Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପରାଜୟ ଧାରା ଭାଙ୍ଗିଲା ଚେନ୍ନାଇ, ୬ ଓ୍ୱିକେଟରେ ହାରିଲା କୋଲକାତା ନାଇଟ ରାଇଡର୍ସ
  • ||
  • ସରକାରଙ୍କ ବଡ ନିଷ୍ପତ୍ତି, ନବମରୁ ଦ୍ଵାଦଶ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ ଫି ୪୦ ପ୍ରତିଶତ କମିଲା, ଅଭିଭାବକଙ୍କୁ ମିଳିଲା ବଡ ଆଶ୍ଵସ୍ତି
  • ||
  • ଅଲମ୍ପିକ ପ୍ରସ୍ତୁତି ପାଇଁ ଗଠିତ ସଂସଦୀୟ କମିଟିର ପ୍ରଥମ ବୈଠକ ଅନୁଷ୍ଠିତ, କମିଟିର ସଦସ୍ୟ ରହିଛନ୍ତି ସାଂସଦ ଅନୁଭବ ମହାନ୍ତି ଓ ସସ୍ମିତ ପାତ୍ର
  • ||
  • ମଦ ଦୋକାନ ନ ଖୋଲିବା ପାଇଁ ଜିଲ୍ଲାପାଳଙ୍କୁ ଦାବିପତ୍ର
  • ||
  • ବାଲେଶ୍ବର ଉପ ନିର୍ବାଚନରେ ମୁଖ୍ୟମନ୍ତ୍ରୀଙ୍କ ଡିଜିଟାଲ ପ୍ରଚାର: କହିଲେ, ‘ମୁଁ ସବୁବେଳେ ଆପଣଙ୍କ ସାଥିରେ ଅଛି’
  • ||
  • ମଙ୍ଗ ସମ୍ଭାଳିଲେ ନୀତିଶ ରାଣା, ଚେନ୍ନାଇକୁ ୧୭୩ ରନର ବିଜୟ ଲକ୍ଷ୍ୟ ଦେଲା କୋଲକାତା ନାଇଟ୍ ରାଇଡର୍ସ
  • ||
  • ରାଜ୍ୟରେ ଆଉ ୧୩ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ୧୬୧୭ କରୋନା ସଂକ୍ରମିତ ଚିହ୍ନଟ
  • ||
  • ରାଉରକେଲା : ଡ୍ରାଇଭରଙ୍କ ନାଁରେ ୨୮ କୋଟି ଟଙ୍କାର GST ଠକେଇ ଅଭିଯୋଗ
  • ||
  • ଗଞ୍ଜାମ : ବୋମା ଭିଡୁଥିବା ବେଳେ ବିସ୍ଫୋରଣ, ଜଣେ ମୃତ, ଦୁଇ ଗୁରୁତର
  • ||

ରାଜଧାନୀରେ ଉଦ୍‌ଘାଟିତ ହେଲା ରାଜ୍ୟର ପ୍ରଥମ ଭିଜିଲାନ୍ସ ଏକାଡେମୀ

28/11/2018 at 1:43 PM

ଭୁବନେଶ୍ବର ୨୮|୧୧: ରାଜ୍ୟର ପ୍ରଥମ ଭିଜିଲାନ୍ସ ଏକାଡେମୀ ଉଦଘାଟିତ ହୋଇଛି । ଉଦଘାଟନ କରିଛନ୍ତି ମୁଖ୍ୟ ଶାସନ ସଚିବ ଆଦିତ୍ୟ ପ୍ରସାଦ ପାଢୀ ଓ ପୋଲିସ ଡିଜି ଆର୍.ପି. ଶର୍ମା । ସୂର୍ଯ୍ୟନଗରସ୍ଥିତ ଭିଜିଲାନ୍ସ କାର୍ଯ୍ୟାଳୟ ନିକଟରେ ଉଦଘାଟିତ ହୋଇଛି ଏହି ଏକାଡେମୀ । ସିବିଆଇର ଏକାଡେମୀ ପରେ ଏହା ରାଜ୍ୟର ପ୍ରଥମ ଭିଜିଲାନ୍ସର ଏକାଡେମୀ ଉଦଘାଟିତ ହୋଇଛି । ଏହି ଏକାଡେମୀରେ ସମସ୍ତ ଭିଜିଲାନ୍ସ କର୍ମଚାରୀ ନୂତନ ଜ୍ଞାନ କୌଶଳରେ ପ୍ରଶିକ୍ଷଣ ନେବେ । ପ୍ରଶିକ୍ଷଣ ନେବା ପାଇଁ ଏଠାରେ ୬୦ଟି ସିଟ୍ ରହିଛି ।

   Related Posts