Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଚିନ୍ତା ବଢାଇଲେଣି କୁଲଡିହା ହାତୀପଲ, ନଷ୍ଟ କରୁଛନ୍ତି ବ୍ୟାପକ ଫସଲ
  • ||
  • ଭୁବନେଶ୍ବର : ଫେବୃଆରୀ ୧୪ରୁ ରାଜ୍ୟରେ ଦ୍ବିତୀୟ ପର୍ଯ୍ୟାୟ ଟିକାକରଣ
  • ||
  • ଅନୁଗୋଳ : ଜିଲ୍ଲାପାଳଙ୍କ ଅଫିସ୍ ଆଗରେ ମା’ ଓ ପୁଅଙ୍କ ଆତ୍ମାହୁତି ଉଦ୍ୟମ
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୩୦ କୋଭିଡ୍ ସଂକ୍ରମିତ, ୩୩୪୪୩୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ବ୍ରହ୍ମପୁର : ଟ୍ରାକ୍ଟର ସହ ବାଇକ୍ ଧକ୍କା, ଜଣେ ମୃତ, ୨ ଶ୍ରମିକ ଗୁରୁତର
  • ||
  • ଆନନ୍ଦପୁର : ଧାନ ଡୋଲି ଓଲଟିପଡି ସ୍ତ୍ରୀ ମୃତ, ସ୍ବାମୀ ଗୁରୁତର
  • ||
  • ଖସୁଛି କରୋନା ଗ୍ରାଫ୍‌, ଦେଶରେ ଗତ ୨୪ଘଣ୍ଟାରେ ୧୩,୨୦୩ କୋଭିଡ଼ ସଂକ୍ରମିତ ଚିହ୍ନଟ
  • ||
  • ବରଗଡ : ଭିଜିଲାନ୍ସ ଜାଲରେ ବରଗଡ ଜିଲ୍ଲା ଭଟଲି ବ୍ଲକ୍ କେଲେଙ୍ଗାପାଲିର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ
  • ||
  • ଭୁବନେଶ୍ବର : ସାଲିଆ ସାହିରୁ ୫ଶହ ଲିଟରରୁ ଅଧିକ ଦେଶୀ ମଦ ଜବତ, ୯ ଅଭିଯୁକ୍ତ ଗିରଫ
  • ||
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୦୬ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||

ଲଗାଣ ବର୍ଷାରେ ସୁବର୍ଣ୍ଣପୁର ଜିଲ୍ଲାରେ ବନ୍ୟା ପରିସ୍ଥିତି: ଅନେକ ଅଞ୍ଚଳ ବାହ୍ୟ ଜଗତରୁ ବିଚ୍ଛିନ୍ନ

14/08/2019 at 2:15 PM

ତରଭା ୧୪|୮:  ଲଗାଣ ବର୍ଷାରେ ସୁବର୍ଣ୍ଣପୁର ଜିଲ୍ଲାରେ ବନ୍ୟା ପରିସ୍ଥିତି । ତେଲନଦୀ, ସୁକତେଲ, ନିବୃତି ଓ ଅଙ୍ଗାରରେ ଜଳସ୍ତର କମିଥିଲେ ବି ଲୋକଙ୍କ ଦୁର୍ଦ୍ଦଶା ବଢିବାରେ ଲାଗିଛି ।

ତରଭା ବ୍ଲକର ଚାରଭଟା, ବ୍ରାହ୍ମଣୀ, ମେଣ୍ଡା, ରାଣୀସର୍ଦ୍ଦା ପୁଆ ପଞ୍ଚାୟତର ବିଭିନ୍ନ ଗାଁ ପାଣି ଘେରରେ ରହି ବାହ୍ୟ ଜଗତରୁ ବିଚ୍ଛିନ୍ନ ହୋଇଯାଇଛନ୍ତି । ଅଙ୍ଗାର ବ୍ରିଜର ଆପ୍ରୋଚ ରାସ୍ତା ଭାଙ୍ଗି ୧୫୦ ଫୁଟର ଘାଇ ସୃଷ୍ଟି ହୋଇଥିବାରୁ ଯୋଗାଯୋଗ ବିଚ୍ଛିନ୍ନ ହୋଇଛି ।

   Related Posts