Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କୃଷକଙ୍କ ପରି ଆମକୁ ମଧ୍ୟ ଦେବାକୁ ପଡିବ ବଳିଦାନ, ତେବେ ଯାଇ ଜାମ୍ମୁ-କାଶ୍ମୀରରେ ଲାଗୁ ହେବ ୩୭୦: ଫାରୁକ ଅବଦୁଲ୍ଲା
  • ||
  • ମଙ୍ଗଳବାର କଥା ହେବେ ପୁଟିନ୍ ଓ ବାଇଡେନ୍, ୟୁକ୍ରେନ ହେବ ମୁଖ୍ୟ ପ୍ରସଙ୍ଗ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୨୨କୁ ବୃଦ୍ଧି
  • ||
  • ମାଆର ସାହସ ଆଗରେ ହାରିଲା ବାଘ, ନିଜ ପୁଅକୁ ମୃତ୍ୟୁ ମୁଖରୁ ଛଡାଇ ଆଣିଲେ ମହିଳା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୨୭୯୬ ମୃତ
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୮୯ କରୋନା ସଂକ୍ରମିତ, ୧୦୫୦୨୪୯ରେ ପହଞ୍ଚିଲା ସଂଖ୍ୟା
  • ||
  • ୟୁକ୍ରେନ ଉପରେ ଆକ୍ରମଣ କରିବ ଋଷ ! ପୁଟିନଙ୍କ ଦେଢ ଲକ୍ଷରୁ ଅଧିକ ସୈନ୍ୟ ଅଛନ୍ତି ପ୍ରସ୍ତୁତ
  • ||
  • ଜାନୁଆରୀ-ଫେବୃଆରୀ ମଧ୍ୟରେ ଭାରତରେ ଆସିବ ତୃତୀୟ ଲହର, ଓମିକ୍ରନ୍ ସାଜିବ ବାହକ : ଦାବି କଲେ ବିଶେଷଜ୍ଞ
  • ||
  • ଚାଲିଥିଲା ଧାନ ଚୋରା ଚାଲାଣ, ୨୨୦ ବସ୍ତା ଜବତ କଲା ଯୋଗାଣ ବିଭାଗ
  • ||
  • ଜଓ୍ୱାଦ ଦୁର୍ବଳ, ଟଳିଲା ବଡ ବିପଦ : ପୁରୀଠୁ ୨୭୦ କିମି ଦୂରରେ କେନ୍ଦ୍ରୀଭୂତ
  • ||

ଜମିବାଡି ବିବାଦକୁ ନେଇ ଗୋଷ୍ଠୀ ସଂଘର୍ଷ, ୫ ଜଣ ଆହତ

11/08/2019 at 1:09 PM

ସୋର ୧୧|୮:  ବଲେଶ୍ବର ଜିଲ୍ଲା ସୋର ମ୍ୟୁନିସିପାଲଟି ୬ ନଂ ଓ୍ବାର୍ଡ ପଠାଣମହଲାରେ ଜମିବାଡି ବିବାଦକୁ କେନ୍ଦ୍ର କରି ଗଣ୍ଡଗୋଳ ହୋଇଛି । ଗଣ୍ଡଗୋଳ ଫଳରେ ଦୁଇ ଗୋଷ୍ଠୀର ୫ ଜଣ ମହିଳା ଏବଂ ପୁରୁଷ ଆହତ ହୋଇଛନ୍ତି । ଆହତମାନେ ହେଲେ ପଠାଣ ମହାଲାର ଫତେଜା ବିବି, ସେକ୍ ସଲାମ୍, ସେକ୍ ରିଅଜୁଦ୍ଦିନ, ସେକ୍ ଜାବିର। ଆକ୍ରମଣରେ ରଡ୍ ଭୁଜାଲି ଖଣ୍ଡା ବ୍ୟବହାର ହୋଇଥିଲା ।

   Related Posts