Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କୃଷକଙ୍କ ପରି ଆମକୁ ମଧ୍ୟ ଦେବାକୁ ପଡିବ ବଳିଦାନ, ତେବେ ଯାଇ ଜାମ୍ମୁ-କାଶ୍ମୀରରେ ଲାଗୁ ହେବ ୩୭୦: ଫାରୁକ ଅବଦୁଲ୍ଲା
  • ||
  • ମଙ୍ଗଳବାର କଥା ହେବେ ପୁଟିନ୍ ଓ ବାଇଡେନ୍, ୟୁକ୍ରେନ ହେବ ମୁଖ୍ୟ ପ୍ରସଙ୍ଗ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୨୨କୁ ବୃଦ୍ଧି
  • ||
  • ମାଆର ସାହସ ଆଗରେ ହାରିଲା ବାଘ, ନିଜ ପୁଅକୁ ମୃତ୍ୟୁ ମୁଖରୁ ଛଡାଇ ଆଣିଲେ ମହିଳା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୨୭୯୬ ମୃତ
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୮୯ କରୋନା ସଂକ୍ରମିତ, ୧୦୫୦୨୪୯ରେ ପହଞ୍ଚିଲା ସଂଖ୍ୟା
  • ||
  • ୟୁକ୍ରେନ ଉପରେ ଆକ୍ରମଣ କରିବ ଋଷ ! ପୁଟିନଙ୍କ ଦେଢ ଲକ୍ଷରୁ ଅଧିକ ସୈନ୍ୟ ଅଛନ୍ତି ପ୍ରସ୍ତୁତ
  • ||
  • ଜାନୁଆରୀ-ଫେବୃଆରୀ ମଧ୍ୟରେ ଭାରତରେ ଆସିବ ତୃତୀୟ ଲହର, ଓମିକ୍ରନ୍ ସାଜିବ ବାହକ : ଦାବି କଲେ ବିଶେଷଜ୍ଞ
  • ||
  • ଚାଲିଥିଲା ଧାନ ଚୋରା ଚାଲାଣ, ୨୨୦ ବସ୍ତା ଜବତ କଲା ଯୋଗାଣ ବିଭାଗ
  • ||
  • ଜଓ୍ୱାଦ ଦୁର୍ବଳ, ଟଳିଲା ବଡ ବିପଦ : ପୁରୀଠୁ ୨୭୦ କିମି ଦୂରରେ କେନ୍ଦ୍ରୀଭୂତ
  • ||

ହାତୀ ଉପଦ୍ରବ- ବନ କର୍ମଚାରୀଙ୍କୁ ନିସ୍ତୁକ ପିଟିଲେ ଗ୍ରାମବାସୀ

18/11/2019 at 8:35 PM

ଟାଙ୍ଗୀ ୧୮।୧୧ – ହାତୀ ଆକ୍ରମଣରେ ଜଣେ ମୃତ । ମୃତକ ବଡପୋଖରୀଆ ଗାଁ ପାଇକସାହିର ଦାଶରଥୀ ମାଝୀ  । ଘଟଣାକୁ ନେଇ ଗାଁରେ ଉତ୍ତେଜନା । ବଡପୋଖରିଆରେ ବନକର୍ମଚାରୀଙ୍କୁ ନିସ୍ତୁକ ପିଟିଲେ ଗ୍ରାମବାସୀ । ମାଡ ଭୟରେ ବନବିଭାଗ କର୍ମଚାରୀ ଗାଡି ଛାଡି ଫେରାର ।

ସୋମବାର ସନ୍ଧ୍ୟାରେ ସାଇକେଲରେ ଯାଉଥିବା ବେଳେ ଦାଶରଥୀଙ୍କୁ ହାତୀ ଦଳିଦେଇଥିଲା । ଗୁରୁତର ଅବସ୍ଥାରେ ଦାଶରଥୀଙ୍କୁ ଖୋର୍ଦ୍ଧା ମେଡିକାଲ ସ୍ଥାନାନ୍ତର କରାଯାଇଥିଲା । ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିଲା । ଏବେ ବି ଗାଁରେ ଲାଗିରହିଛି ଉତ୍ତେଜନା । ଗତ କିଛି ଦିନ ଧରି ​ ଖୋର୍ଦ୍ଧା ଜିଲ୍ଲା ଟାଙ୍ଗୀ ବନ ବିଭାଗ ରେଞ୍ଜ ଇଲାକାରେ ୨୫ ରୁ ୩୦ଟି ଜଙ୍ଗଲୀ ହାତୀ ନିକଟ ଗାଁରେ ଆତଙ୍କ ସୃଷ୍ଟି କରିଛନ୍ତି ।

   Related Posts