Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପାଟଣା : ଛିଡିଲାନି ଭାଗବଣ୍ଟା, ଦୁଇ ପିସ୍ ମାଂସ ପାଇଁ ଆତ୍ମହତ୍ୟା କଲେ ଭଉଣୀ
  • ||
  • କଟକ : ରେଭେନ୍ସା ବିଶ୍ବବିଦ୍ୟାଳୟର ନୂତନ କୁଳପତି ହେଲେ ପ୍ରଫେସର ସଞ୍ଜୟ ନାୟକ
  • ||
  • ଭୁବନେଶ୍ବର : ନାବାଳିକା ଗଣଦୁଷ୍କର୍ମ ମାମଲା, ଅପ୍ରେଲ ୫ରେ ଚୂଡାନ୍ତ ଶୁଣାଣି
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୫୪ କୋଭିଡ୍ ସଂକ୍ରମିତ, ୩୩୪୦୨୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ମେ’ ରେ ହେବ କଂଗ୍ରେସର ଅଧ୍ୟକ୍ଷ ପଦ ପାଇଁ ନିର୍ବାଚନ, ସିଡବ୍ଲ୍ୟୁସି ବୈଠକ ପରେ ବଡ ଘୋଷଣା କଲା ଦଳ
  • ||
  • ହୁ ହୁ ହୋଇ ବଢୁଛି ତୈଳଦର, ମୁମ୍ବାଇରେ ୯୧ ଟଙ୍କା ଉପରେ ପେଟ୍ରୋଲ ଦାମ୍
  • ||
  • ରାଉରକେଲା : ନିଆଁ ପୁଇଁବା ହେଲା କାଳ, ଦଳିଦେଲା ଦନ୍ତା, ଚାଲିଗଲା ଜୀବନ
  • ||
  • ଝଲସିବ ଅର୍କ କ୍ଷେତ୍ର : ନୂଆ ରୂପ ପାଇବ କୋଣାର୍କ ସୂର୍ଯ୍ୟ ମନ୍ଦିର, ପର୍ଯ୍ୟଟକଙ୍କୁ ମିଳିବ ବିଶ୍ୱସ୍ତରୀୟ ସୁବିଧା
  • ||
  • ଆଜି ବସୁଛି କଂଗ୍ରେସର ସିଡବ୍ଲ୍ୟୁସି ବୈଠକ, ଅଧ୍ୟକ୍ଷ ନିର୍ବାଚନ ନେଇ ହେବ ଆଲୋଚନା !
  • ||
  • ଏଥର ନିଜ ସ୍କୁଲରେ ଛାତ୍ରଛାତ୍ରୀ ଦେବେ ମାଟ୍ରିକ ପରୀକ୍ଷା, ୨ ଘଣ୍ଟାରେ ଲେଖିବାକୁ ପଡିବ ଉତ୍ତର
  • ||

ଜମ୍ମୁ-କାଶ୍ମୀରରେ ସୁରକ୍ଷାକାର୍ମୀ ଏବଂ ଆତଙ୍କୀଙ୍କ ମଧ୍ୟରେ ଗୁଳି ବିନିମୟ ; ୪ ଆତଙ୍କୀ ନିହତ

22/06/2018 at 9:39 AM

ଜମ୍ମୁ-କାଶ୍ମୀର ଅନନ୍ତନାଗ ଜିଲ୍ଳାର ଶ୍ରୀଗୁଫଓ୍ବାଡ଼ାରେ ସୁରକ୍ଷାକାର୍ମୀ ଏବଂ ଆତଙ୍କୀଙ୍କ ମଧ୍ୟରେ ଗୁଳି ବିନିମୟ ଜାରି ରହିଛି । ଶ୍ରୀଗୁଫଓ୍ବାଡ଼ାରେ ୪ ରୁ ୫ ଜଣ ଆତଙ୍କବାଦୀଙ୍କୁ ଘେରି ରହିଛନ୍ତି ସୁରକ୍ଷାକର୍ମୀ । ଏମାନେ ଆଇଏସ୍ଆଇ ଆତଙ୍କବାଦୀ ସଂଗଠନର ବୋଲି ଜଣାପଡିଛି । ସକାଳେ ଏହି ସ୍ଥାନରେ ଆତଙ୍କାବଦୀ ଛପି ରହିଥିବା ସୂଚନା ମିଳିବା ପରେ ସେନା ଓ ସ୍ଥାନୀୟ ପୋଲିସ ପୂରା ଅଞ୍ଚଳକୁ ଘେରା ବନ୍ଦୀ କରିଦେଇଛି । ଦୁଇ ପକ୍ଷରୁ ଗୁଳି ବିନିମୟ ଜାରି ରହିଛି । ପୁଲଓ୍ବାମାରେ ମଧ୍ୟ ସେନାର ସର୍ଚ ଅପରେସନ ଜାରି ରହିଛି । ପୁଲଓ୍ବାମାର କାଚୀପୋରାରେ ଆତଙ୍କ ଲୁଚି ରହିଥିବା ସୂଚନା ମିଳିବା ପରେ ସେନା ପକ୍ଷରୁ ସେଠାରେ ସର୍ଚ୍ଚ ଅପରେସନକୁ ଜୋରଦାର କରାଯାଇଛି । ଦୁଇ ଦିନ ତଳେ ପୁଲଓ୍ବାମାରେ ସେନ ଜୈସ-ଏ-ମହମ୍ମଦ ଆତଙ୍କୀ ସଂଗଠନର ତିନି ଜଣଙ୍କ ଆତଙ୍କୀଙ୍କୁ ନିପାତ କରିଥିଲା ।

   Related Posts