Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର : ରାଜ୍ୟରେ ଆଉ ୧୬ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ମୃତକଙ୍କ ସଂଖ୍ୟା ୧୬୮୭ରେ ପହଞ୍ଚିଲା
  • ||
  • ଭୁବନେଶ୍ୱର : ରାଜ୍ୟରେ ଚିହ୍ନଟ ହେଲେ ୭୩୦ କରୋନା ସଂକ୍ରମିତ, ୩୧୬୦୦୧ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଭୁବନେଶ୍ୱର : ରାଜ୍ୟରେ ଦ୍ୱିତୀୟ AIIMS ପ୍ରତିଷ୍ଠା ପାଇଁ ପ୍ରସ୍ତାବ, କେନ୍ଦ୍ର ସ୍ୱାସ୍ଥ୍ୟ ସଚିବଙ୍କୁ ଚିଠି ଲେଖିଲେ ମୁଖ୍ୟ ଶାସନ ସଚିବ
  • ||
  • ପୁରୀ : ବାହାର ଭକ୍ତଙ୍କୁ ପୁରୀ ମନା, ନାଗାର୍ଜୁନ ବେଶ ପାଇଁ ଜିଲ୍ଲା ପ୍ରଶାସନର କଟକଣା
  • ||
  • ଭିଜିଲାନ୍ସ ଜାଲରେ ଓଡିଶା ବନୀକରଣ ଅତିରିକ୍ତ ପିସିସିଏଫ୍, ଭୁବନେଶ୍ବରର ୫ଟି ଓ ମୁମ୍ବାଇ ଏବଂ ପୁନେର ୭ଟି ସ୍ଥାନରେ ଚଢାଉ
  • ||
  • କଂଗ୍ରେସର ବରିଷ୍ଠ ନେତା ଅହମଦ ପଟେଲଙ୍କ ପରଲୋକ : କରୋନାରେ ସଂକ୍ରମିତ ହୋଇ ଚାଲିଥିଲା ଚିକିତ୍ସା
  • ||
  • Snack Video ସମେତ ପୁଣି ୪୩ଟି ମୋବାଇଲ୍‌ ଆପ୍‌ ବ୍ୟାନ୍‌ କଲେ ଭାରତ ସରକାର
  • ||

ବୃଦ୍ଧି ପାଉଛି ବିଭିନ୍ନ ନଦୀର ଜଳସ୍ତର, ପଟ୍ଟାମୁଣ୍ଡାଇ ବ୍ଲକର ବିଭିନ୍ନ ଅଞ୍ଚଳ ଜଳବନ୍ଦୀ

11/09/2019 at 12:29 PM

ପଟ୍ଟାମୁଣ୍ଡାଇ ୧୧।୯: କେନ୍ଦ୍ରାପଡା ଜିଲ୍ଲା ବ୍ରାହ୍ମଣୀ ଖରସ୍ରୋତା ଓ କାଣୀ ନଦୀର ଜଳସ୍ତର ବୃଦ୍ଧି ପାଇଛି । ଫଳରେ ପଟ୍ଟାମୁଣ୍ଡାଇ ବ୍ଲକର ବିଭିନ୍ନ ଅଞ୍ଚଳ ଜଳବନ୍ଦୀ । ଧୋୟା ଅଞ୍ଚଳରେ ନଈ ବଢି ପାଣି ମାଡିଯାଇଛି । ସିହଂ ଗାଁରେ ପାଣି ପଶିଯାଇଥିବା ଥିବା ବେଳେ ବାହ୍ୟଜଗତରୁ ବିଛିନ୍ନ ହୋଇଯାଇଛି ।

ବନ୍ୟା ପାଣି ମାଡି ଆସିବା ଯୋଗୁଁ ଏକର ଏକର ଚାଷ ଜମି ଜଳମଗ୍ନ ହୋଇଯାଇଛି । ଲୋକେ ନାହିଁନଥିବା ଅସୁବିଧା ଭୋଗୁଛନ୍ତି । ବନ୍ୟା ପ୍ରଭାବିତ ଅଞ୍ଚଳରେ ରନ୍ଧା ଖାଦ୍ୟ ଯୋଗାଇ ଦେବା ସହ ବୋଟ୍ ଯୋଗାଇ ଦେବାକୁ ଦାବି ହୋଇଛି ।

   Related Posts