Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦେବାଳିଆ ଦ୍ଵାର ଦେଶରେ ଥିବା ଶ୍ରୀଲଙ୍କା ପାଇଁ ଅକ୍ସିଜେନ ପାଲଟିଲା ଭାରତ, ଦେଲା ଏତେ କୋଟି ସହାୟତା
  • ||
  • ପଞ୍ଚାୟତ ନିର୍ବାଚନ ପାଇଁ କଂଗ୍ରେସର ୧୮ ଜଣିଆ ନିର୍ବାଚନ କମିଟି, ନରସିଂହ ଅଧ୍ୟକ୍ଷ
  • ||
  • ପଞ୍ଚାୟତ ନିର୍ବାଚନ: ପ୍ରଥମ ଦିନରେ ନାମାଙ୍କନପତ୍ର ଦାଖଲ କଲେ ୮୭୭୨ ଜଣ ପ୍ରାର୍ଥୀ
  • ||
  • ପୁଣି ନିରାଶ ହେଲେ ସୁମିତ୍, ଆବେଦନ ଖାରଜ କଲେ ଏସଡିଜେଏମ କୋର୍ଟ
  • ||
  • ପଞ୍ଚାୟତ ନିର୍ବାଚନ ପୂର୍ବରୁ ହିଂସା ! ସମିତି ସଭ୍ୟାଙ୍କ ଗାଡି ଜାଳିଦେଲେ ଦୁର୍ବୃତ୍ତ
  • ||
  • ମହିଳାଙ୍କ ଦେହରେ ନିଆଁ ଲଗାଇ ଦେଲେ ଧରମ ଭାଇ ! ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି
  • ||
  • ବିଲଡର୍ ସଂସ୍ଥାର ଘର ଉପରେ ବୋମାମାଡ, ୩ ଶ୍ରମିକ ଆହତ
  • ||
  • ରାଜ୍ୟରେ ଆଉ ୩ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୪୮୪କୁ ବୃଦ୍ଧି
  • ||
  • ରାଜ୍ୟରେ ୧୦ ହଜାର ଉପରେ ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୦୪୮୯ କୋଭିଡ୍ ପଜିଟିଭ୍, ୧୧୪୪୪୦୧ରେ ପହଞ୍ଚିଲା ସଂଖ୍ୟା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୨ ଲକ୍ଷ ୫୮ ହଜାରରୁ ଅଧିକ କରୋନା ପଜିଟିଭ୍, ୩୮୫ ମୃତ
  • ||

ସୁବର୍ଣ୍ଣପୁର ଜିଲ୍ଲାରେ ବନ୍ୟା ପରିସ୍ଥିତି, ବାହ୍ୟ ଜଗତରୁ ବିଚ୍ଛିନ୍ନ ହେଲା ଗାଁ

4/09/2019 at 9:54 AM

ସୁବର୍ଣ୍ଣପୁର ୪: ପ୍ରବଳ ବର୍ଷାରେ ସୁବର୍ଣ୍ଣପୁର ଜିଲ୍ଲାରେ ବନ୍ୟା ପରିସ୍ଥିତି । ଜିଲ୍ଲାରେ ଲାଗି ରହିଛି ଲଘୁଚାପ ଜନିତ ବର୍ଷା । ତରଭା ବ୍ଲକରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି ।  ତରଭା ବ୍ଲକର ପାଇକବାହାଲ ଗାଁ ବାହ୍ୟ ଜଗତରୁ ବିଚ୍ଛିନ୍ନ ହୋଇଯାଇଛି । ଗାଁ ଦାଣ୍ଡରେ ୩ ଫୁଟ ଉଚ୍ଚର ପାଣି ଚାଲିଛି । ରାତିରେ ଲୋକେ ଶୋଇଥିବା ବେଳେ ଗାଁରେ ପାଣି ପଶିଯାଇଛି ।

ଗତ ୧୩ ତାରିଖରେ ହୋଇଥିବା ବନ୍ୟା ଲୋକଙ୍କ ମନରୁ ଲିଭି ନଥିବା ବେଳେ ଏବେ ପୁଣି ଆସିଛି ବନ୍ୟା । ସେହିଭଳି ଉଲୁଣ୍ଡା ବ୍ଲକର କୁକିଆ ଯୋର ଉପରେ ୬ ଫୁଟ ଉଚ୍ଚର ବନ୍ୟା ଜଳ ପ୍ରବାହିତ ହେଉଛି । କୁକିଆ-କପାଶୀରା ମାଧ୍ୟରେ ଯୋଗାଯୋଗ ବିଛିନ୍ନ ହୋଇଛି । ପାଣି ଘେରରେ ଅଛନ୍ତି ଜଗନ୍ନାଥପାଳି, ବଡିମାଲ , ବାରିଗାଁ  ପାଇକବାହାଲର ଲୋକେ  ।

   Related Posts