Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ କରୋନା ନେଲା ଆଉ ୩ ଜଣଙ୍କ ଜୀବନ, ୧୯୩୩ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
  • ||
  • ବଢ଼ି ଚାଲିଛି କରୋନା ସଂକ୍ରମଣ, ମହାରାଷ୍ଟ୍ରରେ ଆଜିଠାରୁ ମେ ପହିଲା ପର୍ଯ୍ୟନ୍ତ ୧୪୪ ଧାରା
  • ||
  • ଜଗତସିଂହପୁର : ଆଜି ପବିତ୍ର ମହାବିଷୁବ ସଂକ୍ରାନ୍ତି : ମା ଶାରଳାଙ୍କ ପୀଠରେ ଲାଗୁ ହେଲା ୧୪୪ ଧାରା, ନୀତି ସମ୍ପନ୍ନ କରିବେ ସେବାୟତ
  • ||
  • ବାରଙ୍ଗ : ନନ୍ଦନକାନନକୁ ନୂଆ ଅତିଥି, ଦ୍ୱିତୀୟ ଥର ପାଇଁ ମା ହେଲା ବାଘୁଣୀ ମେଘା
  • ||
  • ୨ହଜାର ଟପିଲା ସଂକ୍ରମଣ : ରାଜ୍ୟରେ ୩୦ଜିଲ୍ଲାରୁ ଚିହ୍ନଟ ହେଲେ ସଂକ୍ରମିତ, ୨୪ ଘଣ୍ଟାରେ ୨୨୬୭ ପଜିଟିଭ୍ ଚିହ୍ନଟ
  • ||

କୋଭିଡ ନିୟମକୁ ବେଖାତିର, ୫ଟି ଦୋକାନ ସିଲ୍‌

27/02/2021 at 7:27 AM

ବାରିପଦା ୨୭।୦୨: କୋଭିଡ ନିୟମ ଉଲଂଘନ ଅଭିଯୋଗରେ ବାରିପଦା ଟାଉନରେ ୫ଟି ଦୋକାନ ସିଲ । ପୋଲିସ ଓ ତହସିଲଦାରଙ୍କ ଉପସ୍ଥିତିରେ ଦୋକାନ ସିଲ କରାଯାଇଛି ।

ଦ୍ୱିତୀୟ ପର୍ଯ୍ୟାୟ କୋଭିଡ ସଂକ୍ରମଣ ଆଶଙ୍କାରେ ରାଜ୍ୟ ସରକାର କଡାକଡି ନିୟମ ପାଳନ କରିବାକୁ ଜିଲ୍ଲା ପ୍ରଶାସନ ଗୁଡିକୁ ନିର୍ଦ୍ଦେଶ ଦେଇଛନ୍ତି । ଗତକାଲି ସନ୍ଧ୍ୟା ସମୟରେ ଦୋକାନ ଗୁଡିକରେ ଭିଡ ଜମାଇଥିଲେ ଲୋକେ । ଖବର ପାଇ ଜିଲ୍ଲା ପ୍ରଶାସନ ଓ ବାରିପଦା ସହରର କୃଷ୍ଣଚନ୍ଦ୍ର ଗୋଲେଇ, ଗୁଜୁରୀ ମାର୍କେଟ, ହସ୍ପିଟାଲ ରୋଡ଼, ଭଞ୍ଜପୁର ଅଞ୍ଚଳରେ ଚଢାଉ କରିବା ସହ ଦୋକାନୀ ମାନଙ୍କୁ ନିୟମ କଡାକଡି ପାଳନ କରିବାକୁ ସତର୍କ କରିଛନ୍ତି ।

   Related Posts