Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୨୪ରେ ବଙ୍ଗୋପସାଗରରେ ଲଘୁଚାପ, ନେଇପାରେ ଅବପାତର ରୂପ
  • ||
  • ସଂକ୍ରମଣ ସାମାନ୍ୟ କମିଲା : ଦେଶରେ ୨୪ ଘଣ୍ଟାରେ ୩ ଲକ୍ଷ ୧୧ ହଜାରରୁ ଅଧିକ ପଜିଟିଭ୍, ୪୦୭୭ ମୃତ
  • ||
  • ୧୧ ହଜାର ଉପରେ କରୋନା ସଂକ୍ରମଣ, ରାଜ୍ୟରେ ଗତ ୨୪ଘଣ୍ଟାରେ ବାହାରିଲେ ୧୧୭୩୨ ପଜିଟିଭ୍
  • ||
  • ରାଜ୍ୟରେ କରୋନା ନେଲା ଆଉ ୧୯ଜଣଙ୍କ ଜୀବନ, ୨୩୧୩ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
  • ||
  • ଟ୍ରାନ୍ସଫର୍ମର ଉପରେ ଚଢିଗଲେ ଯୁବକ, ଜଳି ଯାଉଥିବା ବେଳେ ଉଦ୍ଧାର କଲା ଅଗ୍ନିଶମ ବାହିନୀ
  • ||
  • ସ୍ୱାମୀ ନା ସଇତାନ ? ସ୍ତ୍ରୀକୁ ପିଟିପିଟି କଲା ହତ୍ୟା
  • ||
  • ପାରା ଧରିବା ବେଳେ ଲାଗିଗଲା ବିଦ୍ୟୁତ ତାର, ପୋଡିଗଲା ଶରୀରର ୯୦%
  • ||

ପୋଲିସ ପଞ୍ଝାରେ ବ୍ରାଉନସୁଗାର ବେପାରୀ, ୩୦ଲକ୍ଷ ଟଙ୍କାର ଧଳାଜହର ଜବତ !

9/11/2020 at 8:49 AM

ପୁରୀ ୦୯।୧୧: ପୁରୀ ପୋଲିସ ପଞ୍ଝାରେ ବ୍ରାଉନ ସୁଗାର ବେପାରୀ। ୨୫୭ ଗ୍ରାମ ବ୍ରାଉନ ସୁଗାର ଜବତ ସହ  ୫ ଜଣଙ୍କୁ ଗିରଫ କରିବାରେ ସଫଳ ହୋଇଛି କୁମ୍ଭାରପଡା ଥାନା ପୋଲିସ। ଏହା ସହ ଗୋଟିଏ କାର ଓ ବାଇକ ମଧ୍ୟ ଜବତ ହୋଇଛି।

ସୂଚନା ଅନୁଯାୟୀ ଏକ କାରରେ ବ୍ରହ୍ମପୁରର ୨ ଜଣ ବେପାରୀ ବ୍ରାଉନ ସୁଗାର ଧରି  ପୁରୀ ଆସୁଥିଲେ। ବିଶ୍ବସ୍ତ ସୂତ୍ରରୁ ଖବର ପାଇ ପୋଲିସ ସେମାନଙ୍କୁ ଧରିବା ପାଇଁ ଜାଲ ବିଛାଇବା ସହ ଦେବୀଘାଟ ଅଞ୍ଚଳରେ ଜଗି ରହିଥିଲା। ବ୍ରହ୍ମପୁରର ସଂଗ୍ରାମ କେଶରୀ ପଟ୍ଟନାୟକ ଓ ସଦାନନ୍ଦ ପୁରୀର ରବି ମହାନ୍ତି ଓ ତାଙ୍କ ପତ୍ନୀ ଲକ୍ଷ୍ମୀ ଦେଇ ଏବଂ ରମଣି ମଲ୍ଲିକଙ୍କୁ ବ୍ରାଉନ ସୁଗାର ଦେଉଥିବା ବେଳେ ପୋଲିସ ଚଢ଼ାଉ କରି ଏହି ୫ ଅଭିଯୁକ୍ତଙ୍କୁ ଗିରଫ କରିବାରେ ସଫଳ ହୋଇଛି। ଜବତ ବ୍ରାଉନ ସୁଗାର ମୁଲ୍ୟ ୩୦ ଲକ୍ଷ ଟଙ୍କା ହେବ ବୋଲି ଅନୁମାନ କରାଯାଉଛି।

   Related Posts