Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କେରଳରେ ଭୀଷଣ ବର୍ଷା: ୫ ଜିଲ୍ଲାରେ ବନ୍ୟା ପରିସ୍ଥିତି, ଭୂସ୍ଖଳନରେ ଜଣେ ମୃତ, ୧୨ ନିଖୋଜ
  • ||
  • ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କୁ ଡେଙ୍ଗୁ, ସ୍ବାସ୍ଥ୍ୟବସ୍ଥାରେ ଆସୁଛି ସୁଧାର
  • ||
  • କାମେଶ୍ୱର ମନ୍ଦିରରୁ ଚୋରି, ଦାନବାକ୍ସ ଭାଙ୍ଗି ଟଙ୍କା ଲୁଟିନେଲେ ଦୁର୍ବୃତ୍ତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୩୫୮ କୋଭିଡ୍ ପଜିଟିଭ୍
  • ||
  • ନବୀନ @ ୭୬, ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦୀ
  • ||
  • ୭୬ ବର୍ଷରେ ପାଦ ଦେଲେ ନବୀନ, କରୋନା ମହାମାରୀ ପାଇଁ ପାଳିବେନି ଜନ୍ମଦିନ
  • ||
  • ଶାରଦୀୟ ଦୁର୍ଗାପୂଜା ଶେଷ, ଶନିବାର ଧରାପୃଷ୍ଠରୁ ବିଦାୟ ନେବେ ମା
  • ||
  • ହାଟରୁ ଫେରୁଥିବା ବେଳେ ବୃଦ୍ଧାଙ୍କୁ ଗଣଦୁଷ୍କର୍ମ, ଘରେ ଛାଡିଦେବେ କହି ଇଜ୍ଜତ ଲୁଟିଲେ ୮ ସଇତାନ
  • ||
  • କଟକ : କଟକରେ ଏନ୍‌କାଉଣ୍ଟର, ଦୁର୍ଦ୍ଦାନ୍ତ ଅପରାଧୀ ରାକେଶ ଆହତ
  • ||

ବାଲେଶ୍ବରର ବିଭିନ୍ନ କୋଚିଂ ସେଣ୍ଟରରେ ଅଗ୍ନିଶମ ବିଭାଗ ପକ୍ଷରୁ ଚଢାଉ

1/06/2019 at 4:15 PM

ବାଲେଶ୍ବର ୧|୬: ଆଜି ଅଗ୍ନିଶମ ବିଭାଗର ୧୦ଟି ଟିମ୍ ବାଲେଶ୍ବରର ୧୦ଟି କୋଚିଂ ସେଣ୍ଟର ଉପରେ ଚଢ଼।ଉ କରିଛନ୍ତି । ଅଗ୍ନିଶମ ବିଭାଗର କର୍ମଚାରୀମାନେ ସେହିସବୁ କୋଚିଂ ସେଣ୍ଟରମାନଙ୍କରେ ଅଗ୍ନି ନିରାପତ୍ତା ଉପରେ କଣ ବ୍ୟବସ୍ଥା କରାଯାଇଛି ତାହାର ତଦାରଖ କରିଥିଲେ ।

ସୁରଟରେ ଏକ କୋଚିଂ ସେଣ୍ଟରରେ  ଦୁର୍ଘଟଣା ଘଟିବା ପରେ ଓଡିଶା ସରକାର ଓଡିଶାରେ ଥିବା ବିଭିନ୍ନ କୋଚିଂ ସେଣ୍ଟର ମାନଙ୍କରେ ଅଗ୍ନି ନିରାପତ୍ତା ବ୍ୟବସ୍ଥା ତଦାରଖ କରୁଛନ୍ତି । ସେହିଭଳି ପିଲାମାନଙ୍କୁ ଅଗ୍ନି ନିରାପତ୍ତା ସଂପର୍କରେ ସଚେତନ ମଧ୍ୟ କରୁଛନ୍ତି ।

କୋଚିଂ ସେଣ୍ଟରମାନଙ୍କୁ ଅଗ୍ନି ନିରାପତ୍ତା ଉପରେ ଧ୍ୟାନ ଦେବାକୁ କୁହାଯାଇଛି । ସେମାନଙ୍କୁ ଫାୟାରସେଫ୍ଟି ସାମଗ୍ରୀ ରଖିବା ପାଇଁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି। ଯଦି ସେମାନେ ଏହାକୁ ଅଣଦେଖା କରନ୍ତି ତେବେ ସେମାନଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସହକାରୀ ଅଗ୍ନିଶମ ବିଭାଗ ଅିକାରୀ କହିଛନ୍ତି ।

   Related Posts