Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜସ୍ଥାନ ରୟାଲ୍ସକୁ ୨୨୨ ରନର ବିଶାଳ ବିଜୟ ଲକ୍ଷ୍ୟ ଦେଲା ପଞ୍ଜାବ କିଙ୍ଗସ୍‌ : କେ.ଏଲ. ରାହୁଲ, ଦୀପକ ହୁଡାଙ୍କ ବିସ୍ଫୋରକ ଅର୍ଦ୍ଧଶତକ
  • ||
  • ମୋଦୀଙ୍କୁ ସୋନିଆଙ୍କ ପତ୍ର: ବୟସ ପରିବର୍ତ୍ତେ ଆବଶ୍ୟକତା ଅନୁସାରେ କରୋନା ଟିକା ଦିଆଯାଉ
  • ||
  • ବାଗ୍‌ଚି ଦମ୍ପତ୍ତିଙ୍କୁ ପ୍ରଶଂସା କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଭୁବନେଶ୍ବରରେ କ୍ୟାନସର ହସ୍ପିଟାଲ ଏବଂ କେୟାର ସେଣ୍ଟର ପାଇଁ ସୁବ୍ରତୋ-ସୁସ୍ମିତା ଦେବେ ୪୩୦ କୋଟି ଟଙ୍କା
  • ||
  • ହସ୍ପିଟାଲରୁ ଡିସ୍‌ଚାର୍ଜ ହେଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ, ମାର୍ଚ୍ଚ ୩୦ରେ ହୋଇଥିଲା ବାଇପାସ୍‌ ସର୍ଜରୀ
  • ||
  • ପାଟଣା : ଭାରସାମ୍ୟ ହରାଇ ବ୍ରିଜ୍ ଉପରୁ ୨୦ଫୁଟ ତଳକୁ ଖସିଲା ବାଇକ୍, ୨ ଗୁରୁତର
  • ||
  • ନୀଳଗିିରି : ବିଦ୍ୟୁତ ବିଲ୍ ବୃଦ୍ଧି ପ୍ରତିବାଦରେ ସିପିଆଇର ରାସ୍ତାରୋକ
  • ||
  • ଢେଙ୍କାନାଳ : ମାଛ ଧରିବାକୁ ଯାଇ ନଦୀରେ ବୁଡିଗଲେ ମାଛ ଧରାଳି, ଚାଲିଗଲା ଜୀବନ
  • ||
  • ଭୁବନେଶ୍ବର : ଖରା ପାଇଁ ପାନୀୟ ଜଳ ବିଭାଗର ଛୁଟି ବାତିଲ
  • ||
  • ୨ ବିଶ୍ୱବିଦ୍ୟାଳୟରେ ନୂଆ କୁଳପତି, ରାଜଭବନ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ
  • ||
  • ଭୁବନେଶ୍ବର : ଡାକ୍ତରଖାନା ପାଇଁ କୋଭିଡ୍ ଗାଇଡ୍‌ଲାଇନ୍, ଆବଶ୍ୟକତା ନଥିଲେ ସଂକ୍ରମିତଙ୍କୁ ଆଡମିଶନ ମନା
  • ||

ଆବାସିକ ବିଦ୍ୟାଳୟରେ ଖାଦ୍ୟଖାଇ ୫ଛାତ୍ରୀ ଅସୁସ୍ଥ, ୩ଛାତ୍ରୀଙ୍କ ଅବସ୍ଥା ସଙ୍କଟାପନ୍ନ

23/10/2019 at 4:31 PM

ରାଉରକେଲା ୨୩।୧୦: ଲାଠିକଟା ଆଦର୍ଶ ଆବାସିକ ବିଦ୍ୟାଳୟରେ ଭୋଜନରେ ଭାତ, ଡାଲି ସହ ଅଣ୍ଡା ଖାଇ ୫ ଛାତ୍ରୀ ଅସୁସ୍ଥ ହୋଇଛନ୍ତି । ଅସୁସ୍ଥ ଛାତ୍ରୀମାନଙ୍କ ମଧ୍ୟରୁ ୩ ଜଣ ଗୁରୁତର ହୋଇଛନ୍ତି । ୩ ଗୁରୁତର ରାଉରକେଲା ସରକାରୀ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି । ୩ ଛାତ୍ରୀଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି ।

   Related Posts