Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବିରୋଧ ପରେ ବାଟକୁ ଆସିଲା ହକି ଇଣ୍ଡିଆ, ଦିଲ୍ଲୀପ ତିର୍କୀ ଆଡହକ୍ କମିଟିର ଚେୟାରମାନେ ଭାବେ ନିଯୁକ୍ତ
  • ||
  • ଅଗଷ୍ଟ ଦ୍ଵିତୀୟ ସପ୍ତାହରେ ପ୍ରକାଶ ପାଇବ ଯୁକ୍ତ ୨ ରେଜଲ୍ଟ, ଦଶମ ମାର୍କ ଆଧାରରେ ହେବ ମୂଲ୍ୟାୟନ
  • ||
  • ଯାଜପୁର : ବରମୁଣ୍ଡା ଛକରେ ଦୁର୍ଘଟଣା, ଚାଲିଗଲା ନାରାୟଣଙ୍କ ଜୀବନ
  • ||
  • ମୃତ୍ୟୁ ହାରରେ ସାମାନ୍ୟ ହ୍ରାସ : ରାଜ୍ୟରେ ଗତ ୨୪ଘଣ୍ଟାରେ କରୋନା ନେଲା ୩୭ ଜଣଙ୍କ ଜୀବନ, ୩୫୦୮ରେ ପହଞ୍ଚିଲା ମୋଟ୍‌ ସଂଖ୍ୟା
  • ||
  • କମୁଛି ସଂକ୍ରମଣ, ରାଜ୍ୟରେ ୨୪ ଘଣ୍ଟାରେ ୩୮୦୬ କୋଭିଡ୍ ପଜିଟିଭ୍ ଚିହ୍ନଟ
  • ||
  • କଟକ : ଜୁଆ ଆଡ୍ଡାରେ ଅଚାନକ ଚଢାଉ, ୧୧ଜଣ ଜୁଆଡି ଗିରଫ
  • ||

ପ୍ରବଳ ବର୍ଷାରେ ଭାସୁଛି ମୁମ୍ବାଇ

11/07/2018 at 6:06 AM

୪ ଦିନ ହେଲା ଲାଗିରହିଥିବା ପ୍ରବଳ ବର୍ଷା ଯୋଗୁଁ ମୁମ୍ବାଇର ଅନେକ ଅଂଚଳରେ କୃତ୍ରିମ ବନ୍ୟା ସୃଷ୍ଟି ହୋଇଛି | ପ୍ରବଳ ବର୍ଷା ଯୋଗୁଁ ସାଧାରଣ ଜୀବନ ଯାତ୍ରା ବ୍ୟାହତ ହୋଇଛି | ରେଳ ଧାରଣା ପାଣିରେ ବୁଡି ରହିଛି | ମୁମ୍ବାଇ ଯାଉଥିବା ସମସ୍ତ ଟ୍ରେନ ଚଳାଚଳ ବ୍ୟାହତ ହୋଇଛି | ବର୍ଷା ଯୋଗୁଁ ବିମାନ ସେବା ମଧ୍ୟ ବାଧାପ୍ରାପ୍ତ ହୋଇଛି | ସକାଳ ୬ଟାରୁ ଦିନ ୧୨ ଟା ମଧ୍ୟରେ ୨୩୬ଟି ବିମାନ ଚଳାଚଳକୁ ବାତିଲ କରାଯାଇଛି | ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ନଯିବାକୁ ସତର୍କ କରାଯାଇଛି | ବର୍ଷା ଯୋଗୁଁ ସ୍କୁଲ କଲେଜ ବନ୍ଦ ରଖାଯାଇଛି | ଆଗକୁ ପରିସ୍ଥିତି ଅଣାୟତ୍ତ ହେବ ବୋଲି ଆଶଙ୍କା କରାଯାଉଛି |

   Related Posts