ବାଲେଶ୍ବରରେ ମତ୍ସ୍ୟ ବ୍ୟବସାୟୀଙ୍କୁ ସଂଘବଦ୍ଧଭାବେ ଆକ୍ରମଣ

Published By : Prameya-News7 Bureau | November 27, 2018 IST

ବାଲେଶ୍ବର ୨୭|୧୧: ବାଲେଶ୍ବର ଜିଲ୍ଲା ବାଲିଆପାଳ ବ୍ଲକ୍ ଚୌମୁଖ ପଞ୍ଚାୟତ କଙ୍କଡାପାଳ ଗାଁରେ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ଗଂଗା ମାତା ମତ୍ସ୍ୟ ବ୍ୟବସାୟୀଙ୍କୁ ସଂଘବଦ୍ଧଭାବେ ଆକ୍ରମଣ କରିଛନ୍ତି ଦୁର୍ବୃତ୍ତ । ଭଂଗାରୁଜା କରିବା ସହିତ ପାଞ୍ଚ ଟନ୍ ମାଛ ନଷ୍ଟ କଲେ । ଲକ୍ଷାଧିକ ଟଙ୍କା ଦୁର୍ବୃତ୍ତ ଲୁଟି ନେଇଥିବା ଅଭିଯୋଗ ହୋଇଛି । ଘଟଣାରେ ପାଞ୍ଚ ଜଣ ଆହତ ହୋଇଥିବା ବେଳେ ଜଣଙ୍କ ଅବସ୍ଥା ଗୁରୁତର ଅଛି । ବାଲିଆପାଳ ଥାନାରେ ମାମଲା ରୁଜୁ ହୋଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.