Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସାଧାରଣ ଜନତାଙ୍କ ପାଇଁ ବଢ଼ିଲା ଚିନ୍ତା : ପିଆଜ କିଲୋ ୧୦୦ ଟଙ୍କା !
  • ||
  • ରାସ୍ତା ଝାଡୁମାରି ପ୍ରଶଂସା ସାଉଁଟିଥିବା ଟ୍ରାଫିକ୍ କନେଷ୍ଟବଳ ଲଳିତ ମୋହନ ରାଉତ ସମ୍ମାନୀତ
  • ||
  • ଲେମ୍ବୁ ପାଣିରେ ସନ୍ଧବ ଲୁଣ ମିଶାଇ ସେବନ କଲେ ନିୟନ୍ତ୍ରଣ ହୋଇଥାଏ ଓଜନ
  • ||
  • ଆକର୍ଷଣୀୟ ଚାକିରୀ: ବିସ୍କୁଟ୍ ଚାଖିବାକୁ ମିଳିବ ୪୦ ଲକ୍ଷ ଟଙ୍କା ଦରମା
  • ||
  • ଭକ୍ତଙ୍କ ପାଇଁ ଖୁସି ଖବର, ପୁରୀ ଶ୍ରୀମନ୍ଦିରରେ ମିଳିବ ମହାପ୍ରସାଦ ମିଳିବ
  • ||
  • ପୂଜା ପାଇଁ କଟକ ସହରରେ ମୁତୟନ ହେବେ ୩୦ପ୍ଲାଟୁନ ପୋଲିସ ଫୋର୍ସ
  • ||
  • ସମ୍ବଲପୁର ପଡିଆବାହଲରେ ଟ୍ରକ୍ ଚାପାରେ ମା’ ଓ ଶିଶୁପୁତ୍ରର ମୃତ୍ୟୁ
  • ||
  • ଅପରାହ୍ନ ୪ଟାରେ ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ
  • ||
  • ସଞ୍ଜୁ ବାବାଙ୍କ ସ୍ୱାସ୍ଥ୍ୟକୁ ନେଇ ସାମ୍ନାକୁ ଆସିଲା ବଡ ଖବର
  • ||
  • ବ୍ରହ୍ମୋସ୍ ମିସାଇଲ୍ ପରୀକ୍ଷଣରେ ଭିଡିଓ ଜାରି କଲା ଭାରତୀୟ ନୌସେନା
  • ||

ମହାନଦୀରେ ପ୍ରଥମ ବନ୍ୟାଜଳ, ନଦୀକୂଳିଆବାସୀ ଭୟଭୀତ

14/08/2019 at 8:38 AM

ବାଙ୍କୀ ୧୪|୮: ମହାନଦୀରେ ପ୍ରଥମ ବନ୍ୟାଜଳ । ନଦୀକୂଳିଆବାସୀ ଭୟଭୀତ । ହୁଳୁହୁଳା ପୋଲ ଉପରେ ୩ ଫୁଟର ବନ୍ୟା ଜଳ ପ୍ରବାହିତ । ରତାଗଡା-ସୁବର୍ଣ୍ଣପୁର ମଧ୍ୟରେ ଯାତାୟତ ବାଧାପ୍ରାପ୍ତ ହୋଇଛି ।

ବାଙ୍କୀର ୪ଟି ପଞ୍ଚାୟତର ଲୋକଙ୍କ ସହ ସ୍କୁଲ, କଲେଜ, ଅଫିସ୍ କାମରେ ଯାତୟତ ଠପ୍ ହୋଇପଡିଛି । ପ୍ରଶାସନ ପକ୍ଷରୁ କୌଣସି ବ୍ୟବସ୍ଥା କରାଯାଇନଥିବା ଅଭିଯୋଗ କରିଛନ୍ତି ସ୍ଥାନୀୟ ବାସିନ୍ଦା । ତୁରନ୍ତ ଆବଶ୍ୟକୀୟ ପଦକ୍ଷେପ ନେବାକୁ ସାଧାରଣରେ ଦାବି ହୋଇଛି ।

   Related Posts