Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ସୁସ୍ଥ ହେଲେ ଆଉ ୨୪୫୨ ଆକ୍ରାନ୍ତ, କିନ୍ତୁ ସଂକ୍ରମଣ ବୃଦ୍ଧିରେ ଲାଗୁନି ରୋକ୍‌
  • ||
  • କମ୍ବିଂ ବେଳେ ଏସ୍‌ଓଜି ଯବାନ-ମାଓବାଦୀ ମୁହାଁମୁହିଁ, ଗୁଳି ବିନିମୟରେ ମାଓବାଦୀ ମୃତ !
  • ||
  • ସାଲେପୁର : ଡାକ ଘରେ ଚାଲିଥିଲା ଭୋଜି ଭାତର ଆୟୋଜନ, ୩ ହଜାର ଟଙ୍କା ତଣ୍ଡ ଗଣିଲେ କର୍ମଚାରୀ
  • ||
  • ନୀଳଗିରି : ପୋଖରୀରେ ଗାଧୋଇବା ବେଳେ ଖସିଗଲା ଗୋଡ, ଚାଲିଗଲା ନାବାଳିକାଙ୍କ ଜୀବନ
  • ||
  • ସାନଖେମୁଣ୍ଡି : ବେଆଇନ ମଦ ବିକ୍ରିକୁ ନେଇ ଜନ ଅସନ୍ତୋଷ, ଥାନା ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ
  • ||
  • କର୍ଲାମୁଣ୍ଡା : ୨ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଧରାପଡିଲେ ରାଜସ୍ବ ନିରୀକ୍ଷକ
  • ||
  • ଆନନ୍ଦପୁର : ଯୁକ୍ତ ୨ ପରୀକ୍ଷା ବାତିଲ ଦାବିରେ ୨ଟି ମହାବିଦ୍ୟାଳୟ ଛାତ୍ରଙ୍କ ରାସ୍ତାରୋକ
  • ||
  • ଭୁବନେଶ୍ବର : ଦୈନିକ ଲକ୍ଷେ ଟେଷ୍ଟ କରନ୍ତୁ ରାଜ୍ୟ ସରକାର – ବିଜୟ ମହାପାତ୍ର
  • ||
  • ଭୁବନେଶ୍ବର : ଓଡିଶାର ଚିହ୍ନଟ ହୋଇନି କରୋନାର ଟ୍ରିପଲ ମ୍ୟୁଣ୍ଟାଣ୍ଟ – ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ନିର୍ଦ୍ଦେଶକ
  • ||
  • ଖୋର୍ଦ୍ଧା : ଅନଲାଇନ୍‌ରେ ପରୀକ୍ଷା ଅଥବା ବାତିଲ୍ ଦାବିରେ ଯୁକ୍ତ ୨ ଛାତ୍ରଛାତ୍ରୀଙ୍କ ବିକ୍ଷୋଭ
  • ||

ପେଟ୍ରୋଲ ପମ୍ପ୍ ନିକଟରେ ଅଗ୍ନିକାଣ୍ଡ, ନିଆଁକୁ ଆୟତ୍ତ କଲା ଅଗ୍ନିଶମବାହିନୀ

25/02/2021 at 5:38 PM

କଟକ ୨୫।୨: କଟକ ସଦର ଥାନା ବମ୍ଫକୁଦ ଫାର୍ମ ହାଉସ୍ ରେ ଅଗ୍ନିକାଣ୍ଡ । ଫାର୍ମହାଉସ୍ ନିକଟରେ ଥିବା ବୁଦୁବୁଦିଆ ଜଙ୍ଗଲରେ ନିଆଁ ଲାଗିଥିଲା । ଏହା ନିକଟରେ ଥିବା ପେଟ୍ରୋଲ ପମ୍ପକୁ ମଧ୍ୟ ନିଆଁ ବ୍ୟାପିବାର ଆଶଙ୍କା ରହିଥିଲା । ନିଆଁ ଲାଗିଗା ପରେ ଲୋକଙ୍କ ଭିଡ ପରିଲକ୍ଷିତ ହୋଇଥିଲା । ଏହାପରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲା ।  

   Related Posts