Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଗଣତନ୍ତ୍ର ଦିବସ ପୂର୍ବରୁ ଦିଲ୍ଲୀ ପୋଲିସକୁ ବଡ ଧରଣର ସଫଳତା, ଅବୈଧ ଅସ୍ତ୍ରଶସ୍ତ୍ର ସହ ୨ଜଣ ଗିରଫ
  • ||
  • ଗଣତନ୍ତ୍ର ଦିବସରେ ୩୮୪ଜଣଙ୍କୁ ମିଳିବ ବୀରତା ପୁରସ୍କାର, ଘୋଷଣା କଲେ ରାଷ୍ଟ୍ରପତି
  • ||
  • ୟୁପି ନିର୍ବାଚନ ପୂର୍ବରୁ କଂଗ୍ରେସକୁ ଝଟକା : ଇସ୍ତଫା ଦେଲେ ଆରପିଏନ୍ ସିଂହ, ବିଜେପିରେ ହେବେ ସାମିଲ୍
  • ||
  • ଫୁଟବଲ ମ୍ୟାଚ୍ ଦେଖିବା ପାଇଁ ଦଳାଚକଟା : ୬ ମୃତ, ୫୦ରୁ ଅଧିକ ଗୁରୁତର
  • ||
  • ବଲାଙ୍ଗୀର : ଭିଜିଲାନ୍ସ ଜାଲରେ ଆଗଲପୁର ବ୍ଲକ୍ ସେକ୍ସନ୍ ଅଫିସର୍, ଏକକାଳୀନ ୩ଟି ସ୍ଥାନରେ ଚଢାଉ
  • ||
  • ନିର୍ବାଚନ ପ୍ରଚାର ବେଳେ ଉତ୍ତେଜନା : କୋଭିଡ୍ କଟକଣା ଭାଙ୍ଗି କରୁଥିଲେ ସଭା, ୨ ଗୋଷ୍ଠୀ ମୁହାଁମୁହିଁ
  • ||
  • ରାଜ୍ୟରେ ଆଉ ୭ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୩୨କୁ ବୃଦ୍ଧି
  • ||
  • ରାଜ୍ୟରେ ଖସିଲା ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୫୮୯୧ କୋଭିଡ୍ ପଜିଟିଭ୍, ୧୨୧୭୮୪୨ରେ ପହଞ୍ଚିଲା ସଂଖ୍ୟା
  • ||
  • ମଙ୍ଗଳବାରଠୁ ଓଡିଶା ଓପନ୍ ବ୍ୟାଡମିଣ୍ଟନ୍, ଭାଗନେବେ ୧୭ ଦେଶର ୩୫୦ ପ୍ରତିଯୋଗୀ
  • ||
  • ସମାଧାନ ପାଇଁ ଯାଇଥିଲେ ମହିଳା ଏସଆଇ, ୨ ଘଣ୍ଟା ଅଟକ ରଖିଲେ ଗ୍ରାମବାସୀ
  • ||

ଘରୋଇ କଳିକୁ ନେଇ ଗୁଳିକାଣ୍ଡ ଓ ବୋମା ମାଡ -ଦୁଇ ଭାଇ ପରସ୍ପରକୁ କଲେ ଆକ୍ରମଣ

28/09/2019 at 10:59 PM

ଢେଙ୍କାନାଳ – ଘରୋଇ କଳିକୁ ନେଇ ଗୁଳି କାଣ୍ଡ ଓ ବୋମାମାଡ । ଦୁଇଭାଇ ପରସ୍ପରକୁ ବୋମା ମାଡ ଓ ଗୁଳି ମାଡ କରିଛନ୍ତି । ଢେଙ୍କାନାଳ ବେଲାଟିକିରିରେ ଏହି ଘଟଣା ଘଟିଛି । ବଡଭାଇର ଗୁଳି ମାଡରେ ସାନଭାଇ ଗୁରୁତର ହୋଇଥିବାବେଳେ ସାନ ଭାଇର ବୋମା ମାଡରେ ବଡ ଭାଇ ଆହତ ହୋଇଛି ।
ପୁଲିସ ଘଟଣାସ୍ଥଳରେ ପହଞ୍ଚି ଏହାର ତଦନ୍ତ ଆରମ୍ଭ କରିଛି।

   Related Posts