Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଚଳନ୍ତା ହାଇଓ୍ବା ଗାଡିରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ ଚାଳକ
  • ||
  • Australian Open 2022 ଟାଇଟଲ୍ ଜିତିଲେ ଏଶ୍ଲେ ବାର୍ଟି, ଦେଶ ପାଇଁ ରଚିଲେ ଇତିହାସ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୨ ଲକ୍ଷ ୩୫ ହଜାରରୁ ଅଧିକ କରୋନା ପଜିଟିଭ୍, ୮୭୧ ମୃତ
  • ||
  • ବଜେଟ ପୂର୍ବରୁ ହେବନି ହାଲୁଆ ଉତ୍ସବ, ଏଥର ମୋବାଇଲ ଆପ୍ଲିକେସନରେ ମିଳିବ ସବୁ ତଥ୍ୟ
  • ||
  • ନୟାଗଡ : ଧାନବସ୍ତା ଚୋରି ପଡିଲା ମହଙ୍ଗା, ୨ ଯୁବକଙ୍କୁ ଗାଁ ଦାଣ୍ଡରେ ବାନ୍ଧିଦେଲେ ଲୋକେ
  • ||
  • ଭଦ୍ରକ : ଭିନ୍ନକ୍ଷମ ସାର୍ଟିଫିକେଟ୍‌ର ପୁନଃ ଯାଞ୍ଚ ପାଇଁ ଦାବି କଲା ଓଡିଶା ଭିନ୍ନକ୍ଷମ ମଞ୍ଚ
  • ||
  • ଘଟଗାଁ : ନାଳରୁ ମିଳିଲା ଅଜଣା ବ୍ୟକ୍ତିଙ୍କ ମୃତଦେହ, ହତ୍ୟା କରି ପାଣିରେ ଫିଙ୍ଗି ଦେଇଥିବା ସନ୍ଦେହ
  • ||
  • ରାଜ୍ୟରେ ଆଉ ୧୫ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୭୫କୁ ବୃଦ୍ଧି
  • ||
  • ରାଜ୍ୟରେ କମୁଛି ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୪୮୪୨ କୋଭିଡ୍ ପଜିଟିଭ୍, ୧୨୪୧୦୬୮ରେ ପହଞ୍ଚିଲା ସଂଖ୍ୟା
  • ||
  • ଭୁବନେଶ୍ବର : ଭୁବନେଶ୍ବର ଓ ବ୍ରହ୍ମପୁର ମେୟର ପଦବୀ ମହିଳାଙ୍କ ପାଇଁ ସଂରକ୍ଷିତ, କଟକ ପଦବୀ ଅଣସଂରକ୍ଷିତ
  • ||

ଲଗାଣ ବର୍ଷାରେ ବେହାଲ କେନ୍ଦୁଝର : ଶୈଲଙ୍ଗ-ଦେଓଗାଁ ରାସ୍ତା ମଧ୍ୟରେ ଯୋଗାଯୋଗ ବିଚ୍ଛିନ୍ନ

7/09/2019 at 8:52 AM

କେନ୍ଦୁଝର  ୭/୯: ଲଗାଣ ବର୍ଷାରେ ବେହାଲ କେନ୍ଦୁଝର । ବିଶେଷ କରି ଘଷିପୁରା, ଶାଳପଡାରେ ଲୋକଙ୍କ ଘରେ ପାଣି ପାଣି ପଶିଛି । ଦମକଳବାହିନୀ ଲୋକଙ୍କୁ ଉଦ୍ଧାର କରିଛନ୍ତି ।  ବଳରାମପୁରଠାରେ ପାପୁଡିଆ ନାଳ ଉପରେ ୩ ଫୁଟ୍ର ପାଣି ପ୍ରବାହିତ ହେଉଥିବା ବେଳେ ଶୈଲଙ୍ଗ-ଦେଓଗାଁ ରାସ୍ତା ମଧ୍ୟରେ ଯୋଗାଯୋଗ ବିଚ୍ଛିନ୍ନ ହୋଇଛି।

   Related Posts