Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସରିଲାନି ଆର୍ଯ୍ୟନ ଖାନ୍‌ଙ୍କ ଜାମିନ୍‌ ଆବେଦନର ଶୁଣାଣି, ଆସନ୍ତାକାଲିକୁ ସ୍ଥଗିତ ରଖିଲେ କୋର୍ଟ
  • ||
  • ଭାରତୀୟ ଶିକ୍ଷୟିତ୍ରୀଙ୍କ ପାକିସ୍ତାନ ପ୍ରେମ, ଷ୍ଟାଟସ୍ ଦେଲେ ‘ଆମେ ମ୍ୟାଚ୍ ଜିତିଗଲୁ’
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍ : କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୩୩ କୋଭିଡ୍ ପଜିଟିଭ୍
  • ||
  • ନୂଆଦିଲ୍ଲୀ ସୀମାପୁରୀରେ ଅଭାବନୀୟ ଘଟଣା : ଘରେ ଲାଗିଲା ନିଆଁ, ୪ ମୃତ
  • ||
  • ଏବର୍ଷ ରାଜ୍ୟରେ ହାଡଭଙ୍ଗା ଶୀତ, ଅଧିକ ଦିନ ଥରାଇବ
  • ||
  • ସିଆରପିଏଫ କ୍ୟାମ୍ପରେ ରାତି ବିତାଇଲେ ଶାହ, ଯବାନଙ୍କ ସହ କଲେ ରାତ୍ରି ଭୋଜନ
  • ||
  • ମମିତା ମେହେର ହତ୍ୟା ମାମଲା : ବିଜେପି ପକ୍ଷରୁ ୧୨ ଘଣ୍ଟିଆ ସମ୍ବଲପୁର ବନ୍ଦ, ସେପଟେ ଡିଜିପି ଅଫିସ ଘେରାଉ କରିବ କଂଗ୍ରେସ
  • ||

ମାଛ ଟ୍ରକ୍ ସହ ପିକ୍‌ଅପ୍ ଭ୍ୟାନ୍ ଧକ୍କା, ଲୋକେ ବୋହିନେଲେ ପେଟି ପେଟି ମାଛ

6/02/2020 at 11:47 AM

ସୋର ୬।୨: ବାଲେଶ୍ବର ଜିଲ୍ଲା ୧୬ନଂ ଜାତୀୟ ରାଜପଥ ତଳନଗର ନିକଟରେ ଦୁର୍ଘଟଣା । ଏକ ମାଛ ବୋଝେଇ ଟ୍ରକକୁ ପିଟିଲା ଲଙ୍କା ବୋଝେଇ ପିକଅପ ଭ୍ୟାନ୍ । ଦୁର୍ଘଟଣାରେ ପିକଅପ ଭ୍ୟାନ୍ ଡ୍ରାଇଭର ଗୁରୁତର ହୋଇଛନ୍ତି । ତାଙ୍କୁ ଗୁରୁତର ଅବସ୍ଥାରେ ସୋର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ମାଛ ଟ୍ରକଟି ଆନ୍ଧ୍ରରୁ କୋଲକତା ଅଭିମୁଖେ ଯାଉଥିବା ବେଳେ ଦୁର୍ଘଟଣା ଘଟିଛି ।

ତେବେ ଦୁର୍ଘଟଣାଗ୍ରସ୍ତ ମାଛ ବୋଝେଇ ଟ୍ରକରୁ ସ୍ଥାନୀୟ ଲୋକ ମାଛ ବୋହିନେଉଥିବା ଦେଖିବାକୁ ମିଳିଥିଲା । ପ୍ରାୟ ୨୦ ପେଟି ମାଛ ବୋହି ନେଇଥିବା ଜଣାପଡିଛି । ଏଥିପାଇଁ ଦୀର୍ଘ ସମୟ ଧରି ରାସ୍ତା ଜାମ୍ ଲାଗିରହିଥିଲା । ଘଟଣାସ୍ଥଳରେ ସୋର ପୋଲିସ ପହଞ୍ଚି ଦୁଇଟି ଗାଡିକୁ ଜବତ କରିବା ସହିତ ତଦନ୍ତ ଆରମ୍ଭ କରିଛି ।

   Related Posts