Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଡିସେମ୍ବର ୩୧ ଯାଏଁ ଅନ୍ତରାଷ୍ଟ୍ରୀୟ ବିମାନ ସେବା ବନ୍ଦ, କରୋନା ପ୍ରଭାବ
  • ||
  • କଟକ : ବସ୍‌ ଷ୍ଟାଣ୍ଡରେ ଠିଆ ହୋଇଥିବା ବସ୍‌ରେ ଲାଗିଗଲା ନିଆଁ, କେଇ ମିନିଟ୍‌ରେ ଜଳିଗଲା ସମ୍ପୂର୍ଣ୍ଣ ବସ୍
  • ||
  • କନ୍ଧମାଳ : ଜଗାକୁ ଏକା କରି ଚାଲିଗଲା କାଳିଆ, ମା’ ଆଖିରୁ ଶୁଖୁନି ଲୁହ : ମରଶରୀର ପହଞ୍ଚିବା ପରେ ଗାଁରେ ଶୋକାକୂଳ ପରିବେଶ
  • ||
  • କୋରାପୁର : କୋରାପୁର ବସ୍ ଷ୍ଟାଣ୍ଡରୁ ୩ଲକ୍ଷରୁ ଅଧିକ ଟଙ୍କାର ନକଲି ନୋଟ୍ ଜବତ, ଜଣେ ଗିରଫ
  • ||
  • କଟକ : ବାହା ବେଦୀରୁ ବ୍ୟାଙ୍କ୍ ମ୍ୟାନେଜରଙ୍କୁ ଉଠାଇନେଲା ପୋଲିସ, IIFL ଲୁଟ୍ ଘଟଣାରେ ରହିଛି ଲିଙ୍କ୍
  • ||
  • ସୋର : ପାଣିରୁ ଉଦ୍ଧାର ହେଲା ବୃଦ୍ଧଙ୍କ ମୃତଦେହ, ହତ୍ୟା ସନ୍ଦେହ
  • ||
  • ପୁରୀ : ପଞ୍ଚୁକର ଦ୍ବିତୀୟ ଦିନ, ବାଙ୍କଚୁଡା ବେଶରେ ବିଭୂଷିତ ମହାପ୍ରଭୁ
  • ||
  • ଚଣ୍ଡିଖୋଲ : ନିର୍ମାଣଧୀନ ପାଣି ଟାଙ୍କି ଉପରେ ଚଢି ଆତ୍ମହତ୍ୟା ଉଦ୍ୟମ କଲେ ଯୁବକ, ଉଦ୍ଧାର କଲେ ଅଗ୍ନିଶମ କର୍ମଚାରୀ
  • ||
  • କୋରାପୁଟ : କୋରାପୁଟ ଜିଲ୍ଲାରୁ ୮୫ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ଅଭିଯୁକ୍ତ ଫେରାର
  • ||
  • ଚାକିରୀଆଙ୍କ ପାଇଁ ବଡ ଖବର: ୮ଘଣ୍ଟା ବଦଳରେ ହୋଇପାରେ ୧୨ ଘଣ୍ଟା ସିଫ୍ଟ
  • ||

କରୋନା ପାଇଁ ୨ ବର୍ଷ ପର୍ଯ୍ୟନ୍ତ ରାଜ୍ୟରେ ଲାଗିଲା ଆର୍ଥିକ କଟକଣା

7/07/2020 at 10:18 PM

ଭୁବନେଶ୍ବର୭/୭:  କରୋନା ପାଇଁ ୨ ବର୍ଷ ପର୍ଯ୍ୟନ୍ତ ରାଜ୍ୟରେ ଲାଗିଲା ଆର୍ଥିକ କଟକଣା । ନୂଆ ନିଯୁକ୍ତି, ଯୋଜନା, ପ୍ରକଳ୍ପ ସବୁ ଉପରେ ଲାଗିଲା ରୋକ୍‌ । ଆସନ୍ତା ୨୦୨୨ ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ରାଜ୍ୟରେ ସବୁ ପ୍ରକାର ନୂଆ ନିଯୁକ୍ତି, ନୂଆ ପ୍ରକଳ୍ପ ପାଇଁ ଟେଣ୍ଡର, ନୂଆ ଅଫିସ, ଗେଷ୍ଟ ହାଉସ ଓ କର୍ମଚାରୀ ବାସଭବନ ନିର୍ମାଣ ସମେତ ସରକାରୀ ଗାଡ଼ି କିଣା, ବିମାନ ଓ ଟ୍ରେନ୍‌ ଯାତାୟତ, କର୍ମଚାରୀଙ୍କୁ ଏଲଟିସି ସୁବିଧା, ସରକାରୀ କାର୍ଯ୍ୟରେ ରାଜ୍ୟରେ ହୋଟେଲରେ ରହିବା, ହୋଟେଲରେ ସରକାରୀ ବୈଠକ ଓ ଭୋଜି ଆୟୋଜନ ଆଦି ଉପରେ କଟକଣା ଜାରି ହୋଇଁଛି । ଏଥି ସହ ୫ବର୍ଷ ପର୍ଯ୍ୟନ୍ତ ଖାଲି ପଡ଼ିଥିଲା ସମସ୍ତ ପଦବୀ ଚଳିତମାନ ୩୧ ତାରିଖ ସୁଦ୍ଧା ପ୍ରଶାସନିକ ବିଭାଗଗୁଡ଼ିକୁ ଉଚ୍ଛେଦ କରିବେ ଓ କୌଣସି ନୂଆ ଯୋଜନା ପାଇଁ ଅର୍ଥ ବରାଦ ହେବ ନାହିଁ ବୋଲି ଅର୍ଥ ବିଭାଗ ପକ୍ଷରୁ ନିର୍ଦେଶନାମା  ଜାରି ହୋଇଛି । ଅର୍ଥ ବିଭାଗର ପ୍ରମୁଖ ସଚିବ ଅଶୋକ କୁମାର ମୀନା ସମସ୍ତ ପ୍ରଶାସନିକ ବିଭାଗର ସଚିବଙ୍କୁ ଚିଠି ଲେଖି  ରାଜ୍ୟର ଆର୍ଥିକ ସ୍ଥିତି ସମ୍ପର୍କରେ ଅବଗତ କରାଇବା ସହ କୋଭିଡ୍‌ ପରିଚାଳନା ପାଇଁ ଅଧିକ ଅର୍ଥ ଆବଶ୍ୟକ ହେଉଥିବାରୁ ସରକାରୀ ବିଭାଗରେ କାଣ୍ଟଛାଣ୍ଟ କରିବାକୁ ସରକାର ନିଷ୍ପତ୍ତି ନେଇଛନ୍ତି ।

   Related Posts