Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କମୁଛି କରୋନା ପ୍ରଭାବ: ୨୪ ଘଣ୍ଟାରେ ସୁସ୍ଥ ହୋଇ ଘରକୁ ଫେରିଲେ ୬୪୮ ସଂକ୍ରମିତ
  • ||
  • ଲଭ୍‌ ଜିହାଦ ଉପରେ ଅଧ୍ୟାଦେଶ ପାରିତ କଲା ୟୁପି କ୍ୟାବିନେଟ୍‌, ଧୋକା-ଧମକ ଦେଇ ଧର୍ମ ପରିବର୍ତ୍ତନ କରାଇଲେ ୧୦ ବର୍ଷ ଜେଲ୍‌
  • ||
  • ଅତ୍ୟଧିକ କାମର ବୋଝ ସହିନପାରି ଆଖି ବୁଜିଲେ ବାପା: ଉପର ଅଧିକାରୀଙ୍କ ବିରୋଧରେ ସଂଗୀନ ଅଭିଯୋଗ ଆଣିଲେ ଝିଅ, କହିଲେ…
  • ||
  • Snack Video ସମେତ ପୁଣି ୪୩ଟି ମୋବାଇଲ୍‌ ଆପ୍‌ ବ୍ୟାନ୍‌ କଲେ ଭାରତ ସରକାର
  • ||
  • ୨ ବାରହା ଶିକାରୀ ଗରିଫ: ମାଂସ ଭାଗବଣ୍ଟା ବେଳେ ମାଡି ବସିଲେ ବନ ବିଭାଗର କର୍ମଚାରୀ
  • ||
  • କରୋନାରେ ଜୀବନ ହାରିଥିବା ଠିକାଦାରଙ୍କୁ ଆର୍ଥିକ ସହାୟତା ଦେଲା ଠିକାଦାର ସଂଘ
  • ||
  • ୧୦ ଡଲାରରୁ କମ୍‌ ମୂଲ୍ୟରେ ମିଳିବ ଋଷ କରୋନା ଭ୍ୟାକ୍‌ସିନ Sputnik V, ଜାନୁଆରୀରୁ ଆରମ୍ଭ ହେବ ଡେଲିଭରି
  • ||
  • ହାଇଓ୍ବା ଧକ୍କାରେ ଜଣେ ଶିଶୁଙ୍କ ସମେତ ୬ ଜଣଙ୍କ ମୃତ୍ୟୁ: ଚାଲି ଚାଲି ଯିବା ବେଳେ ପଛରୁ ମାଡିଗଲା
  • ||
  • ଭୁବନେଶ୍ୱର : ପୁରୀ ହାଜତ ମୃତ୍ୟୁ ଘଟଣାର ବିଚାର ବିଭାଗୀୟ ତଦନ୍ତ ନିର୍ଦ୍ଦେଶ
  • ||
  • ଯୋଜନାବଦ୍ଧ ଲୁଟ୍ : ସାଙ୍ଗଙ୍କୁ ଲଗାଇ ଡକାୟତି କରାଇଥିଲା IIFL କର୍ମଚାରୀ ଲାଲା ଅମ୍ରିତ ରାୟ
  • ||

ଆସନ୍ତାକାଲି ଖୋଲିବ ହୀରାକୁଦ ଗେଟ୍, ଛଡାଯିବ ଚଳିତ ବର୍ଷର ପ୍ରଥମ ବନ୍ୟାଜଳ

24/06/2020 at 12:52 PM

ସମ୍ବଲପୁର ୨୪।୬: ଆସନ୍ତାକାଲି ଖୋଲିବ ହୀରାକୁଦ ଗେଟ୍ । ଛଡାଯିବ ଚଳିତ ବର୍ଷର ପ୍ରଥମ ବନ୍ୟାଜଳ । ଆସନ୍ତାକାଲି ଦିନ ୧୦ଟାରେ ପୂର୍ଜାଚ୍ଚନା ପରେ ଗେଟ୍ ଖୋଲାଯିବ ବୋଲି ସୂଚନା ମିଳିଛି । ଏନେଇ ଡ୍ୟାମ୍ କର୍ତ୍ତୃପକ୍ଷ ତଳମୁଣ୍ଡର ୯ଟି ଜିଲ୍ଲାକୁ ସତର୍କ ସୂଚନା ଜାରି କରିଛନ୍ତି । ତଳମୁଣ୍ଡରେ ଥିବା ଜିଲ୍ଲାଗୁଡିକରେ ମହାନଦୀ ଭିତରକୁ ମତ୍ସ୍ୟଜୀବୀମାନଙ୍କୁ ଯିବା ପାଇଁ ବାରଣ କରାଯାଇଛି ।

ସେପଟେ ମାଇକ୍ ଯୋଗେ ଲୋକଙ୍କୁ ସତର୍କ କରାଯାଉଛି । ଆଜିର ରିପୋର୍ଟ ଅନୁସାରେ ହୀରାକୁଦ ଜଳଭଣ୍ଡାରର ଜଳସ୍ତର ରହିଛି ୬୧୬ ଫୁଟ୍ । ଉପର ମୁଣ୍ଡର ପ୍ରବଳ ବର୍ଷା ଓ ଡ୍ୟାମକୁ ଜଳ ପ୍ରବେଶ ପାଇଁ ଚଳିତ ଥର ଗତବର୍ଷ ଅପେକ୍ଷା ଶୀଘ୍ର ଗେଟ୍ ଖୋଲାଯିବ ।

   Related Posts