ori homes
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମୋଦୀ-ବାଇଡେନ ଆଲୋଚନା : ଭାରତର କରୋନା ମୁକାବିଲାକୁ ପ୍ରଶଂସା କଲେ ୟୁଏସ ରାଷ୍ଟ୍ରପତି
  • ||
  • ଦେଶରେ କମୁଛି ସଂକ୍ରମଣ, ୨୪ ଘଣ୍ଟାରେ ବାହାରିଲେ ୧୬୭୫ କରୋନା ପଜିଟିଭ୍
  • ||
  • ମଙ୍ଗଳବାରଠୁ ଗ୍ରାଁପ୍ରି-୪ : ଇଭେଣ୍ଟରେ ଭାଗନେବେ ବିଭିନ୍ନ ରାଜ୍ୟର ଖେଳାଳି
  • ||
  • ହରିଦ୍ୱାରରେ ଅସ୍ଥି ବିସର୍ଜନ କରି ଫେରୁଥିଲେ, ରାସ୍ତାରେ ଧକ୍କା ଦେଲା ଟ୍ରକ୍ : ୬ ମୃତ
  • ||
  • ଗଛରେ ପିଟିହେଲା କାର, ଚାଲିଗଲା ଗୋଟିଏ ପରିବାରର ୪ ଜୀବନ
  • ||
  • ଶିଖର ଧାଓ୍ୱନଙ୍କୁ ଦଳରେ ମିଳିଲାନି ଜାଗା : ପ୍ରଶ୍ନ ଉଠାଇଲେ ସୁରେଶ ରାଇନା
  • ||
  • ମଙ୍ଗଳବାର କ୍ୱାଡ୍ ସମ୍ମିଳନୀ : ୩ ବିଶ୍ୱନେତାଙ୍କ ସହ ଆଲୋଚନା କରିବେ ମୋଦୀ
  • ||
  • ରାଜ୍ୟରେ କମିବ ତାତି, ଭିଜାଇବ କାଳବୈଶାଖୀ ବର୍ଷା
  • ||

ତୃତୀୟ ଦିନରେ ଅଗ୍ନିଶମ କର୍ମଚାରୀଙ୍କ ଆନ୍ଦୋଳନ

26/09/2018 at 1:43 PM

ଭୁବନଶ୍ବର ୨୬|୯: ଅଗ୍ନିଶମ କର୍ମଚାରୀଙ୍କ ଆନ୍ଦୋଳନ ତୃତୀୟ ଦିନରେ ପହଞ୍ଚିଲାଣି । ଫଳରେ ନାହିଁ ନଥିବା ଅସୁବିଧା ଭୋଗୁଛନ୍ତି ସାଧାରଣ ଲୋକ । କେଉଁଠି ନିଆଁ ଲାଗିଲେ ପହଞ୍ଚୁ ନାହାନ୍ତି କି କେହି ବୁଡିଗଲେ ଉଦ୍ଧାର କରିବାକୁ ଆସୁନାହାନ୍ତି । ସେପଟେ ବେଫିକର ହୋଇ ବସିଛନ୍ତି ସରକାର । ସାରା ରାଜ୍ୟରେ ଅଗ୍ନିଶମ ବିଭାଗର ଜରୁରୀକାଳୀନ ସେବା ଠପ୍ ହୋଇଯିବାରୁ ଜନସାଧାରଣଙ୍କ ଧନ ଜୀବନ ଏକପ୍ରକାର ବିପନ୍ନ । ତେବେ ସେମାନଙ୍କର ୬ ଦଫା ଦାବି ପୂରଣ ନହେବା ପର୍ଯ୍ୟନ୍ତ ଆନ୍ଦୋଳନ ଜାରି ରହିବ ବୋଲି କହିଛନ୍ତି ଆନ୍ଦୋଳନରତ ଅଗ୍ନିଶମ କର୍ମଚାରୀ ।

   Related Posts