Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୂର୍ବତନ କ୍ରିକେଟର ଅଶୋକ ଡିଣ୍ଡା ବିଜେପିରେ ସାମିଲ
  • ||
  • ମହାରାଷ୍ଟ୍ରରେ ବେକାବୁ କରୋନା ! ଗତ ୨୪ ଘଣ୍ଟାରେ ପାଖାପାଖି ୯ ହଜାର ସଂକ୍ରମତି ଚିହ୍ନଟ
  • ||
  • କଟକ : ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ ହାଇକୋର୍ଟରୁ ମିଳିଲା ଜାମିନ୍
  • ||
  • ଝାରସୁଗୁଡା : ଗଛରେ ଝୁଲୁଛି ଜବାନଙ୍କ ମୃତଦେହ, ଆତ୍ମହତ୍ୟା ନା ହତ୍ୟା ?
  • ||
  • ସାଲେପୁର : ବୃଦ୍ଧାଙ୍କଠାରୁ ୧୪ହଜାର ଟଙ୍କା ଲୁଟିନେଲେ ଦୁର୍ବୃତ୍ତ, ପେନସନ୍ ଉଠାଇ ଖାଇବା ବେଳେ ଲୁଟ୍‌ର ଶିକାର
  • ||
  • ଭୁବନେଶ୍ବର : ମେ ୧୮ ତାରିଖରୁ ଆରମ୍ଭ ହେବ ଯୁକ୍ତ ୨ ପରୀକ୍ଷା
  • ||
  • ସିରିଜ୍ ଦୁର୍ଘଟଣା : ବାଣୀବିହାରରେ ବାଇକ୍‌କୁ ଧକ୍କା ଦେଇ ଫାୟାରଷ୍ଟେସନରେ ୩ଟି କାର୍‌କୁ ପିଟିଲା ଇନୋଭା, ୪ ଆହତ
  • ||
  • ଭୁବନେଶ୍ବର : ବାଣୀବିହାରରେ ବାଇକ୍‌କୁ ଧକ୍କା ଦେଇ ଫାୟାରଷ୍ଟେସନରେ ୩ଟି କାର୍‌କୁ ଧକ୍କାଦେଲା ଇନୋଭା
  • ||
  • କୁଚିଣ୍ଡା : ମା’-ପୁଅକୁ ଦଳିଦେଲା ଦନ୍ତା, ଗୁରୁତର ବାପା ମେଡିକାଲରେ ଭର୍ତ୍ତି
  • ||
  • ଲକ୍ଷ୍ନୌ : କାରକୁ ଧକ୍କା ଦେଇ ଓଲଟିଲା ଟ୍ୟାଙ୍କର, ୭ମୃତ
  • ||

ଜମ୍ମୁକାଶ୍ମୀର କୁଲଗାମଠାରେ ସୁରକ୍ଷାକର୍ମୀଙ୍କ ଗୁଳିରେ ୫ ଆତଙ୍କବାଦୀ ନିହତ

15/09/2018 at 11:19 AM

ଜମ୍ମୁକାଶ୍ମୀର ୧୫|୯: ଜମ୍ମୁକାଶ୍ମୀର କୁଲଗାମ ଠାରେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇଛି । ଫଳରେ ୫ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି । ଶୁକ୍ରବାର ବିଳମ୍ବିତ ରାତିରେ ଏହି ଗୁଳି ବିନିମୟ ହୋଇଥିଲା । ଆତଙ୍କବାଦୀ ଏବଂ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳିବିନିମୟ ବର୍ତ୍ତମାନ ମଧ୍ୟ ଜାରି ରହିଛି । ଆତଙ୍କବାଦୀମାନେ ଗୋଟିଏ ଘରେ ଲୁଚି ରହିଥିବା ସୂଚନା ମିଳିଛି । ବାରମୂଳା ଏବଂ କାଜିଗନ୍ଦ ମଧ୍ୟରେ ରେଳ ସେବାକୁ ବନ୍ଦ କରାଯାଇଛି । ସମ୍ପୃକ୍ତ ଅଞ୍ଚଳରେ ଇଣ୍ଟରନେଟ୍ ସେବା ମଧ୍ୟ ବନ୍ଦ ରଖାଯାଇଛି । ତେବେ ଆତଙ୍କବାଦୀମାନେ ଲସ୍କର୍-ଏ-ତୈବା ଏବଂ ହିଜ୍ ବୁଲ୍ ମୁଜାହିଦୀନ୍ ଗୋଷ୍ଠୀର ବୋଲି ଖବର ମିଳିଛି । ସେନାର ୯ ଆର୍ ଆର୍, ରାଷ୍ଟ୍ରୀୟ ରାଇଫଲସ୍ ଏବଂ ଜମ୍ମୁକଶ୍ମୀର ପୋଲିସ ଏକତ୍ର ମିଶନ ଆରମ୍ଭ କରିଛି ।

   Related Posts