି ଯୋଜନା ପଣ୍ଡ, ବାଇପାସ କଡ଼ରୁ ୬ ଡକାୟତ ଗିରଫ
  • ||

ପଟ୍ଟାମୁଣ୍ଡାଇରେ ଅଗ୍ନିକାଣ୍ଡ ଘଟି ଜଳିଗଲା ୮ ବଖରା ଘର

23/01/2019 at 1:00 PM

ପଟ୍ଟାମୁଣ୍ଡାଇ ୨୩/୧ : ପଟ୍ଟାମୁଣ୍ଡାଇ ସାନଜରିଆ ଗାଁରେ ଅଗ୍ନିକାଣ୍ଡ ହୋଇଛି | ଅଗ୍ନିକାଣ୍ଡରେ ଜଳିଗଲା ୮ ବଖରା ଘର | ନିଆଁରେ ପୋଡି ଲକ୍ଷାଧିକ ଟଙ୍କାର ଆସବାବପତ୍ର ପୋଡି ନଷ୍ଟ ହୋଇଯାଇଛି | ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି | ଗତକାଲି ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟିଥିଲା | ଖବରପାଇ ଅଗ୍ନିଶମ ବାହିନୀ ପହଂଚି ନିଆଁକୁ ଆୟତ କରିଥିଲା |

   Related Posts