Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସଚିନ୍ ପାଇଲଟ୍‌ଙ୍କ ଫୁସଫୁସରେ ସଂକ୍ରମଣ, ଆଜି ଆସିବ ଟେଷ୍ଟ ରିପୋର୍ଟ
  • ||
  • ବରିଷ୍ଠ ବିଜେପି ନେତାଙ୍କ ବିବାଦୀୟ ବୟାନ୍-‘ମୁସଲମାନ୍ ପ୍ରାର୍ଥୀଙ୍କୁ କେବେ ବି ଦେବୁନି ଟିକେଟ୍’
  • ||
  • ଭୁବନେଶ୍ୱର : ରାଜ୍ୟରେ ଆଉ ୫ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୩୯ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ୱର : ରାଜ୍ୟରେ ଚିହ୍ନଟ ହେଲେ ୪୧୮ କରୋନା ସଂକ୍ରମିତ, ୩୧୮୭୨୫ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଆଜି ପ୍ରଧାନମନ୍ତ୍ରୀଙ୍କ ‘ଟିକା’ ସମୀକ୍ଷା, ଭ୍ୟାକସିନ୍ ବିକାଶରେ ଲାଗିଥିବା ୩ କମ୍ପାନୀ ସହ ଆଲୋଚନା
  • ||
  • ଆସନ୍ତାକାଲିଠୁ ପ୍ରସିଦ୍ଧ କୋଣାର୍କ ମହୋତ୍ସବ: କୋଭିଡ଼ କଟକଣା ମଧ୍ୟରେ ପାଳିତ ହେବ ଉତ୍ସବ
  • ||
  • ଆଜି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା : ଡଙ୍ଗା ଭସା ଉପରେ ରୋକ , କୋଭିଡ କଟକଣା ଯୋଗୁଁ ଉତ୍ସବ ଫିକା
  • ||
  • କମିବାରେ ଲାଗିଛି କରୋନା ପ୍ରଭାବ, ସୁସ୍ଥ ହୋଇ ଘରକୁ ଫେରିଲେ ଆଉ ୭୦୭ ଆକ୍ରାନ୍ତ
  • ||

ପୁଣି ଘାରିଛି ଘନ କୁହୁଡିର ଭୟ : ରାଜ୍ୟର ୧୦ଜିଲ୍ଲାରେ ଘନକୁହୁଡି ନେଇ ପାଣିପାଗ ବିଭାଗର ସତର୍କ ସୂଚନା

4/02/2019 at 8:48 AM

ଭୁବନେଶ୍ବର ୪|୨: ରାଜ୍ୟରେ ସର୍ବନିମ୍ନ ତାପମାତ୍ରା ବୃଦ୍ଧି ପାଇବା ସହିତ ଶୀତର ପ୍ରକୋପ ସାମାନ୍ୟ କମିଛି। ଗତ ୨୪ ଘଣ୍ଟା ଭିତରେ ଅନୁଗୋଳ, କୋରାପୁଟ ଓ ଦାରିଙ୍ଗାବାଡିକୁ ଛାଡିଦେଲେ ରାଜ୍ୟ ଅନ୍ୟ ସମସ୍ତ ଅଞ୍ଚଳର ସର୍ବନିମ୍ନ ତାପମାତ୍ରା ୧୦ ଡିଗ୍ରୀ ସେଲସିଅସ ଉପରେ ରହିଛି।

ତେବେ ଏବେ ରାଜ୍ୟବାସୀଙ୍କୁ ପୁଣି ଘାରିଛି ଘନ କୁହୁଡିର ଭୟ। ଆସନ୍ତା ୪୮ ଘଣ୍ଟା ଭିତରେ ଜଗତସିଂହପୁର, କଟକ, ଖୋର୍ଦ୍ଧା, ପୁରୀ, କେନ୍ଦ୍ରାପଡା, ଭଦ୍ରକ, ବାଲେଶ୍ବର, ଅନୁଗୋଳ, ଢେଙ୍କାନାଳ, ଯାଜପୁରରେ ଘନ କୁହୁଡି ଅନୁଭୁତ ହେବ ବୋଲି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରରୁ ସୂଚନା ଦିଆଯାଇଛି।

   Related Posts