Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପରଲୋକରେ ଦିବଙ୍ଗତ ଅଭିନେତା ବିଜୟ ମହାନ୍ତିଙ୍କ ମାଆ
  • ||
  • ଭୁବନେଶ୍ୱରରେ ପହଞ୍ଚିଲା ପ୍ରଥମ ପର୍ଯ୍ୟାୟ କୋଭିସିଲ୍ଡ ଟିକା, ୧୮ ବର୍ଷରୁ ୪୪ ବର୍ଷ ବୟସ୍କଙ୍କୁ ଦିଆଯିବ
  • ||
  • କୁକୁର ଆକ୍ରମଣରେ ହରିଣ ଗୁରୁତର, ଉଦ୍ଧାର କଲେ ଗାଁ ଲୋକେ…
  • ||
  • କଳାହାଣ୍ଡି : ଘର ବାହାରେ ଶୋଇଥିବା ବେଳେ ମାଡିଗଲା ଟ୍ରକ୍, ସ୍ତ୍ରୀ ମୃତ, ସ୍ବାମୀ ଗୁରୁତର
  • ||
  • ସାନଖେମୁଣ୍ଡି : କୋଭିଡ୍ କଟକଣା ଉଲଂଘନ କରି ଗାଁରେ ଚାଲିଥିଲା ବାହାଘର ଭୋଜିଭାତ, ବନ୍ଦ କଲା ପ୍ରଶାସନ
  • ||
  • ଚୋରି କରୁଥିଲା ବିଦ୍ୟୁତ ଖୁଣ୍ଟ, ଗାଁ ଲୋକଙ୍କ ହାତରେ ଧରାପଡିଲା ଚୋର
  • ||
  • ରାଜ୍ୟରେ କରୋନା ନେଲା ଆଉ ୨୧ଜଣଙ୍କ ଜୀବନ, ୨୧୬୧ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
  • ||
  • ୧୧ ହଜାର ଉପରେ କରୋନା ସଂକ୍ରମଣ, ରାଜ୍ୟରେ ଗତ ୨୪ଘଣ୍ଟାରେ ବାହାରିଲେ ୧୧,୮୦୭ ପଜିଟିଭ୍
  • ||
  • କମିଲା ତାତି : ଆଜି ଏହି ସବୁ ଜିଲ୍ଲାରେ ବଜ୍ରପାତ ସହ କୁଆପଥର ବର୍ଷା ସମ୍ଭାବନା
  • ||
  • ସଂକ୍ରମଣ ରୋକିବାକୁ ରାଜ୍ୟରେ ସାପ୍ତାହିକ ସଟ୍‌ଡାଉନ୍, ଜରୁରୀ ସେବାକୁ ଛାଡ଼ିଦେଲେ ସବୁ ବନ୍ଦ
  • ||

ଭିଜିଲାନ୍ସ ଜାଲରେ ଫରେଷ୍ଟଗାର୍ଡ ମଧୁସ୍ମିତା: ଲାଞ୍ଚ ନେବା ବେଳେ ଧରାପଡିଲେ

3/11/2020 at 5:42 PM

ସମ୍ବଲପୁର୩/୧୧:  ଭିଜିଲାନ୍ସ ଜାଲରେ ଫରେଷ୍ଟଗାର୍ଡ। ୩୬ ହଜାର ଟଙ୍କା ନେବା ବେଳେ ଭିଜିଲାନ୍ସ ଜାଲରେ ଫରେଷ୍ଟ  ଗାର୍ଡ ମଧୁସ୍ମିତା ମହାପାତ୍ର ଧରାପଡିଛନ୍ତି। ମିଳିଥିବା ସୂଚନା ଅନୁସାରେ ବନ ସୁରକ୍ଷା ସମିତିର ବିଲ୍ ପାସ୍ କରାଇ ଦେବା ପାଇଁ ଟଙ୍କା ନେଉଥିଲେ। ଏହି ଘଟଣା ସଂପର୍କରେ ଭିଜିଲାନ୍ନ ଜାଣି ପାରିଥିଲେ। ସମ୍ବଲପୁର ସଦର ରେଞ୍ଜ ଜୁଜୁମୁରା ଅଞ୍ଚଳର ଫରେଷ୍ଟଗାର୍ଡ ହେଉଛନ୍ତି ମଧୁସ୍ମିତା।   

   Related Posts