Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦିଲ୍ଲୀ: କରୋନା ଟିକା ନେବା ପରେ ୫୧ ଜଣଙ୍କ ଠାରେ ଦେଖାଗଲା ପାର୍ଶ୍ବ ପ୍ରତିକ୍ରିୟା
  • ||
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୮୯୯ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଆରମ୍ଭ ହେଲା କୋଭିଡ୍ ଟିକାକରଣ, ୧୬୧ କେନ୍ଦ୍ରରେ ଚାଲିଛି ଟିକାଦାନ
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୭୮ କୋଭିଡ୍ ସଂକ୍ରମିତ, ୩୩୩୧୨୭ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଦେଶରେ ଖସୁଛି କରୋନା ଗ୍ରାଫ୍, ଗତ ୨୪ଘଣ୍ଟାରେ ୧୫୧୫୮ କୋଭିଡ଼ ସଂକ୍ରମିତ ଚିହ୍ନଟ
  • ||
  • ଘାଟିରେ ଦୁର୍ଘଟଣା : ଟ୍ରକକୁ ସାମ୍ନା ପଟୁ ପିଟିଲା ବାଇକ୍‌, ଚାଲିଗଲା ଶଳା-ଭିଣୋଇଙ୍କ ଜୀବନ
  • ||
  • ବୈଠକ ପରେ ବୈଠକ କିନ୍ତୁ ଫଳ ଶୂନ ! ୧୯’ରେ ପୁଣି ଚାଷୀ-ସରକାର ଆଲୋଚନା
  • ||
  • ବରଗଡ଼: ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା-ଗହଣା ଲୁଟ, ୩ ଲୁଟେରା ଗିରଫ
  • ||

କଳାହାଣ୍ଡି ହାତୀ ନଦୀରେ ବନ୍ୟା

21/07/2018 at 8:39 AM

କଳାହାଣ୍ଡିରେ ମଧ୍ୟ ବର୍ଷାର ତାଣ୍ଡବ । ଅନେକ ଅଞ୍ଚଳ ଲଗାଣ ବର୍ଷା ଯୋଗୁ ଜଳାର୍ଣ୍ଣବ ହୋଇପଡିଛି । ଗୋପାଳପୁର-ରାୟଗଡା ରାସ୍ତାର ମଦନପୁର ନିକଟରେ ବନ୍ୟାଜଳ ପ୍ରବାହିତ ହେବାରୁ ରାସ୍ତା ବୁଡିଯାଇଛି । ଭବନୀପାଟଣା-ଥୁ.ରାମପୁର ମଧ୍ୟରେ ଯୋଗାଯୋଗ ବିଚ୍ଛିନ୍ନ ହୋଇପଡିଛି । ଥୁ.ରାମପୁର-କଲମପୁର ମଧ୍ୟରେ ଭୂସ୍ଖଳନ ହୋଇଛି । ଫଳରେ ଉଭୟ ଅଞ୍ଚଳକୁ ଯୋଗଯୋଗ ବିଚ୍ଛିନ୍ନ ହୋଇପଡିଛି । କଲମପୁର ବ୍ଲକର ୩ଟି ଗାଁ ସମ୍ପୂର୍ଣ୍ଣ ଭାବେ ପାଣିଘେରରେ । ବାଲିଛଡା, ବିରିପୁର, ମାଟିଖାଲ ଆଦି ଅଞ୍ଚଳ ବାହ୍ୟଜଗତରୁ ବିଚ୍ଛିନ୍ନ ହୋଇପଡିଛି । ଇନ୍ଦ୍ରାବତୀ ପ୍ରକଳ୍ପର ହାତୀ ବ୍ୟାରେଜର ୫ଟି ଗେଟ୍ ଖୋଲିଛି । ଭୁଶୁଡିଲା ଭଦ୍ରା ଡ୍ୟାମ । ଜୁନାଗଡ-କଲମପୁର ରାସ୍ତା ମଧ୍ୟ ବୁଡିଯାଇଛି ।

   Related Posts