Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ ଗିରଫ
  • ||
  • ମିର୍ଜାପୁରରେ କଂଗ୍ରେସ ନେତା ଦିଗ୍‌ବିଜୟ ସିଂହଙ୍କ ବଡ଼ ବୟାନ, କହିଲେ- ପାକିସ୍ତାନ ଯିବାକୁ ଚାହୁଁଛି
  • ||
  • ରାଜନୀତିରେ ପ୍ରବେଶ କଲେ ସୁପରଷ୍ଟାର୍ ରଜନୀକାନ୍ତ
  • ||
  • ବଢିଲା LPG ସିଲିଣ୍ଡର ଦର ଏବେ ବିନା ସବସିଡି ଉପଭୋକ୍ତାଙ୍କୁ ଦେବାକୁ ପଡିବ ଅଧିକ ୫୦ଟଙ୍କା
  • ||
  • ସାଲେପୁର : ଆମ୍ବୁଲାନ୍ସକୁ ପିଟିଲା କାର୍, ଡ୍ରାଇଭର ଆହତ
  • ||
  • କଟକ : ସି-ସୋର ଘାଟରୁ ଅଜଣା ମୃତଦେହ ଉଦ୍ଧାର, ଭାସି ଆସିଥିବା ସନ୍ଦେହ
  • ||
  • ଚଣ୍ଡିଗଡ : ପଦ୍ମ ବିଭୂଷଣ ଫେରାଇଲେ ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରକାଶ ସିଂହ ବାଦଲ
  • ||
  • ନୂଆଦିଲ୍ଲୀ : ଅନଲାଇନ୍‌ରେ ହେବନାହିଁ CBSE ବୋର୍ଡ ପରୀକ୍ଷା, ପୂର୍ବଭଳି ପରୀକ୍ଷା ଦେବେ ଛାତ୍ରଛାତ୍ରୀ
  • ||
  • ଝାରସୁଗୁଡା : ବାପା ନା’ ରାକ୍ଷସ, ନିଶାଶକ୍ତ ଅବସ୍ଥାରେ ୧୧ ବର୍ଷର ଝିଅ ସହ କଲା ଦୁଷ୍କର୍ମ !
  • ||
  • କନ୍ଧମାଳ : ହଜିଗଲା ମା’ର ମମତା, ୪ ବର୍ଷ ଝିଅର ଗାଲ କାଟିଦେଲା ସାବତ ମା’ !
  • ||

ଭୟାବହ ଅଗ୍ନିକାଣ୍ଡରେ ଜଳିଗଲା ଦୁଇ ବଖରା ଘର,ଜଣେ ଗୁରୁତର

15/11/2019 at 12:43 PM

କେନ୍ଦ୍ରାପଡା ୧୫।୧୧: କେନ୍ଦ୍ରାପଡା ଜିଲ୍ଲା ମହାକାଳପଡା ବ୍ଲକ ବହଢି ପଂଚାୟତର ରାମଚନ୍ଦ୍ରପୁର ଗାଁରେ ଭୟାବହ ଅଗ୍ନିକାଣ୍ଡ ଘଟିଛି । ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି । ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ  ଆୟତ୍ତ କରିଛି । 

ସୂଚନାଯୋଗ୍ୟ ଯେ, ଗତକାଲି ବିଳମ୍ବିତ ରାତିରେ  ବିବୋକାନନ୍ଦଙ୍କ ଘରେ ନିଆଁ ଲାଗିଯାଇଥିଲା । ଅଗ୍ନିକାଣ୍ଡରେ ଦୁଇ ବଖରା ଘର ପୋଡି ପାଉଁଶ ହେବା ସହ ବିବେକାନନ୍ଦ ସାମାନ୍ୟ ଆହତ ହୋଇଛନ୍ତି । ଗୁହାଳରେ ନିଆଁ ଲାଗିଥିବାର ଦେଖି ଗୋରୁଙ୍କୁ ଉଦ୍ଧାର କରିବାକୁ ଯାଇ ଆହତ ହୋଇଥିଲେ ବିବେକାନନ୍ଦ । ବିବେକାନନ୍ଦଙ୍କୁ ଚିକିତ୍ସା ପାଇଁ କେନ୍ଦ୍ରାପଡା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଭର୍ତ୍ତି କରାଯାଇଛି । ସର୍ଟ ସର୍କିଟ ଯୋଗୁଁ ଅଗ୍ନିକାଣ୍ଡ ଘଟିଥିବାର ଅନୁମାନ କରାଯାଉଛି । ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ  ଆୟତ କରିଛି । 

   Related Posts