Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମହାରାଷ୍ଟ୍ର : ଭାରସାମ୍ୟ ହରାଇ ୩୦ ଫୁଟ ଖାଇକୁ ଖସିଲା ବସ୍, ୫ ଜଣଙ୍କ ମୃତ୍ୟୁ, ୩୫ ଆହତ
  • ||
  • କାର୍ଯ୍ୟରେ ଅବହେଳା ପାଇଁ ନିଲମ୍ବିତ ହେଲେ ଗୁଣୁପୁର ତହସିଲଦାର
  • ||
  • ଚେନ୍ନାଇ ସୁପରକିଙ୍ଗ୍ସକୁ ବଡ ଝଟକା, ଆହତ କାରଣରୁ ଆଇପିଏଲ୍‌ର ବାକି ମ୍ୟାଚ୍‌ରୁ ବାଦ୍ ପଡିଲେ ଡ୍ଵେନ ବ୍ରାଭୋ
  • ||
  • ରାଜ୍ୟରେ ଆଉ ୧୩ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ୧୯୩୧ କରୋନା ସଂକ୍ରମିତ ଚିହ୍ନଟ
  • ||
  • ୧୨କୋଟି ଟଙ୍କାର ଜିଏସ୍‌ଟି ଠକେଇ ଅଭିଯୋଗ, ବିଭାଗ ପକ୍ଷରୁ ଛାନ୍‌ଭିନ୍‌ ଆରମ୍ଭ
  • ||
  • ବିଜାପୁରରେ ଏନ୍‌କାଉଣ୍ଟର : ଜଣେ ନକ୍ସଲ ନିହତ, ୨ ଯବାନ ଆହତ
  • ||
  • ମାଓବାଦୀଙ୍କ ବର୍ବର କାଣ୍ଡ , ପୋଲିସ ଇନଫର୍ମର ସନ୍ଦେହରେ ଘରୁ ଡାକି ନେଇ ହତ୍ୟା
  • ||

ଲଗାଣ ବର୍ଷା ଯୋଗୁଁ ଗଞ୍ଜାମ ଖଲ୍ଲିକୋଟରେ ବନ୍ୟା ପରିସ୍ଥିତି ; ଅନେକ ଗାଁ ପାଣି ଘେରରେ

12/10/2018 at 9:38 AM

ଗଞ୍ଜାମ ୧୨|୧୦: ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟରେ ବନ୍ୟା ସ୍ଥିତି ସୃଷ୍ଟି ହୋଇଛି । ପାଣି ଘେରରେ ଅଛନ୍ତି ବିଭିନ୍ନ ଅଞ୍ଚଳ ବାସିନ୍ଦା । ଛତ୍ରପୁର ବ୍ଲକର ବଡମାଧପୁର, କୋଟଲାମପୁର, କରପଡା ପଞ୍ଚାୟତ ଅନେକ ଅଞ୍ଚଳ ଜଳମଗ୍ନ ହୋଇଛି । ପାଣି ଘେରରେ ରହିଛି ଶତାଧିକ ଗାଁ । ପାଣି ଜମିରହିଥିବାରୁ ଛତ୍ରପୁର-ବଡମାଧପୁରକୁ ଯୋଗାଯୋଗ ବିଚ୍ଛିନ୍ନ ହେ।ଇଛି । ଘରେ ପାଣି ପଶିଯାଇଥିବାରି ଲୋକେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି ।

   Related Posts