Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ ଗିରଫ
  • ||
  • ମିର୍ଜାପୁରରେ କଂଗ୍ରେସ ନେତା ଦିଗ୍‌ବିଜୟ ସିଂହଙ୍କ ବଡ଼ ବୟାନ, କହିଲେ- ପାକିସ୍ତାନ ଯିବାକୁ ଚାହୁଁଛି
  • ||
  • ରାଜନୀତିରେ ପ୍ରବେଶ କଲେ ସୁପରଷ୍ଟାର୍ ରଜନୀକାନ୍ତ
  • ||
  • ବଢିଲା LPG ସିଲିଣ୍ଡର ଦର ଏବେ ବିନା ସବସିଡି ଉପଭୋକ୍ତାଙ୍କୁ ଦେବାକୁ ପଡିବ ଅଧିକ ୫୦ଟଙ୍କା
  • ||
  • ସାଲେପୁର : ଆମ୍ବୁଲାନ୍ସକୁ ପିଟିଲା କାର୍, ଡ୍ରାଇଭର ଆହତ
  • ||
  • କଟକ : ସି-ସୋର ଘାଟରୁ ଅଜଣା ମୃତଦେହ ଉଦ୍ଧାର, ଭାସି ଆସିଥିବା ସନ୍ଦେହ
  • ||
  • ଚଣ୍ଡିଗଡ : ପଦ୍ମ ବିଭୂଷଣ ଫେରାଇଲେ ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରକାଶ ସିଂହ ବାଦଲ
  • ||
  • ନୂଆଦିଲ୍ଲୀ : ଅନଲାଇନ୍‌ରେ ହେବନାହିଁ CBSE ବୋର୍ଡ ପରୀକ୍ଷା, ପୂର୍ବଭଳି ପରୀକ୍ଷା ଦେବେ ଛାତ୍ରଛାତ୍ରୀ
  • ||
  • ଝାରସୁଗୁଡା : ବାପା ନା’ ରାକ୍ଷସ, ନିଶାଶକ୍ତ ଅବସ୍ଥାରେ ୧୧ ବର୍ଷର ଝିଅ ସହ କଲା ଦୁଷ୍କର୍ମ !
  • ||
  • କନ୍ଧମାଳ : ହଜିଗଲା ମା’ର ମମତା, ୪ ବର୍ଷ ଝିଅର ଗାଲ କାଟିଦେଲା ସାବତ ମା’ !
  • ||

କାନ୍ଥ ଭୁଶୁଡି ୫ ବର୍ଷର ଶିଶୁ କନ୍ୟାର ମୃତ୍ୟୁ

8/08/2018 at 8:56 AM

ଢେଙ୍କାନାଳ ୮/୮ : ଢେଙ୍କାନାଳ ଜିଲ୍ଲା ଗଁଦିଆ ଗୁଣ୍ଡୁରାପଶିରେ କାନ୍ଥ ଭୁଶୁଡିବାରୁ ୫ ବର୍ଷର ଶିଶୁ କନ୍ୟାର ମୃତ୍ୟୁ ହୋଇଛି । ଲଗାଣ ବର୍ଷା ଫଳରେ ଆଜି ସକାଳୁ ମାଟି କାନ୍ଥଟି ଧସି ପଡିଥିଲା । ଫଳରେ କାନ୍ଥ ତଳେ ଚାପି ହୋଇ ପ୍ରଫୁଲ୍ଲ ଭୋଇଙ୍କର ୫ ବର୍ଷ ଶିଶୁ କନ୍ୟାର ମୃତ୍ୟୁ ହୋଇଛି । ଏହି ଦୁର୍ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି ।

   Related Posts