Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବଜେଟ୍ ଅଧିବେଶନ: ଜାନୁଆରୀ ୩୧ରେ ରାଷ୍ଟ୍ରପତିଙ୍କ ଅଭିଭାଷଣ, ଫେବୃଆରୀ ୧ରେ ଉପସ୍ଥାପନ ହେବ ବଜେଟ୍
  • ||
  • IPL 2022: ନିଜ ଟିମ୍‌ର ନାମ ଘୋଷଣା କଲା ଲକ୍ଷ୍ନୌ ଫ୍ରାଞ୍ଚାଇଜି, ରଖିଲା ଲକ୍ଷ୍ନୌ ସୁପର ଜିଆଣ୍ଟ୍ସ
  • ||
  • ରାଜ୍ୟରେ ସୁସ୍ଥହେଲେ ଆଉ ୧୦,୩୦୯ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୩୧୧୫ଜଣ ଡିସଚାର୍ଜ
  • ||
  • ରବିଚନ୍ଦ୍ରନ ଅଶ୍ବିନ ନିରାଶ, ଏହି ଖେଳାଳି ହେଲେ ‘ଟେଷ୍ଟ କ୍ରିକେଟର୍ ଅଫ୍‌ ଦି ଇୟର’
  • ||
  • ରାଜ୍ୟରେ ଆଉ ୫ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୨୫କୁ ବୃଦ୍ଧି
  • ||
  • ରାଜ୍ୟରେ ଖସୁଛି ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୭୨୯୧ କୋଭିଡ୍ ପଜିଟିଭ୍, ୧୨୧୧୯୫୧ରେ ପହଞ୍ଚିଲା ସଂଖ୍ୟା
  • ||
  • ଖଲ୍ଲିକୋଟ : ଅଟୋକୁ ପଛ ପଟୁ ଧକ୍କା ଦେଲା ଟ୍ରକ, ଜଣେ ମୃତ
  • ||
  • ଭୁବନେଶ୍ୱର : ୨୬ ଯାଏଁ ରାଜ୍ୟର କିଛି ସ୍ଥାନରେ କୋହଲା ପାଗ ସହ ବର୍ଷା, ସତର୍କ କଲା ପାଣିପାଗ ବିଭାଗ
  • ||
  • ଲମତାପୁଟ : ପାଡୁଆ ପୋଲିସକୁ ସଫଳତା, ୨୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ
  • ||

ମର୍ମନ୍ତୁଦ ଦୁର୍ଘଟଣା : ଦୁଇ ପିକ୍‌ଅପ୍ ଭ୍ୟାନ୍ ମୁହାଁମୁହିଁ ଧକ୍କା, ୫ ମୃତ ୧୨ରୁ ଅଧିକ ଆହତ

20/06/2019 at 11:46 AM

ବିଜାପୁର ୨୦|୬: ଛତିଶଗଡରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ହୋଇଛି । ଦୁଇଟି ପିକଅପ ଭ୍ୟାନ ମୁହାଁମୁହିଁ ଧକ୍କା ହୋଇଛି । ଛତିଶଗଡର ବିଜାପୁର ଜିଲ୍ଲାରେ ଘଟିଛି ଏହି ମର୍ମନ୍ତୁଦ ଦୁର୍ଘଟଣା । ଦୁର୍ଘଟଣାରେ ୫ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୧୨ରୁ ଅଧିକ ଜଣ ଆହତ ହୋଇଛନ୍ତି । ଆହତ ମାନଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।

ସୂଚନାଯାଗ୍ୟ ଯେ, ବରଯାତ୍ରୀ ନେଇ ବାହାରିଥିବା ଦୁଇଟି ପିକଅପ ଭ୍ୟାନ ମଧ୍ୟରେ ଧକ୍କା ହେବାରୁ ଏହି ଦୁର୍ଘଟଣା ଘଟିଥିଲା । ଫଳରେ ୫ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୧୨ରୁ ଅଧିକ ଜଣ ଆହତ ହୋଇଛନ୍ତି । ଦ୍ରୁତଗାମୀ ପିକଅପ ଭ୍ୟାନରେ ଆବଶ୍ୟକତାଠାରୁ ଅଧିକ ସଂଖ୍ୟାରେ ଯାତ୍ରୀ ଥିଲେ । ଆହତଙ୍କୁ ଭୋରମଗଡ଼ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।

   Related Posts