Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଫୁଟବଲର ଡିଏଗୋ ମାରାଡୋନାଙ୍କ ପରଲୋକ, ୩ ଦିନ ପୂର୍ବେ ପାଳିଥିଲେ ୬୦ତମ ଜୟନ୍ତୀ
  • ||
  • ଦୈନିକ ଆକ୍ରାନ୍ତ ତୂଳନାରେ ଆଜି କମିଲା ସୁସ୍ଥ ସଂଖ୍ୟା, ୨୪ ଘଣ୍ଟାରେ କରୋନାରୁ ଆରୋଗ୍ୟ ହେଲେ ୭୨୮
  • ||
  • ଯୋଡାମୁଣ୍ଡ ଶିଶୁ କାଳିଆର ମୃତ୍ୟୁ, ଏସସିବିରେ ଦୀର୍ଘ ଦିନ ଧରି ଥିଲେ ଚିକିତ୍ସାଧୀନ, ସୁସ୍ଥ ଅଛି ଜଗା
  • ||
  • ପରିବାର ପାଇଁ ଏତିକି ସମ୍ପତ୍ତି ଛାଡି ଯାଇଛନ୍ତି କଂଗ୍ରେସର ଚାଣକ୍ୟ ଅହମଦ ପଟେଲ
  • ||
  • ଭୁବନେଶ୍ୱର : ରାଜ୍ୟରେ ଆଉ ୧୬ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ମୃତକଙ୍କ ସଂଖ୍ୟା ୧୬୮୭ରେ ପହଞ୍ଚିଲା
  • ||
  • ଭୁବନେଶ୍ୱର : ରାଜ୍ୟରେ ଚିହ୍ନଟ ହେଲେ ୭୩୦ କରୋନା ସଂକ୍ରମିତ, ୩୧୬୦୦୧ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଭୁବନେଶ୍ୱର : ରାଜ୍ୟରେ ଦ୍ୱିତୀୟ AIIMS ପ୍ରତିଷ୍ଠା ପାଇଁ ପ୍ରସ୍ତାବ, କେନ୍ଦ୍ର ସ୍ୱାସ୍ଥ୍ୟ ସଚିବଙ୍କୁ ଚିଠି ଲେଖିଲେ ମୁଖ୍ୟ ଶାସନ ସଚିବ
  • ||
  • ପୁରୀ : ବାହାର ଭକ୍ତଙ୍କୁ ପୁରୀ ମନା, ନାଗାର୍ଜୁନ ବେଶ ପାଇଁ ଜିଲ୍ଲା ପ୍ରଶାସନର କଟକଣା
  • ||
  • ଭିଜିଲାନ୍ସ ଜାଲରେ ଓଡିଶା ବନୀକରଣ ଅତିରିକ୍ତ ପିସିସିଏଫ୍, ଭୁବନେଶ୍ବରର ୫ଟି ଓ ମୁମ୍ବାଇ ଏବଂ ପୁନେର ୭ଟି ସ୍ଥାନରେ ଚଢାଉ
  • ||
  • କଂଗ୍ରେସର ବରିଷ୍ଠ ନେତା ଅହମଦ ପଟେଲଙ୍କ ପରଲୋକ : କରୋନାରେ ସଂକ୍ରମିତ ହୋଇ ଚାଲିଥିଲା ଚିକିତ୍ସା
  • ||

ବିଜେପି ନେତା ମଙ୍ଗୁଳି ଜେନା ହତ୍ୟା ଘଟଣା : ୫ଜଣଙ୍କୁ ଅଟକ ରଖିଲା ତଦନ୍ତକାରୀ ଟିମ୍

16/04/2019 at 3:08 PM

ଖୋର୍ଦ୍ଧା ୧୬|୪: ଖୋର୍ଦ୍ଧା ବିଜେପି ନେତା ମଙ୍ଗୁଳି ଜେନା ହତ୍ୟା ଘଟଣାରେ କ୍ରାଇମବ୍ରାଞ୍ଚ ହାତରେ ଲାଗିଛି ବଡ ସୁରାକ୍ । ଘଟଣାରେ ସଂପୃକ୍ତି ଅଭିଯୋଗରେ ୫ଜଣଙ୍କୁ ଅଟକ ରଖିଛି କ୍ରାଇମବ୍ରାଞ୍ଚର ତଦନ୍ତକାରୀ ଟିମ୍ ।

ଘଟଣା କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦିଆଯାଇଥିଲା । ଆଇଜି ଅରୁଣ ବୋଥ୍ରାଙ୍କ ନେତୃତ୍ବରେ କ୍ରାଇମବ୍ରାଞ୍ଚ ଟିମ୍ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିଲା । କ୍ରାଇମବ୍ରାଞ୍ଚ ସହ ସାଇବର୍ ଟିମ୍ ମଧ୍ୟ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିଥିଲା । ଘଟଣାର ତଦନ୍ତ ଅଧିକାରୀ ଭାବେ ଡିଏସପି ପ୍ରମୋଦ ରଥଙ୍କୁ ଦାୟିତ୍ବ ଦିଆଯାଇଥିଲା । ତେବେ କ୍ରାଇମବ୍ରାଞ୍ଚ ଟିମ୍ ୫ଜଣଙ୍କୁ ଅଟକ ରଖି ତଦନ୍ତ ଜାରି ରଖିଛି ।

ସୂଚନାଯୋଗ୍ୟ ଯେ, ଖୋର୍ଦ୍ଧା ବିଜେପି ମଣ୍ଡଳ ସଭାପତି ତଥା ବଡ଼ପୋଖରିଆର ପୂର୍ବତନ ସରପଂଚ ମଙ୍ଗୁଳି ଜେନାଙ୍କୁ ରବିବାର ରାତିରେ ଗୁଳି କରି ହତ୍ୟା କରାଯାଇଥିଲା । ଖୋର୍ଦ୍ଧା ନବୀନବାଗ ସ୍ଥିତ ବିଜେପି କାର୍ଯ୍ୟାଳୟ ସମ୍ମୁଖରେ ୨ ଜଣ ଦୁର୍ବୃତ୍ତ ଏକ ବାଇକରେ ଆସି ମଙ୍ଗୁଳିଙ୍କୁ ଗୁଳି କରି ଚାଲିଯାଇଥିଲେ । ଘଟଣାସ୍ଥଳରେ ମଙ୍ଗୁଳିଙ୍କ ମୃତ୍ୟୁ ହୋଇଯାଇଥିଲା ।

   Related Posts