Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପରଲୋକରେ ଦିବଙ୍ଗତ ଅଭିନେତା ବିଜୟ ମହାନ୍ତିଙ୍କ ମାଆ
  • ||
  • ଭୁବନେଶ୍ୱରରେ ପହଞ୍ଚିଲା ପ୍ରଥମ ପର୍ଯ୍ୟାୟ କୋଭିସିଲ୍ଡ ଟିକା, ୧୮ ବର୍ଷରୁ ୪୪ ବର୍ଷ ବୟସ୍କଙ୍କୁ ଦିଆଯିବ
  • ||
  • କୁକୁର ଆକ୍ରମଣରେ ହରିଣ ଗୁରୁତର, ଉଦ୍ଧାର କଲେ ଗାଁ ଲୋକେ…
  • ||
  • କଳାହାଣ୍ଡି : ଘର ବାହାରେ ଶୋଇଥିବା ବେଳେ ମାଡିଗଲା ଟ୍ରକ୍, ସ୍ତ୍ରୀ ମୃତ, ସ୍ବାମୀ ଗୁରୁତର
  • ||
  • ସାନଖେମୁଣ୍ଡି : କୋଭିଡ୍ କଟକଣା ଉଲଂଘନ କରି ଗାଁରେ ଚାଲିଥିଲା ବାହାଘର ଭୋଜିଭାତ, ବନ୍ଦ କଲା ପ୍ରଶାସନ
  • ||
  • ଚୋରି କରୁଥିଲା ବିଦ୍ୟୁତ ଖୁଣ୍ଟ, ଗାଁ ଲୋକଙ୍କ ହାତରେ ଧରାପଡିଲା ଚୋର
  • ||
  • ରାଜ୍ୟରେ କରୋନା ନେଲା ଆଉ ୨୧ଜଣଙ୍କ ଜୀବନ, ୨୧୬୧ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
  • ||
  • ୧୧ ହଜାର ଉପରେ କରୋନା ସଂକ୍ରମଣ, ରାଜ୍ୟରେ ଗତ ୨୪ଘଣ୍ଟାରେ ବାହାରିଲେ ୧୧,୮୦୭ ପଜିଟିଭ୍
  • ||
  • କମିଲା ତାତି : ଆଜି ଏହି ସବୁ ଜିଲ୍ଲାରେ ବଜ୍ରପାତ ସହ କୁଆପଥର ବର୍ଷା ସମ୍ଭାବନା
  • ||
  • ସଂକ୍ରମଣ ରୋକିବାକୁ ରାଜ୍ୟରେ ସାପ୍ତାହିକ ସଟ୍‌ଡାଉନ୍, ଜରୁରୀ ସେବାକୁ ଛାଡ଼ିଦେଲେ ସବୁ ବନ୍ଦ
  • ||

୧୦ ଲକ୍ଷ ଟଙ୍କାର ବାଣ ଜବତ, ୪ଗିରଫ

14/11/2020 at 2:45 PM

ସାନଖେମୁଣ୍ଡି ୧୪।୧୧: ରାଜ୍ୟରେ କରୋନା ସ୍ଥିତିକୁ ଦେଖି ବାଣ ବିକ୍ରି ଓ ଫୁଟାଇବା ଉପରେ କଟକଣା ଜାରି କରିଛନ୍ତି । କିନ୍ତୁ କଟକଣା ସତ୍ତ୍ୱେ ବି ଚୋରାରେ ବାଣ କାରବାର ଜାରି ରହିଛି । ଏହାକୁ ନେଇ ଗଞ୍ଜାମ ଜିଲ୍ଲାର ବିଭିନ୍ନ ସ୍ଥାନରେ ଚଢାଉ କରିଛି ପୋଲିସ । ଏହି ଚଢାଉରେ ପ୍ରାୟ ୧୦ଲକ୍ଷ ଟଙ୍କାର ବାଣ ଜବତ ହୋଇଛି ।

ସାରା ରାଜ୍ୟରେ କୋରୋନା କଟକଣା ହେତୁ ଦୀପାବଳିରେ ବାଣ ବାଣ ଫୁଟା କୁ ପୁରା ବାରଣ କରିଛନ୍ତି ରାଜ୍ୟ ସରକାର । ତଥାପି ଗଂଜାମ ଜିଲ୍ଲାର ସମସ୍ତ ଥାନା ଅଂଚଳରେ ବେଅ।ଇନ ବାଣ ବ୍ୟବସାୟ ଚାଲିଥିଲା । ଆଜି ହିଂଜିଳି ପୋଲିସ ପକ୍ଷରୁ ବିଭିନ୍ନ ଗାଁରେ ଚଢାଉ କରାଯାଇଥିଲା । ଏହି ଚଢାଉରେ ପ୍ରାୟ ଦଶ ଲକ୍ଷରୁ ଅଧିକ ଟଙ୍କାର ବାଣ ଜବତ କରିଥିବା ବେଳେ ଚାରିଜଣ ବ୍ୟବସାୟୀଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା ପୋଲିସ ।

   Related Posts