Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବ୍ରହ୍ମପୁର ; ବ୍ରହ୍ମପୁର ବଡବଜାର ଥାନା ଅନ୍ତର୍ଗତ ଗଣେଶ ନଗରରେ ପୁଲିସ୍ ର ଚଢାଉ
  • ||
  • ନକଲି ଟମାଟ, ଚିଲି, ସୋୟା ସୋସ୍ ୟୁନିଟ୍ ଉପରେ ଚଢାଉ
  • ||
  • କେତେ ପରିମାଣର ନକଲି ସାମଗ୍ରୀ ଜବତ, ତାହା ତଦନ୍ତ ପରେ ଜଣାପଡିବ ବୋଲି ପୁଲିସର ସୂଚନା
  • ||
  • ବରଗଡ଼ରେ ବିରାଟ ଚାଷୀ ସମାବେଶ, ଯୋଗଦେଲେ ୧୦ ଜିଲ୍ଲାର ୫ ହଜାର କୃଷକ
  • ||
  • ଜୟପୁର : ଜୟପୁର କୋଟପାଡରେ ନକଲି ବିଦେଶୀ ମଦ କରାଖାନା ଠାବ, ବିପୁଳ ପରିମାଣର ନକଲି ମଦ
  • ||
  • ଜଳେଶ୍ଵର : STFର ଚଢାଉ ବେଳେ ଜଳେଶ୍ୱର ବଜାରରୁ ନକଲି ପାନ ମସଲା ଜବତ, ଦୁଇ ଅଟକ
  • ||
  • ଜଳେଶ୍ଵର : ଜଳେଶ୍ଵର ଝାଡ଼େଶ୍ୱରପୁର ବସ୍ତିରୁ ବିପୁଳ ପରିମାଣର ବ୍ରାଉନସୁଗାର ଜବତ, ଅଭିଯୁକ୍ତ ଫେରାର
  • ||
  • ବଲାଙ୍ଗୀର : ବୋଲେରୋ ଧକ୍କାରେ ସାଇକେଲ୍ ଆରୋହୀ ମୃତ, କ୍ଷତିପୂରଣ ଦାବିରେ ମୃତଦେହ ରଖି ରାସ୍ତାରୋକ
  • ||
  • ଭୁବନେଶ୍ବର : ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୦୪ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • କଟକ ନେତାଜୀ ବସ୍ ଟର୍ମିନାଲର ଶିଳାନ୍ୟାଶ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
  • ||

ବାରହା ଆକ୍ରମଣରେ ଜଣେ ମହିଳା ସମେତ ୫ ଆହତ

13/01/2021 at 5:10 PM

ପଟ୍ଟାମୁଣ୍ଡାଇ ୧୩।୧: ଦିନକୁ ଦିନ ଜଙ୍ଗଲୀ ବାରହାଙ୍କ ପାର୍ଦୁଭାବ ବଢିବାରେ ଲାଗିଛି । କେନ୍ଦ୍ରାପଡା ଜିଲ୍ଲା ରାଜନଗର ବ୍ଲକ୍ ଦିଘି ଏବଂ ମଧୁପୁର ଗାଁରେ ବାରହା ଆକ୍ରମଣରେ ଜଣେ ମହିଳା ସହ ୪ ଜଣ ପୁରୁଷ ଆହତ ହୋଇଛନ୍ତି । ସକାଳୁ ଗାଁରେ ଲୋକମାନେ ନିଜର ନିତ୍ୟକର୍ମ କରୁଥିବା ବେଳେ ବାରହାଟି ହଠାତ୍ ଜନବସତି ଆଡକୁ ପଶିଆସି ଗାଁରେ ଆତଙ୍କ ସୃଷ୍ଟି କରିଥିଲା । ବାରହା ଆକ୍ରମଣ ଫଳରେ ମଧୁପୁର ଗାଁର ପଞ୍ଚାନନ ନାୟକ, ଲକ୍ଷ୍ମୀଧର ବେହେରା, ବନମାଳୀ ବେହେରା ଏବଂ ଦିଘି ଗ୍ରାମର ଅଜୟ କୁମାର ଦାସ ଓ ପୂର୍ଣ୍ଣିମା ଦାସ ଆହତ ହୋଇ ରାଜନଗର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି ହୋଇଛନ୍ତି ।

   Related Posts