Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଗୁରୁବାର ସୁସ୍ଥହେଲେ ରେକର୍ଡ ୮୪୭୧ଜଣ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୨୨୪୯ ଡିସଚାର୍ଜ
  • ||
  • ଚାଲିଗଲେ ଆଉ ଜଣେ କଳାକାର, ଅଭିନେତା ପ୍ରିୟ ସୁନ୍ଦର ମିଶ୍ରଙ୍କ ପରଲୋକ
  • ||
  • କୁକୁଡାକୁ ଖାଇଗଲେ ବୁଲା କୁକୁର, ରାଗି ଯାଇ ଗୁଳି କରିଦେଲା ମାଲିକ : ଥାନାରେ ମାମଲା
  • ||
  • ଗୋଆରେ ଏନସିପି-ଶିବସେନାର ହାତ ଛାଡିଦେଲା କଂଗ୍ରେସ, କହିଲା-‘ଆମର ଏକାକି ଜିତିବା କ୍ଷମତା ଅଛି’
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୩ ଲକ୍ଷ ୧୭ ହଜାରରୁ ଅଧିକ କରୋନା ପଜିଟିଭ୍, ୪୯୧ ମୃତ
  • ||
  • ରାଜ୍ୟରେ ଆଉ ୭ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୦୧କୁ ବୃଦ୍ଧି
  • ||
  • ରାଜ୍ୟରେ ପୁଣି ୧୦ ହଜାର ଉପରେ ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୦୩୬୮ କୋଭିଡ୍ ପଜିଟିଭ୍, ୧୧୭୭୪୬୨ରେ ପହଞ୍ଚିଲା ସଂଖ୍ୟା
  • ||
  • କ୍ୟାପ୍ଟେନ୍ ନୁହେଁ କିନ୍ତୁ ଜୋଶ୍ ଏବେବି ଅଛି : ଦକ୍ଷିଣ ଆଫ୍ରିକା ଅଧିନାୟକଙ୍କ ସହ ମୁହାଁମୁହିଁ ହେଲେ କୋହଲି
  • ||
  • ପ୍ରଚାର ବେଳେ ବିଜେପି ପ୍ରାର୍ଥୀ ହଟହଟା, ତଡିଦେଲେ ଗାଁ ଲୋକେ
  • ||
  • ଚୌଦ୍ୱାର ସୁନା ବ୍ୟବସାୟୀଙ୍କୁ ଗୁଳିମାଡ ଓ ଲୁଟ୍ ଘଟଣା : ଉଚ୍ଚସ୍ତରୀୟ ତଦନ୍ତ ନିର୍ଦ୍ଦେଶ ଦେଲେ ଡିସିପି
  • ||

୩ ଦିନ ଧରି ଗ୍ରାହକ ସାଜି ମୂଲଚାଲ କରୁଥିଲା ବନ ବିଭାଗ, ସୁବିଧା ଦେଖି ବାଘଛାଲ ସହ ଦୁଇଜଣଙ୍କୁ କଲା ଗିରଫ

8/12/2021 at 8:14 PM

କୁଚିଣ୍ଡା, ୦୮/୧୨: ବନବିଭାଗକୁ ବଡ ସଫଳତା। ବାଘଛାଲ ଜବତ ସହିତ ଦୁଇ ଗିରଫ। ବାମରା ବନ୍ୟପ୍ରାଣୀ ବନଖଣ୍ଡ ଅନ୍ତର୍ଗତ କୁଚିଣ୍ଡା ବନ୍ୟପ୍ରାଣୀ ବନାଞ୍ଚଳର ଗୁଣ୍ଡୁରୁଚୁଆଁ ପଞ୍ଚାୟତ ଘୋଡାବାନ୍ଧୁଣୀ ଗ୍ରାମରେ କଲରାପତରିଆ ବାଘ ଛାଲ ୫ ଲକ୍ଷ ଟଙ୍କାରେ ବିକ୍ରି ପାଇଁ ଉଦ୍ୟମ କରୁଥିବା ବେଳେ ଗ୍ରାହକ ସାଜି ବନବିଭାଗର ଚଢ଼ାଉ। ଏହି ଘଟଣାରେ ଜମନକିରା ବ୍ଲକ କୁତବ ଗ୍ରାମର କାଳୀଚରଣ ଝାଙ୍କର(୫୦)  ଓ ବାସୁଦେବ ଦେହୁରୀ(୫୦)କୁ ବନବିଭାଗ ଗିରଫ କରିଛି ।

ସେମାନଙ୍କ ନିକଟରୁ ଗୋଟିଏ ଦେଢ ବର୍ଷ ବୟସର କଲରାପତରିଆ ବାଘଛାଲ, ୬ଟି ଗୋଧି ଚମଡା ଓ ୩ଟି ଚଉସିଙ୍ଘା ମୁଣ୍ଡ ଜବତ କରାଯାଇଛି। କୌଣସି ସୂତ୍ରରୁ ଖବର ପାଇ ଡିଏଫଓ ଫାଲଗୁନି ସାରଥୀ ମଲ୍ଲିକଙ୍କ ନିର୍ଦ୍ଦେଶକ୍ରମେ କୁଚିଣ୍ଡା ରେଞ୍ଜର ଗଗନ ବିହାରୀ ମଲ୍ଲିକ ଓ କର୍ମଚାରୀ ୩ ଦିନ ଧରି ଏମାନଙ୍କ ସହିତ ବାଘଛାଲ କିଣିବା ପାଇଁ ମୂଳଚାଲ କରୁଥିଲେ। ପରେ ସୁବିଧା ଦେଖି ସେମାନଙ୍କୁ ମାଡ଼ି ବସିଥିଲେ ।  

   Related Posts