Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଅକ୍ଟୋବର-ନଭେମ୍ବର ମାସର ପାର୍ବଣ ଗାଇଡ୍‌ଲାଇନ୍‌, ମୂର୍ତ୍ତି ବିସର୍ଜନରେ ରହିବେ ଏତିକି ଲୋକ, ହବିଷ୍ୟାଳୀଙ୍କୁ ମନ୍ଦିର ମନା
  • ||
  • ଘଟଗାଁରେ ହାତୀ ଆତଙ୍କ, ଘଉଡାଇବାକୁ ବନ ବିଭାଗର କସରତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୫୬ କୋଭିଡ୍ ପଜିଟିଭ୍
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୩ ହଜାରରୁ ଅଧିକ କରୋନା ପଜିଟିଭ୍, ୧୬୪ ମୃତ
  • ||
  • ରାସ୍ତା ଅତିକ୍ରମ ବେଳେ ଧକ୍କା ଦେଲା ଟ୍ରକ, ଚାଲିଗଲା ଜୀବନ
  • ||
  • ଲଘୁଚାପ ପ୍ରଭାବ : ମଙ୍ଗଳବାର ଯାଏଁ ପ୍ରବଳ ବର୍ଷା, ୫୦ କିମି ବେଗରେ ବହିବ ପବନ
  • ||
  • ନୀଳଗିରିରେ ଭାଲୁ ଆତଙ୍କ, ସାଇକେଲରୁ ଟାଣିନେଇ ଯୁବକଙ୍କୁ ଘାଇଲା କଲେ
  • ||
  • ଅଢେଇ କୋଟି ଟଙ୍କାର ବ୍ରାଉନସୁଗାର ଜବତ, ଡାଇମଣ୍ଡ ହୋଟେଲ ମାଲିକ ଅଟକ
  • ||

ବୈତରଣୀରେ ବନ୍ୟା : ତଳି ଅଞ୍ଚଳ ଜଳମଗ୍ନ, ଭଣ୍ଡାରିପୋଖରୀ ଓ ଯାଜପୁର ମଧ୍ୟରେ ଯୋଗାଯୋଗ ବିଚ୍ଛିନ୍ନ

28/05/2021 at 12:52 PM

ଭଦ୍ରକ ୨୮।୫: ବୈତରଣୀରେ ବନ୍ୟା ଆସିବା ଯୋଗୁଁ ଭଣ୍ଡାରିପୋଖରୀ ଓ ଧାମନଗର ବ୍ଲକର ବହୁ ତଳି ଅଞ୍ଚଳ ଜଳମଗ୍ନ ହୋଇଛି । ଭଣ୍ଡାରିପୋଖରୀ ବ୍ଲକର ୬ଟି ପଞ୍ଚାୟତର କିଛି ଗାଁ ଓ ଧାମନଗର ବ୍ଲକର ୮ଟି ପଞ୍ଚାୟତର କିଛି ଅଞ୍ଚଳ ଜଳମଗ୍ନ ହୋଇଥିବା ସୂଚନା ମିଳିଛି । ଭଣ୍ଡାରିପୋଖରୀ ଶରତା ପୋଲ ଉପରେ ବନ୍ୟା ଜଳ ପ୍ରବାହିତ ହେଉଥିବାରୁ, ଭଣ୍ଡାରିପୋଖରୀ ଓ ଯାଜପୁର ମଧ୍ୟରେ ଯୋଗାଯୋଗ ବିଚ୍ଛିନ୍ନ ହୋଇଛି ।

   Related Posts