Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଜାନୁଆରୀ ୨୭, ସକାଳେ ଜେଲ୍‌ରୁ ମୁକୁଳିପାରନ୍ତି ଭି.କେ. ଶଶିକଳା
  • ||
  • ନେତାଜୀ ଜନ୍ମସ୍ଥାନ ସଂଗ୍ରହାଳୟ ଖୋଲିଵାକୁ ସରକାରଙ୍କ ନିଷ୍ପତ୍ତି
  • ||
  • କଟକ:କାଲିଠାରୁ ଖୋଲିଵ ନେତାଜୀ ସଂଗ୍ରହାଳୟ
  • ||
  • ରାଇରଙ୍ଗପୁର: ଗୋରୁମହିଷାଣି ପୋଲିସର ସଡକ ସୁରକ୍ଷା ସଚେତନ କାର୍ଯ୍ୟକ୍ରମ, ସାମିଲ ଥିଲେ ସ୍ଥାନୀୟ ଲୋକେ
  • ||
  • ବଲାଙ୍ଗୀର: ପୁଣି ରକ୍ତ ରଞ୍ଜିତ ହେଲା ଶୁଲିଆ ପୀଠ, ଗଡିଲା ଶହ ଶହ ପଶୁ-ପକ୍ଷୀଙ୍କ ମୁଣ୍ଡ
  • ||
  • ଭୁବନେଶ୍ବରରେ ପହଞ୍ଚିଲା ୨ୟ ପର୍ଯ୍ୟାୟ କୋଭିଡ ଟିକା: ସ୍ପାଇସ୍ ଜେଟ୍‌ରେ ଆସିଲା ଟିକା
  • ||
  • ଭାଙ୍ଗିଲା ୩୩ ବର୍ଷର ରେକର୍ଡ୍‌ : ବ୍ରିସବେନ ଟେଷ୍ଟରେ ଭାରତର ଐତିହାସିକ ବିଜୟ, ଅଷ୍ଟ୍ରେଲିଆକୁ ୩ ଓ୍ବିକେଟ୍‌ରେ ହରାଇ ସିରିଜ କବଜା କଲା ଟିମ୍ ଇଣ୍ଡିଆ
  • ||
  • ମାଲକାନଗିରି : ସୀମାନ୍ତରେ ଏନ୍‌କାଉଣ୍ଟର, ୧୦ରୁ ଅଧିକ ମାଓ କ୍ୟାମ୍ପ ଧ୍ୱଂସ
  • ||
  • ସମ୍ବଲପୁର : ଫୋକସ୍‌ରେ ପଶ୍ଚିମ ଓଡିଶା, ମା’ ସମଲେଶ୍ବରୀଙ୍କ ମନ୍ଦିର ବୁଲି ସମୀକ୍ଷା କଲେ 5-T ସଚିବ
  • ||
  • ଭାଙ୍ଗିଲା ୩୩ ବର୍ଷର ରେକର୍ଡ୍‌ : ବ୍ରିସବେନ ଟେଷ୍ଟରେ ଅଷ୍ଟ୍ରେଲିଆକୁ ୩ ଓ୍ବିକେଟ୍‌ରେ ହରାଇ ସିରିଜ କବଜା କଲା ଟିମ୍ ଇଣ୍ଡିଆ
  • ||

୫ଟି ହାଇସ୍କୁଲର ଶିକ୍ଷକ ଓ କର୍ମଚାରୀଙ୍କ ଦରମା ବନ୍ଦ, କୋଭିଡ୍ ଗାଇଡ୍ ଲାଇନ୍‌ ଉଲଂଘନ ସହ କାର୍ଯ୍ୟରେ ଅବହେଳା ନେଇ କାର୍ଯ୍ୟାନୁଷ୍ଠାନ

9/01/2021 at 11:02 AM

କେନ୍ଦୁଝର ୯।୧: କାର୍ଯ୍ୟରେ ଅବହେଳା ଯୋଗୁଁ କେନ୍ଦୁଝର ଜିଲ୍ଲାର ୫ଟି ହାଇସ୍କୁଲର ସମସ୍ତ ଶିକ୍ଷକ ଓ କର୍ମଚାରୀଙ୍କ ଦରମା ବନ୍ଦ । ଜିଲ୍ଲା ଶିକ୍ଷାଧିକାରୀ ସଂଗ୍ରାମ ସାହୁ ଏହି ଦରମା ବନ୍ଦ କରିଛନ୍ତି । ସେହି ସ୍କୁଲଗୁଡିକ ହେଲା ଝାଡବେଲଦାର ଏସ୍‌ଏମ୍ଆର ହାଇସ୍କୁଲ, କ୍ଷୀରେଇଟାଙ୍ଗିର ଗଭମେଣ୍ଟ ହାଇସ୍କୁଲ, ଯମୁନାପଶୀର ବିଶ୍ଵଇପାଟ ହାଇସ୍କୁଲ, ବଲାଣୀପଶୀର ପିଏମବି ହାଇସ୍କୁଲ, ଡେଣୁଆର ଝଲାମଣୀ ହାଇସ୍କୁଲ ।

କରୋନା ମହାମାରୀ ଯୋଗୁଁ ଦୀର୍ଘ ୯ ମାସ ପରେ ଶୁକ୍ରବାର ବିଦ୍ୟାଳୟ ଖୋଲିଛି । କୋଭିଡ୍ ଗାଇଡ୍‌ଲାଇନ୍ ପାଳନ ସହିତ ବିଦ୍ୟାଳୟକୁ ସଫା ସୁତରା ରଖିବାକୁ କଡା ନିର୍ଦ୍ଦେଶ ମଧ୍ୟ ରହିଛି । ହେଲେ ଏହି ବିଦ୍ୟାଳୟଗୁଡିକରେ ବିଦ୍ୟାଳୟ ଖୋଲିବାରେ ସରକାରୀ ଗାଇଡ୍ ଲାଇନକୁ ଉଲଂଘନ କରିଥିବା ସହ ବିଦ୍ୟାଳୟ ପରିବେଶକୁ ସଫା ସୁତରା କରିନଥିବା ଓ କାର୍ଯ୍ୟରେ ଅବହେଳା କରିଥିବାରୁ କର୍ମଚାରୀଙ୍କ ଦରମା ଜାନୁଆରୀ ମାସଠାରୁ ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ବନ୍ଦ କରାଯାଇଛି ।

   Related Posts