Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଏବେ ତୃତୀୟ ଲହର ଚାଲିଛି, ତଥାପି ଭୟଭୀତ ହେବାର ଆବଶ୍ୟକତା ନାହିଁ: ମୁଖ୍ୟ ସଚିବ
  • ||
  • ପୁରୀ: ପୋଲିସ କବଜାରେ ୩ ଧଳାଜହର ବେପାରୀ, ୧୭୨ ବ୍ରାଉନ ସୁଗାର ଜବତ
  • ||
  • କ୍ୟାପଟେନ୍ ପଦ ଛାଡିବା ପରେ କୋହଲିଙ୍କ ଟେଷ୍ଟ ରାଙ୍କିଙ୍ଗ୍ରେ ସୁଧାର, ଟପ୍-୧୦କୁ ଫେରିଲେ ବୁମରା
  • ||
  • କଳାହାଣ୍ଡି; ଗୋଲାମୁଣ୍ଡା ଗାଁ ପୋଖରୀରେ ବୁଡି ଜାଆଁଳା ଭାଇ ମୃତ
  • ||
  • ବିଜେପିରେ ମିଶି ପାରନ୍ତି କଂଗ୍ରେସର ପୋଷ୍ଟର ଗର୍ଲ ପ୍ରିୟଙ୍କା ମୌର୍ଯ୍ୟ, କହିଲେ- ପାର୍ଟି ମୋର ଫାଇଦା ଉଠାଇଲା
  • ||
  • ଭାରତର ଷ୍ଟାର ଟେନିସ୍ ଖେଳାଳି ସାନିଆ ମିର୍ଜାଙ୍କ ଅବସର ଘୋଷଣା, ୨୦୨୨ ହେବ ଶେଷ ସିଜିନ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୨ ଲକ୍ଷ ୮୨ ହଜାରରୁ ଅଧିକ କରୋନା ପଜିଟିଭ୍, ୪୪୧ ମୃତ
  • ||
  • ରାଜ୍ୟରେ ଆଉ ୬ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୪୯୪କୁ ବୃଦ୍ଧି
  • ||
  • ରାଜ୍ୟରେ ପୁଣି ୧୧ ହଜାର ଉପରେ ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୧୬୦୭ କୋଭିଡ୍ ପଜିଟିଭ୍, ୧୧୬୭୦୯୪ରେ ପହଞ୍ଚିଲା ସଂଖ୍ୟା
  • ||
  • ଗ୍ଲୋବାଲ ମେୟର୍ସ ଚ୍ୟାଲେଞ୍ଜ-୨୦୨୧: ବିଶ୍ୱର ଶ୍ରେଷ୍ଠ ୧୫ ସହରରେ ରାଉରକେଲା, ଟ୍ୱିଟ୍‌ କରି ପ୍ରଶଂସା କଲେ ମୁଖ୍ୟମନ୍ତ୍ରୀ
  • ||

ରାଜ୍ୟରେ କାର୍ଯ୍ୟକ୍ଷମ ହେଲା ଆଉ ୫ଟି କୋଭିଡ୍ ହସ୍ପିଟାଲ

20/04/2020 at 5:04 PM

ଭୁବନେଶ୍ବର୨୦/୪: ରାଜ୍ୟରେ କାର୍ଯ୍ୟକ୍ଷମ ହେଲା ଆଉ ୫ କୋଭିଡ୍ ହସ୍‌ପିଟାଲ। ଭିଡିଓ କନ୍‌ଫରେନ୍ସିଂରେ ଉଦ୍‌ଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ। ତାଳଚେର, ପାରାଦୀପ, ବରଗଡ଼ରେ ସ୍ବତନ୍ତ୍ର କୋଭିଡ-୧୯ ହସ୍‌ପିଟାଲ କାର୍ଯ୍ୟକ୍ଷମ ହୋଇଛି। ନବରଙ୍ଗପୁର ଓ ସୁନ୍ଦରଗଡ଼ରେ ମଧ୍ୟ ହସ୍‌ପିଟାଲ କାର୍ଯ୍ୟକ୍ଷମ ହୋଇଛି। ସେହିପରି ସୋମବାରଠାରୁ ତାଳଚେରରେ ସମ୍‌ କୋଭିଡ୍ ହସ୍‌ପିଟାଲ କାର୍ଯ୍ୟକ୍ଷମ ହୋଇଛି। MCL ସହଯୋଗରେ ଆରମ୍ଭ ହୋଇଛି କୋଭିଡ୍ ହସ୍‌ପିଟାଲ। ଭିଡିଓ କନ୍‌ଫରେନ୍ସିଂରେ ଏହି ହସ୍ପିଟାଲକୁ ଉଦ୍‌ଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ। ଉଦ୍‌ଘାଟନ ସମୟରେ ଦିଲ୍ଲୀରେ ଉପସ୍ଥିତ ରହିଲେ ପେଟ୍ରୋଲିୟମ୍‌ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଉପସ୍ଥିତ ରହିଥିଲେ ଖଣି ଓ କୋଇଲା ମନ୍ତ୍ରୀ ପ୍ରହ୍ଲାଦ ଯୋଶୀ।

   Related Posts