Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଟଳିଗଲା ମୃତ୍ୟୁ, ଅଳ୍ପକେ ମରଣ ମୁହଁରୁ ବର୍ତ୍ତିଲେ କଲେଜ ଛାତ୍ରୀ ଓ ସ୍କୁଟି ଚାଳକ : ସିସିଟିଭିରେ ଛାତିଥରା ଦୃଶ୍ୟ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୧୧କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୨୮ କରୋନା ସଂକ୍ରମିତ, ୧୦୪୯୧୦୮ରେ ପହଞ୍ଚିଲା ସଂଖ୍ୟା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୬ ହଜାରରୁ ଅଧିକ କରୋନା ପଜିଟିଭ୍, ୧୯୦ ମୃତ
  • ||
  • ହଠାତ ହେଲା ବରଫ ଝଡ, ପବ୍‌ରେ ଫସିଗଲେ ୬୧ ଗ୍ରାହକ : ୩ ଦିନ ପରେ ଉଦ୍ଧାର
  • ||
  • ମା’ ସୁରେଶ୍ୱରୀ ମନ୍ଦିରରୁ ଚୋରି, ନେଇଗଲେ ଦେବୀଙ୍କ ରୁପା ମୁକୁଟ
  • ||
  • ବୁଧବାରଠୁ କମ୍ପିବ ବିଧାନସଭା, ଅଧିବେଶନ ପୂର୍ବରୁ ରଣନୀତି ପ୍ରସ୍ତୁତ କରିବେ ଶାସକ ଓ ବିରୋଧି
  • ||
  • ଆସୁଛି ବାତ୍ୟା ‘ଜଓ୍ୱାଦ’, ୪ ତାରିଖରେ କରିବ ଲ୍ୟାଣ୍ଡଫଲ
  • ||
  • ଜଗତସିଂହପୁରରେ ‘ସାଗର କବଚ ଓଡି-୨୧’, ସମରାଭ୍ୟାସରେ ସାମିଲ ଭାରତୀୟ ତଟରକ୍ଷୀ ବାହିନୀ ଓ ମେରାଇନ୍ ପୋଲିସ
  • ||

କାଠ ଚୋରା ଚାଲାଣ ବେଳେ ଗ୍ରାମ୍ୟ ଜଙ୍ଗଲରୁ ଜବତ କଲା ବନ ବିଭାଗ, ଖସିଗଲେ ମାଫିଆ

13/06/2021 at 9:49 PM

ପାଟଣା, ୧୩/୦୬: କେନ୍ଦୁଝର ଜିଲ୍ଲା ପାଟଣା ରେଞ୍ଜ ଅଞ୍ଚଳରେ ଏବେ କାଠ ମାଫିଆ ସକ୍ରିୟ ହୋଇ ପଡିଥିବା ଦେଖିବାକୁ ମିଳିଛି। ବିଭିନ୍ନ ଜଙ୍ଗଲର ଗଛକୁ ମାଫିଆ ମାନେ କାଟି ଚୋରା ଚାଲାଣ କରୁଛନ୍ତି ।

ରବିବାର ସନ୍ଧ୍ୟାରେ ଡ଼ଳଙ୍ଗପାଣି ଗ୍ରାମର ଗ୍ରାମ୍ୟ ଜଙ୍ଗଲରୁ ମୂଲ୍ୟବାନ ଶାଳ ଗଛ କାଟି ଚାଲାଣ ହେଉଥିଲା l ଖବର ବନ ବିଭାଗ ପହଞ୍ଚିବା ପରେ ଘଟଣା ସ୍ଥଳରେ ପହଞ୍ଚି କଟା ଯାଇଥିବା ୮ ଟି ଶାଳ ଗଣ୍ଡି ଜବତ କରିଥିବା ବେଳେ ଅନ୍ଧାରର ସୁଯୋଗ ନେଇ ଘଟଣା ସ୍ଥଳରୁ କାଠ ମାଫିଆ ଫେରାର ହୋଇ ଯିବାରେ ସକ୍ଷମ ହୋଇଛନ୍ତି । ଜବତ କାଠର ଆନୁମାନିକ ମୂଲ୍ୟ ୫୦ ହଜାର ଟଙ୍କାରୁ ଉର୍ଦ୍ଧ୍ୱ ହେବ ବୋଲି ପାଟଣା ରେଞ୍ଜର ଟିକେଶ୍ୱର ମହାନ୍ତ ସୂଚନା ଦେଇଛନ୍ତି ।

   Related Posts