Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଳାହାଣ୍ଡି : ମମିତା ମେହେର ହତ୍ୟା ଘଟଣା : ମହାଲିଙ୍ଗ୍ ଷ୍ଟାଡିୟମ୍‌ରେ ଅନୁଧ୍ୟାନ କଲେ ମହିଳା କମିଶନ ଅଧ୍ୟକ୍ଷା
  • ||
  • ଭୁବନେଶ୍ବର : ପୁରୀ ନୀଳାଚଳ ହୋଟେଲ ବିକ୍ରି ପାଇଁ ଚାଲିଥିଲା ଯୋଜନା, ୫୦ଲକ୍ଷ ଟଙ୍କା ହେରଫେର ଅଭିଯୋଗରେ ଜଣେ ଗିରଫ
  • ||
  • ଭୁବନେଶ୍ବର : ଶସ୍ତା ରାଜନୀତି କରୁଛି ବିଜେପି, ମମିତା ମେହେର ପ୍ରସଙ୍ଗକୁ ରାଜନୀତିର ରୂପ ଦିଆଯାଉଛି : ବିଜେଡି
  • ||
  • ଭଦ୍ରକ : ଏକତରଫା ପ୍ରେମ : ନାବାଳିକା ଯାଉଥିବା ବାଇକ୍‌କୁ ଗୋଇଠା ମାରି ଗଡାଇଦେଲେ ଯୁବକ, ଏସ୍‌ପିଙ୍କ ଦ୍ବାରସ୍ଥ ହେଲେ ମା’
  • ||
  • ବାରଙ୍ଗ : ନନ୍ଦନକାନନରେ ବିରଳ ହିମାଳୟ ଅଣ୍ଡିରା ଭାଲୁ ‘ମୋତି’ର ମୃତ୍ୟୁ, ୫କୁ ଖସିଲା ସଂଖ୍ୟା
  • ||
  • ଫୁଲବାଣୀ : କନ୍ଧମାଳକୁ ଛୁଇଁଲା ପହିଲି ଶୀତ, କୁହୁଡି ଚାଦରରେ ଢାଙ୍କି ହେଲାଣି ସହର
  • ||
  • କେନ୍ଦୁଝର : ଶିଶୁ କନ୍ୟାର ଉଲଗ୍ନ ମୃତଦେହ ଉଦ୍ଧାର, ବୁଧବାରଠୁ ଝୁମର ନାଚ ଦେଖିବାକୁ ଯାଇ ନିଖୋଜ ଥିଲେ
  • ||
  • ପାକିସ୍ତାନ ବିପକ୍ଷରେ ଭାରତ ଫେଭରେଟ୍, ବିଜୟ ସମ୍ଭାବନା ଅଧିକ : ଅନୁମାନ ଲଗାଇଲେ ମହମ୍ମଦ ଅମିର
  • ||
  • କଣ୍ଟାବାଞ୍ଜି : ଝରଣୀ ଗାଁରେ ମମିତା ମେହେରଙ୍କ ପରିବାରକୁ ଭେଟିଲେ ରାଜ୍ୟ ମହିଳା ଆୟୋଗ ଅଧ୍ୟକ୍ଷାଙ୍କ ସହ ୪ଜଣିଆ ଟିମ୍
  • ||
  • ପନିପରିବା ଖାଇଦେଉଛନ୍ତି ବାର୍‌ହା, ଚିନ୍ତାରେ ଚାଷୀ
  • ||

୫ ଜଣ ନକଲି ମଦ ବେପାରୀଙ୍କୁ ଗିରଫ କଲା ଅବକାରୀ ବିଭାଗ: ଦେଶୀ ମଦ ସହ ୪ ଗୋଟି ବାଇକ୍ ଜବତ

11/06/2020 at 4:41 PM

ଟାଙ୍ଗୀ୧୧/୬: ବାରମ୍ବାର ଅବକାରୀ ବିଭାଗ ଏବଂ ପୋଲିସ ଦ୍ୱାରା ନକଲି ଏବଂ ଚୋରା ମଦ ବ୍ୟବସାୟୀଙ୍କ ଉପରେ ଚଢ଼ାଉ ଜାରି ରହିଥିଲେ ମଧ୍ୟ କେତେ ଜଣ ଅମାନିଆ ଅଛନ୍ତି ଯାହାଙ୍କୁ କିଛି ବି ଫରକ ପଡୁନି ଏବଂ ସରକାରୀ ନିୟମ ଓ କଟକଣାକୁ ଫୁ କରି ଉଡାଇ ଦେଉଛନ୍ତି। କିନ୍ତୁ ଗତ କିଛିଦିନ ହେଲା ବାଣପୁରରେ ଅବକାରୀ ବିଭାଗ କଡ଼ା ପାଟ୍ରୋଲିଂ କରୁଛି l ଶହ ଶହ ଲିଟର ଦେଶୀ ମଦ ସହ ୫ ଜଣ ମଦ ବେପାରୀ ଧରା ପଡ଼ିଛନ୍ତି । ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନା ଅନ୍ତର୍ଗତ  ସାନ ସିରେଇପୁର ଫରେଷ୍ଟ ବିଟ୍ ହାଉସ ପାଖରେ ହୋଇଛି l ଦେଶୀ ମଦ ସହ ୪ ଗୋଟି ବାଇକକୁ ଜବତ କରିବା ସହ ୫ ଜଣ ମଦ ବେପାରୀଙ୍କୁ  ଗିରଫ କରିବାରେ ସଫଳ ହୋଇଛି ଅବକାରୀ ବିଭାଗ ।

   Related Posts