Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବିପୁଳ ପରିମାଣର ବିଦେଶୀ ମଦ ଜବତ, ଜଣେ ଗିରଫ
  • ||
  • ଭୁଶୁଡିଯିବ ଘାଘରା ପୋଲ ! ବିପଦରେ ଶହଶହ ଯାତ୍ରୀଙ୍କ ଜୀବନ
  • ||
  • ରାଜ୍ୟରେ ଆଉ ୬ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୨୦କୁ ବୃଦ୍ଧି
  • ||
  • ରାଜ୍ୟରେ ଖସୁଛି ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୮୫୨୦ କୋଭିଡ୍ ପଜିଟିଭ୍, ୧୨୦୪୬୬୦ରେ ପହଞ୍ଚିଲା ସଂଖ୍ୟା
  • ||
  • ରାଜଧାନୀରେ କରୋନା ବେଲଗାମ୍ : ଆଉ ୧୩ ଅଞ୍ଚଳ ମାଇକ୍ରୋ କଣ୍ଟେନମେଣ୍ଟ୍ ଜୋନ୍
  • ||
  • ଚର୍ଚ୍ଚାରେ ବଡପୋଖରୀଆ ପଞ୍ଚାୟତ : ପ୍ରତିଦ୍ୱନ୍ଦ୍ୱିତା ହେଲାନି, ନିର୍ଦ୍ୱନ୍ଦ୍ୱରେ ଚୟନ ହେଲେ ସରପଞ୍ଚ ଏବଂ ଓ୍ୱାର୍ଡ ମେମ୍ବର
  • ||
  • ରବିବାରଠୁ ବଢିବ ବର୍ଷା, ଏହି ସବୁ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ
  • ||
  • ପରିବା ମାର୍କେଟରେ ଅଗ୍ନିକାଣ୍ଡ, ଜଳିଗଲା ସବୁ ଦୋକାନ
  • ||

ଭିଜିଲାନ୍ସ ଜାଲରେ ଫରେଷ୍ଟର, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚାଲିଛି ରେଡ୍

26/09/2019 at 11:39 AM

ବୌଦ୍ଧ ୨୬।୯: ଭିଜିଲାନ୍ସ ଜାଲରେ ଓଡିଶା ଅଣ ଗେଜେଟ୍ ବନ ସେବାସଂଘ ସଭାପତି ଜଗବନ୍ଧୁ ପାତ୍ର । ଜଗବନ୍ଧୁ ବୌଦ୍ଧ କେନ୍ଦୁପତ୍ର ବିଭାଗର ଫରେଷ୍ଟର ଅଛନ୍ତି ।

ବୌଦ୍ଧ ଥାନା ଅନ୍ତର୍ଗତ ରାଇଠାଣି ଗାଁ ନିକଟରେ ଥିବା ତାଙ୍କର ୨ଟି ବାସଭବନ, ଭଡା ଦିଆଯାଇଥିବା କାର୍, ସୋରୁମ୍ ତଥା ସମ୍ପର୍କୀୟଙ୍କ ଘରେ ବୌଦ୍ଧ ଓ ଫୁଲବାଣୀ ଭିଜିଲାନ୍ସର ମିଳିତ ଚଢାଉ ଜାରି ରଖିଛି । ଆୟ ବହିର୍ଭୂତ ସମ୍ପତି ଠୁଳ ଅଭିଯୋଗରେ ଛାପା ମାରୁଛି ଭିଜିଲାନ୍ସ ।

   Related Posts