Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କେନ୍ଦ୍ରକୁ ଓଡ଼ିଶା ମାଗିଲା ଅଗଷ୍ଟ ବର୍ଷା-ବନ୍ୟାର ସହାୟତା, ଦାବି କଲା ୧୫୬୯.୫୦ କୋଟି ଟଙ୍କା
  • ||
  • ରାଜ୍ୟରେ ଆଉ ୧୬ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ୧୬୩୩ କରୋନା ସଂକ୍ରମିତ ଚିହ୍ନଟ
  • ||
  • ଟ୍ରକକୁ ପଛ ପଟୁ ପିଟିଲା ଟ୍ରଲର, ୨ ମୃତ
  • ||
  • ଡ଼କାୟତି ଯୋଜନା ପଣ୍ଡ, ବାଇପାସ କଡ଼ରୁ ୬ ଡକାୟତ ଗିରଫ
  • ||

ବିଜେପୁରରେ ଫୁଟିଲା ଗୁଳି ; ୩ ଅଟକ, ବନ୍ଧୁକ ଓ ଗୁଳି ଜବତ

7/06/2019 at 1:18 PM

ବିଜେପୁର ୭|୬: ବରଗଡ ଜିଲ୍ଲା ବିଜେପୁର ଲାଉମୁଣ୍ଡା ଗାଁରେ ପୁଣି ଗୁଳିକାଣ୍ଡ ହୋଇଛି । ଗୁଳିମାଡ ପରେ ୩ଜଣଙ୍କୁ ଅଟକରଖି ପୋଲିସର ଜିମା ଦେଇଛନ୍ତି ଗ୍ରାମବାସୀ । ଘଟଣାସ୍ଥଳରୁ ବନ୍ଧୁକ ଓ ଗୁଳି ଜବତ ହୋଇଛି ।

ଗୁଳିକାଣ୍ଡ ପରେ ଗାଁରେ ଉତ୍ତେଜନା ପରିସ୍ଥିତି ଲାଗି ରହିଛି । ଖବର ପାଇ ଘଟଣାସ୍ଥଳରେ ପୋଲିସ ପହଞ୍ଚିଥିବା ବେଳେ ପୋଲିସକୁ ଘେରିଥିଲେ ଗ୍ରାମବାସୀ । ତେବେ ଗୁଳିମାଡର ପ୍ରକୃତ କାରଣ ସ୍ପଷ୍ଟ ଜଣାପଡିନାହିଁ ।

   Related Posts