Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ହଜିନି ମାନବିକତା, ପାଇଥିବା ସୁନା ଗହଣାକୁ ଫେରାଇଦେଲେ ଅଟୋ ଚାଳକ
  • ||
  • ଭୁବନେଶ୍ବର : STF ମୋଷ୍ଟ ୱାଣ୍ଟେଡ ଲିଷ୍ଟରେ ଅନୀଲ ପାଣ୍ଡି, ସୂଚନା ଦେଲେ ମିଳିବ ପୁରସ୍କାର
  • ||
  • ଭୁବନେଶ୍ବର : ୩ ନିର୍ବାହୀ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଓ ଜଣେ ଆରଆଇ ଚାକିରୀରୁ ବହିଷ୍କୃତ
  • ||
  • ନୂଆଦିଲ୍ଲୀ : ବାତ୍ୟା ଅପଡେଟ୍ : ୩ରୁ ଓଡିଶାରେ ବର୍ଷା, ୪ରେ ପବନର ବେଗ ଛୁଇଁବ ୯୦ କି.ମି.
  • ||
  • ନୂଆଦିଲ୍ଲୀ : ଶୁକ୍ରବାରଠୁ ରାଜଧାନୀରେ ସମସ୍ତ ସ୍କୁଲ ବନ୍ଦ, ଘୋଷଣା କଲେ କେଜ୍ରିଓ୍ୱାଲ୍‌ ସରକାର
  • ||
  • ବାଇକକୁ ପିଟିଲା ଜୁସ୍ ବୋଝେଇ ଟ୍ରକ୍, ୨ ଆରୋହୀ ମୃତ
  • ||
  • କଣ୍ଟାବାଞ୍ଜି : ମମିତା ମେହେର ହତ୍ୟାକାଣ୍ଡ ମାମଲା : ADG କୋର୍ଟରେ ଜାମିନ ଆବେଦନ କଲା ଗୋବିନ୍ଦ ସାହୁ
  • ||
  • ସାନଖେମୁଣ୍ଡି : ୩୦ ଏକର ଗଞ୍ଜେଇ ଚାଷ ନଷ୍ଟ କଲା ପ୍ରଶାସନ
  • ||
  • ଘାରିଛି ଓମିକ୍ରନ ବିପଦ : ବିଳମ୍ବିତ ହେବ ଟିମ୍ ଇଣ୍ଡିଆର ଦକ୍ଷିଣ ଆଫ୍ରିକା ଗସ୍ତ ! ସମୟ ମାଗିଲା ବିସିସିଆଇ
  • ||
  • ରାଇରଙ୍ଗପୁର : ଗୁଣିଗାରେଡି ସନ୍ଦେହକୁ ନେଇ ହତ୍ୟାକାଣ୍ଡ : ୩ ସୁପାରୀ କିଲର ଗିରଫ
  • ||

ଦିଲ୍ଳୀର ଆଜାଦପୁର ଅଞ୍ଚଳରେ ଫାଟିଲା ଗ୍ୟାସ ସିଲିଣ୍ଡର, ୫ ଆହତ

14/11/2021 at 2:10 PM

ନୂଆଦିଲ୍ଳୀ ୧୪।୧୧ : ରବିବାର ଦିନ ରାଜଧାନୀ ଦିଲ୍ଲୀର ଆଜାଦପୁରରେ ଏକ ଏଲପିଜି ସିଲିଣ୍ଡରରେ ରହୁଥିବା ସ୍ଥାନରେ ବିସ୍ଫୋରଣ ହୋଇଛି । ଯେଉଁଥିରେ ଏହି ବିସ୍ଫୋରଣରେ ୫ଜଣ ଆହତ ହୋଇଛନ୍ତି । ସେମାନଙ୍କୁ ତୁରନ୍ତ ଚିକିତ୍ସା ପାଇଁ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ଏହି ଅଘଟଣ ଆଜାଦପୁରର ଲାଲ ବାଗ ଅଞ୍ଚଳର ୨୦୮ ନମ୍ବର ବସ୍ତିରେ ଘଟିଛି। ସକାଳ ପ୍ରାୟ 10 ଟାରେ ଘଟିଛି । ନିଆଁକୁ ଆୟତ୍ତ କରିବା ପାଇଁ ସ୍ଥାନକୁ ତିନୋଟି ଅଗ୍ନିଶମ ଟେଣ୍ଡର ପଠାଯାଇଛି। ଦିଲ୍ଲୀ ଅଗ୍ନିଶମ ସେବା ନିର୍ଦ୍ଦେଶକ ଅତୁଲ ଗର୍ଗ କହିଛନ୍ତି ଯେ ଆମେ ଗ୍ରହଣ କରିଥିବା କଲ୍ ଅନୁଯାୟୀ ତିନୋଟି ଅଗ୍ନିଶମ ଟେଣ୍ଡର ଘଟଣାସ୍ଥଳରେ ପହଞ୍ଚିଛି ଏବଂ ୨୫ ୟାର୍ଡରେ ନିର୍ମିତ ଏକ ବସ୍ତିରେ ଏଲପିଜି ସିଲିଣ୍ଡର ବିସ୍ଫୋରଣ ହୋଇ ପାଞ୍ଚ ଜଣଙ୍କର ଆହତ ହୋଇଥିବା ଜଣାପଡିଛି। ସମସ୍ତ ଆହତଙ୍କୁ ଉଦ୍ଧାର କରାଯାଇ ନିକଟସ୍ଥ ଡାକ୍ତରଖାନାକୁ ଚିକିତ୍ସା ପାଇଁ ନିଆଯାଇଥିବା ନେଇ କହିଛନ୍ତି। ନିଆଁକୁ ନିୟନ୍ତ୍ରଣକୁ କରାଯାଇ ସମସ୍ତଙ୍କୁ ଉଦ୍ଧାର କରାଯାଇଛି ।

   Related Posts