Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆଶ୍ଵସ୍ତି: କମୁଛି କରୋନା ପ୍ରଭାବ, ୨୪ ଘଣ୍ଟାରେ ଆରୋଗ୍ୟ ହେଲେ ୮୦୯ ସଂକ୍ରମିତ
  • ||
  • ଡିସେମ୍ବର-ଜାନୁଆରୀ ସମସ୍ତଙ୍କ ପାଇଁ ଗୁରୁତ୍ବପୂର୍ଣ୍ଣ: ଭୁବନେଶ୍ବର ଷ୍ଟେସନ ଓ ଏୟାରପୋର୍ଟରେ କରିପାରିବେ କୋଭିଡ୍‌ ଟେଷ୍ଟ
  • ||
  • ପରୀ ବାପା-ମା’ଙ୍କୁ ଭେଟିଲେ ବିଜେପି ଟିମ୍, ସିବିଆଇ ତଦନ୍ତ ଦାବି
  • ||
  • ରାଉରକେଲା : ଚଳନ୍ତା ଟ୍ରେନ୍‌ର ଟୟଲେଟ୍‌ରେ ନାବାଳିକାଙ୍କୁ ଦୁଷ୍କର୍ମ ଉଦ୍ୟମ, ଅଭିଯୁକ୍ତ ଯୁବକ ଗିରଫ
  • ||
  • କଟକ : ପୁଣି ଏକ ନକଲି ଘିଅ କମ୍ପାନୀରେ ଚଢାଉ, କୋଟିଏ ଟଙ୍କାର ଅପମିଶ୍ରିତ ସାମଗ୍ରୀ ଜବତ
  • ||
  • ପ୍ରେମ: ସେୟାର ଚାଟ୍‌ରୁ ଆରମ୍ଭ ଫେସବୁକରେ ଶେଷ, ସୋସିଆଲ ମିଡିଆରେ ପ୍ରେମିକାଙ୍କ ଅଶ୍ଲୀଳ ଫଟୋ ପୋଷ୍ଟ କଲେ ପ୍ରେମିକ
  • ||
  • ନୂଆପଡା : ମେଡିକାଲରେ ଚାକିରୀ ଦେବାକୁ କହି ଠକୁଥିଲା ଯୁବକ, ଗିରଫ କଲା ପୋଲିସ
  • ||
  • ସମ୍ବଲପୁର : ଦନ୍ତା ହାତୀର ମୃତଦେହ ଠାବ, ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ମୃତ୍ୟୁ ଅଭିଯୋଗ
  • ||
  • ଗଞ୍ଜାମ : ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ନାଁରେ ବିଜେପି ଓ କଂଗ୍ରେସ ପକ୍ଷରୁ ଏତଲା
  • ||
  • ପୁରୀ : ଅନଲାଇନରେ ନିର୍ମାଲ୍ୟ ବିକ୍ରି କରିବା ନେଇ ସିଂହଦ୍ବାର ଥାନାରେ ଆମାଜନ ଇଣ୍ଡିଆ ବିରୋଧରେ ସେବାୟତଙ୍କ ଏତଲା
  • ||

ପୋଲିସ ଓ ସୁରକ୍ଷାକର୍ମୀଙ୍କ ମିଳିତ ଅପରେସନରେ ପାଞ୍ଚ ସନ୍ଦିଗ୍ଧ ଅଟକ

16/11/2019 at 4:42 PM

ଜମ୍ମୁକାଶ୍ମୀର ୧୬।୧୧: ଜାମ୍ମୁକାଅଶ୍ମୀରର ବାରାମୁଲା ଜିଲ୍ଲାର ସୋପାର ଅଞ୍ଚଳରେ ପୋଲିସ ଓ ସୁରକ୍ଷାକର୍ମୀଙ୍କ ମିଳିତ ଅପରେସନରେ ଆତଙ୍କବାଦୀ ଆଶଙ୍କାର ପାଞ୍ଚ ଜଣ ସନ୍ଦିଗ୍ଧଙ୍କୁ  ଗିରଫ କରାଯାଇଛି । ସେନାର ତଦନ୍ତ ଆରମ୍ଭ

ସୂଚନାଯୋଗ୍ୟ ଯେ, ବାରାମୁଲାର ସୋପାର ଅଞ୍ଚଳରେ ପୋଲିସ ଓ ସୁରକ୍ଷାକର୍ମୀ ମିଳିତ ଅପରେସନ ସମୟରେ ଆତଙ୍କବାଦୀ ଆଶଙ୍କାର ପାଞ୍ଚ ଜଣ ସନ୍ଦିଗ୍ଧଙ୍କୁ ଗିରଫ କରାଯାଇଛି । ସମସ୍ତ ସନ୍ଦିଗ୍ଧଙ୍କୁ ଅଟକ ରଖି ପଚରାଉଚରା କରାଯାଉଥିବା ଜଣାପଡିଛି । ସନ୍ଦିଗ୍ଧମାନେ କେଉଁ ଆତଙ୍କବାଦୀ ସଂଗଠନ ସହିତ ଜଡିତ ଓ ତାଙ୍କର ପରବର୍ତ୍ତୀ ଟାର୍ଗେଟ କଣ ରହିଥିଲା ତାହା ଅଧିକ ତଦନ୍ତ ପରେ ଜଣାପଡିବ ବୋଲି ସୂଚନା ରହିଛି ।  

   Related Posts