Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଅଭିଯୁକ୍ତକୁ ଉଠାଇ ଆଣିବାରୁ ଥାନା ପରିସରରେ ତୁମୁଳକାଣ୍ଡ, ଗ୍ରାମବାସୀ ଓ ପୋଲିସ ମାରପିଟ
  • ||
  • ବିପୁଳ ପରିମାଣର ବିଦେଶୀ ମଦ ଜବତ, ଜଣେ ଗିରଫ
  • ||
  • ଭୁଶୁଡିଯିବ ଘାଘରା ପୋଲ ! ବିପଦରେ ଶହଶହ ଯାତ୍ରୀଙ୍କ ଜୀବନ
  • ||
  • ରାଜ୍ୟରେ ଆଉ ୬ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୨୦କୁ ବୃଦ୍ଧି
  • ||
  • ରାଜ୍ୟରେ ଖସୁଛି ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୮୫୨୦ କୋଭିଡ୍ ପଜିଟିଭ୍, ୧୨୦୪୬୬୦ରେ ପହଞ୍ଚିଲା ସଂଖ୍ୟା
  • ||
  • ରାଜଧାନୀରେ କରୋନା ବେଲଗାମ୍ : ଆଉ ୧୩ ଅଞ୍ଚଳ ମାଇକ୍ରୋ କଣ୍ଟେନମେଣ୍ଟ୍ ଜୋନ୍
  • ||
  • ଚର୍ଚ୍ଚାରେ ବଡପୋଖରୀଆ ପଞ୍ଚାୟତ : ପ୍ରତିଦ୍ୱନ୍ଦ୍ୱିତା ହେଲାନି, ନିର୍ଦ୍ୱନ୍ଦ୍ୱରେ ଚୟନ ହେଲେ ସରପଞ୍ଚ ଏବଂ ଓ୍ୱାର୍ଡ ମେମ୍ବର
  • ||
  • ରବିବାରଠୁ ବଢିବ ବର୍ଷା, ଏହି ସବୁ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ
  • ||
  • ପରିବା ମାର୍କେଟରେ ଅଗ୍ନିକାଣ୍ଡ, ଜଳିଗଲା ସବୁ ଦୋକାନ
  • ||

ବ୍ୟାଙ୍କ ଅଫ୍‌ ଇଣ୍ଡିଆ ଶାଖାରେ ଗୁଳି – ଗ୍ରାହକ ଗୁରୁତର

29/11/2019 at 4:14 PM

ପୁରୀ ୨୯।୧୧- ପୁରୀରେ ଥିବା ବ୍ୟାଙ୍କ ଅଫ୍‌ ଇଣ୍ଡିଆର ଶାଖାରେ ଗୁଳି କାଣ୍ଡ । ସୁରକ୍ଷା କର୍ମୀଙ୍କ ଅସାବଧାନତାରୁ ଗୁଳି ଫୁଟିଥିବା ପ୍ରାଥମିକ ସୂଚନା ମିଳିଛି । ଏଥିରେ ମୁନାଲ୍‌ ଖାନ୍‌ ନାମକ ଗ୍ରାହକ ଆହତ ହୋଇଛନ୍ତି ।


ମୁନାଲ୍‌ଙ୍କ ଡାହାଣ ଗୋଡରେ ଗୁଳି ବାଜିଛି । ତାଙ୍କୁ ଗୁରୁତର ଅବସ୍ଥାରେ ପୁରୀ ଡାକ୍ତରଖାନାରେ ଚିକିତ୍ସାପାଇଁ ଭର୍ତ୍ତି କରାଯାଇଛି । ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

   Related Posts