Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆଶ୍ଵସ୍ତି: କମୁଛି କରୋନା ପ୍ରଭାବ, ୨୪ ଘଣ୍ଟାରେ ଆରୋଗ୍ୟ ହେଲେ ୮୦୯ ସଂକ୍ରମିତ
  • ||
  • ଡିସେମ୍ବର-ଜାନୁଆରୀ ସମସ୍ତଙ୍କ ପାଇଁ ଗୁରୁତ୍ବପୂର୍ଣ୍ଣ: ଭୁବନେଶ୍ବର ଷ୍ଟେସନ ଓ ଏୟାରପୋର୍ଟରେ କରିପାରିବେ କୋଭିଡ୍‌ ଟେଷ୍ଟ
  • ||
  • ପରୀ ବାପା-ମା’ଙ୍କୁ ଭେଟିଲେ ବିଜେପି ଟିମ୍, ସିବିଆଇ ତଦନ୍ତ ଦାବି
  • ||
  • ରାଉରକେଲା : ଚଳନ୍ତା ଟ୍ରେନ୍‌ର ଟୟଲେଟ୍‌ରେ ନାବାଳିକାଙ୍କୁ ଦୁଷ୍କର୍ମ ଉଦ୍ୟମ, ଅଭିଯୁକ୍ତ ଯୁବକ ଗିରଫ
  • ||
  • କଟକ : ପୁଣି ଏକ ନକଲି ଘିଅ କମ୍ପାନୀରେ ଚଢାଉ, କୋଟିଏ ଟଙ୍କାର ଅପମିଶ୍ରିତ ସାମଗ୍ରୀ ଜବତ
  • ||
  • ପ୍ରେମ: ସେୟାର ଚାଟ୍‌ରୁ ଆରମ୍ଭ ଫେସବୁକରେ ଶେଷ, ସୋସିଆଲ ମିଡିଆରେ ପ୍ରେମିକାଙ୍କ ଅଶ୍ଲୀଳ ଫଟୋ ପୋଷ୍ଟ କଲେ ପ୍ରେମିକ
  • ||
  • ନୂଆପଡା : ମେଡିକାଲରେ ଚାକିରୀ ଦେବାକୁ କହି ଠକୁଥିଲା ଯୁବକ, ଗିରଫ କଲା ପୋଲିସ
  • ||
  • ସମ୍ବଲପୁର : ଦନ୍ତା ହାତୀର ମୃତଦେହ ଠାବ, ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ମୃତ୍ୟୁ ଅଭିଯୋଗ
  • ||
  • ଗଞ୍ଜାମ : ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ନାଁରେ ବିଜେପି ଓ କଂଗ୍ରେସ ପକ୍ଷରୁ ଏତଲା
  • ||
  • ପୁରୀ : ଅନଲାଇନରେ ନିର୍ମାଲ୍ୟ ବିକ୍ରି କରିବା ନେଇ ସିଂହଦ୍ବାର ଥାନାରେ ଆମାଜନ ଇଣ୍ଡିଆ ବିରୋଧରେ ସେବାୟତଙ୍କ ଏତଲା
  • ||

ଡକାୟତି ଯୋଜନା ପଣ୍ଡ, ୫ଜଣ ଡକାୟତଙ୍କୁ ଗିରଫ କଲା ପୋଲିସ

11/10/2020 at 2:59 PM

ଯାଜପୁର ୧୧।୧୦: ଡକାୟତି ଯୋଜନା ପଣ୍ଡ କଲା ପୋଲିସ। ଘଟଣାରେ ୫ଜଣ ଡକାୟତଙ୍କୁ ଗିରଫ କରିଛି ପୋଲିସ ।  ଯାଜପୁର ଜିଲ୍ଲା ବ୍ୟାସନଗର ସହରରେ ଘଟିଛି ଘଟଣା ।

ଖବର ଅନୁଯାୟୀ, ଗତ ବିଳମ୍ବିତ ରାତିରେ କାଚହୁଡୀ ସାହି ଅଞ୍ଚଳରେ ୫ ରୁ ୬ ଡକାୟତି କରିବାକୁ ଯୋଜନା କରୁଥିଲେ । କିନ୍ତୁ କୌଣସି ସୁତ୍ରରୁ ଖବର ପାଇ ପୋଲିସ ଚଢାଉ କରିଥିଲା । ଚଢାଉ କରି ଯାଜପୁର ରୋଡ଼ ପୋଲିସ ୫ଜଣ ଡକାୟତଙ୍କୁ ଗିରଫ ଗିରଫ କରିବାରେ ସକ୍ଷମ ହୋଇଛି। ପୋଲିସ ସେମାନଙ୍କ ନିକଟରୁ ୨ଟି ଜିଅନ୍ତା ବୋମା, ମାରଣାସ୍ତ୍ର, ମ୍ୟାପ୍, ବହୁ ବାଇକ୍ର ଚାବି ଓ ୨ଟି ବାଇକ୍ ଜବତ କରିଛି।

   Related Posts